ଦୁଇ ବିଧାୟକଙ୍କୁ ନିଲମ୍ବନ ନେଇ କଡ଼ା ପ୍ରତିକ୍ରିୟା ରଖିଛନ୍ତି ଜୟନାରାୟଣ ମିଶ୍ର । ସେ କହିଛନ୍ତି, ବାଚସ୍ପତିଙ୍କର ବାଚସ୍ପତି ହେବାର ଯୋଗ୍ୟତା ନାହିଁ । ରୁଲ୍ ଆଣ୍ଡ ପ୍ରୋସିଜିଓର ବିଷୟରେ ସେ କିଛି ଜାଣିଛନ୍ତି କି ?
ବିଧାନସଭାରେ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ପ୍ରମିଳା ମଲ୍ଲିକ ।ବିଧାନସଭା ସଚିବଙ୍କ ପ୍ରକୋଷ୍ଠକୁ ଯାଇ ପୂରା ଟିମ୍ ସହ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଞ୍ଝାରପୁରର ଏହି ବରିଷ୍ଠ ବିଧାୟିକା ।ନାମାଙ୍କନରେ ପ୍ରମିଳାଙ୍କ ପାଇଁ ପ୍ରସ୍ତାବକ ହୋଇଥିଲେ ନିଜେ ମୁଖ୍ୟମନ୍ତ୍ରୀ ଓ ସମର୍ଥକ ହେଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ବିଜେଡି ପ୍ରାର୍ଥୀ ଭାବେ ସେ ନାମାଙ୍କନ ଭରିଛନ୍ତି । ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ।
ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି..ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ
‘କୋଭିଡ଼ ଢାଞ୍ଚା ବଦଳିବ, ଏବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ’
କଂଗ୍ରେସ କ’ଣ ଶୋଇ ପଡିଛି, ସେ ଆଉ ଉଠିବ ? ବିଜେପି କ’ଣ କଢ଼, ସେ ଆଉ ପୁଟିବ ?
ଇଲୋ ବୋଉ... ହଇରେ ନାରଣ, ଆମ ପ୍ରମିଳା ଅପା ତ କଥା କହି ଜାଣି ନାହାନ୍ତି। ନିଜ ଦଳ ପାଇଁ ଭୋଟ୍ ମାଗିଲେ ତ ମାଗିଲେ, ହେଲେ ଏଇ ମାଛ ଦଳ କିଏ କିରେ? ଶଙ୍ଖ ଭିତରେ କଣ ମାଛ ପଶିକି ଅଛି?