• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Prashant Jagaddev Arrested

 Prashant Jagaddev arrested
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ଗିରଫ କରାଯାଇଛି । ଗିରଫ ନେଇ କେନ୍ଦ୍ରାଞ୍ଚଳ IG ନରସିଂହ ଭୋଳ ସୂଚନା ଦେଇଛନ୍ତି । ପ୍ରଥମେ ତାଙ୍କୁ ଭୁବନେଶ୍ୱର କୋର୍ଟରେ ହାଜର କରାଯିବ । ଏହା ପରେ ବାଣପୁର କୋର୍ଟ ନିଆଯିବ । ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ନେଇ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା ।