ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ସନମୁଗ ରତ୍ନମ । ଦିନ ୧୧ଟା ୪୫ରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ପରେ ଅପରାହ୍ନ ୨ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।
ଉଦଯାପନୀ ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ କିଛି ପ୍ରବାସୀଙ୍କୁ ସମ୍ମାନିତ କରିବେ। ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ୫ଘଣ୍ଟାରୁ ଅଧିକ ସମୟ ରହିବେ ରାଷ୍ଟ୍ରପତି। କାର୍ଯ୍ୟକ୍ରମ ସାରି ଅପରାହ୍ଣରେ ନୂଆଦିଲ୍ଲୀ ଫେରିଯିବେ ମହାମହିମ।
ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବାକୁ ଓଡ଼ିଶାରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ସେ ଭୁବନେଶ୍ୱରରେ ପହଁଚିଛନ୍ତି ।
ଓଡ଼ିଶା ଗସ୍ତର ଆଜି ଶେଷ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ ।
ଯେଉଁଠି ଦିନେ ଜନ୍ମ ହୋଇଥିଲେ, ସେହି ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି। ଦିନେ ଯେଉଁଠି ଅ, ଆ’ ଶିଖିଥିଲେ ସେଇଠି ପିଲାଙ୍କ ସହ ଭାବବିନିମୟ କଲେ, ନାଚିଲେ, ଭାବବିହ୍ବଳ ବି ହେଲେ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ।
କେଉଁଠି ସାନ୍ତାଳୀ ନୃତ୍ୟ ସଂଗୀତରେ ଝଙ୍କୃତ ହେଉଛି ଗାଁ ଦାଣ୍ଡ ତ ଆଉ କେଉଁଠି ଝଟକୁଛି ହାତ ଅଙ୍କା ଝୋଟି । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଉପରବେଡ଼ା ଗାଁର ପ୍ରତିଟି ମଣିଷଙ୍କ ଛାତି କୁଣ୍ଢେମୋଟ...ଗର୍ବିତ...ଉତଫୁଲ୍ଲିତ ।
ଝଟକିଲା ନୂଆ ନ୍ୟାୟିକ କୋଠା । ଚାରି ଦଶନ୍ଧି ପରେ ଚମକିଲା ଭୁବନେଶ୍ୱର ନୂଆ ଜୁଡିସିଆଲ୍ କମ୍ପ୍ଲେକ୍ସ ।
୧୯୭୨ ମସିହାର ଏକ ନୌସେନା ଅଧିକାରୀ ସମ୍ମିଳନୀରେ ନିଷ୍ପତ୍ତି ନିଆଗଲା ଯେ, ପ୍ରତିବର୍ଷ ଡିସେମ୍ବର ୪ରେ ପାଳନ ହେବ ନେଭି ଡେ । ତେବେ ସେହି ଘଟଣା କଣ, କାହିଁକି ଡିସେମ୍ବର ୪ରେ ପାଳନ କରାଯାଉଛି ନୌସେନା ଦିବସ ଆସନ୍ତୁ ଜାଣିବା।
ନୌସେନାର ପରାକ୍ରମ ଦିବସ। ଡେମୋର ଉଦ୍ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ କରି ପୁରୀରେ ପାଳିତ ହେଉଛି ନୌସେନା ଦିବସ ।
ଶ୍ରୀମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାପ୍ରଭୁଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଲେ ମହାମହିମ ।
ପୁଣି ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ... ମାଟିର ଝିଅଙ୍କ ଟିକିଏ ଝଲକ ପାଇଁ ରାଜଧାନୀରେ ନାହିଁନଥିବା ଉତ୍ସାହ...
ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି।
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ନୌସେନା ଦିବସ ଅବସରରେ ପୁରୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।
ଜନଜାତି ଗୌରବ ଦିବସରେ ରାଷ୍ଟ୍ରପତିଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି । କହିଲେ-ଏନ୍ଡିଏର ସୌଭାଗ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି କରିବାର ସୌଭାଗ୍ୟ ମିଳିଲା ।
PCC ଚୟନ କମିଟି ମୁଖ୍ୟ ଚରଣ ଦାସ ମହନ୍ତ ଏବଂ ମିନାକ୍ଷୀ ନଟରାଜନଙ୍କ ଉପସ୍ଥିତିରେ କଂଗ୍ରେସ ଷ୍ଟିୟରିଂ କମିଟିର ସମସ୍ଥ ୨୧ ସଦସ୍ୟଙ୍କ ସହ ୧୪ ଜଣ ବିଧାୟକଙ୍କୁ ନେଇ ଏହି ବୈଠକ ବସିବ ।
୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୩ ତାରିଖ ସକାଳେ ସେ ବାଙ୍ଗିରିପୋଷି ହେଲିପ୍ୟାଡରେ ଅବତରଣ କରିବେ ।
୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ । ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି ।
ଖୁବଶୀଘ୍ର ନିଯୁକ୍ତ ହେବେ ବୋର୍ଡ ଓ ନିଗମ ଅଧ୍ୟକ୍ଷ । ସଦସ୍ୟତା ଅଭିଯାନ ସରିବା ପରେ ଦିଆଯିବ ନିଯୁକ୍ତି ।
ବିଳମ୍ବିତ ନ୍ୟାୟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ନେଇ ଜୋର୍ଦାର ପ୍ରତିବାଦ ଚାଲିଥିବା ବେଳେ ତ୍ବରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ବ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଦୁଇ ଓଡ଼ିଆ ଭୂବିଜ୍ଞାନୀଙ୍କୁ ମିଳିଲା ରାଷ୍ଟ୍ରୀୟ ଭୂବିଜ୍ଞାନ ପୁରସ୍କାର । ବରିଷ୍ଠ ଭୂବିଜ୍ଞାନୀ ବି. ପ୍ରଶାନ୍ତ କୁମାର ପାତ୍ର ଓ ପର୍ଶୁରାମ ବେହେରାଙ୍କୁରାଷ୍ଟ୍ରୀୟ ଭୂବିଜ୍ଞାନ ସମ୍ମାନ ପ୍ରଦାନ କରାଯାଇଛି ।
ଅତୀତ ପାଲଟିଲା ଇଂରେଜଙ୍କ ଦ୍ବାରା ପ୍ରଣିତ ଶତାବ୍ଦୀ ପୁରୁଣା IPC, CrPC ଓ ଏଭିଡେନ୍ସ ଆକ୍ଟ। ଆଜିଠୁ ସାରା ଦେଶରେ ଲାଗୁହେଲା ଭାରତର ସଂସଦରେ ପାରିତ ୩ ସ୍ବଦେଶୀ ନୂଆ ଆଇନ।
ବର୍ଷିଆନ୍ ଅଭିନେତ୍ରୀ ବୈଜୟନ୍ତୀମାଳା ଓ ତେଲୁଗୁ ଅଭିନେତା ଚିରଞ୍ଜୀବିଙ୍କୁ ପଦ୍ମବିଭୂଷଣ । ରାଷ୍ଟ୍ରପତି ଭବନର ଦରବାର ହଲରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଆଦିବାସୀ ସଂପ୍ରଦାୟର ହୋଇଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବକୁ ନିମନ୍ତ୍ରଣ କରାଯାଇନଥିଲା ।
ଦେଶ ସଙ୍କଟ ଦେଇ ଗତି କରୁଥିବାରୁ ଶେହବାଜ ସରିଫ୍ ଏବଂ ତାଙ୍କ କ୍ୟାବିନେଟ ମନ୍ତ୍ରୀମାନେ ଦରମା ଏବଂ ଅନ୍ୟାନ୍ୟ ଭତ୍ତା ନ ନେବାକୁ ନିଷ୍ପତ୍ତି ନେଇଛନ୍ତି।
ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହ ସ୍ୱର୍ଣ୍ଣ ପଦକ ବିଜେତାଙ୍କୁ ପଦକ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି।