• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: President Droupadi Murmu

President Droupadi Murmu Returns from Nayagarh, to Stay Overnight in Bhubaneswar
କଣ୍ଟିଲୋରୁ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଣ୍ଟିଲୋରୁ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱରରେ ରାତ୍ରିଯାପନ କରିବାକୁ ଥିବାରୁ ରାଜଭବନ ଭିତରକୁ ଗଲା କାରକେଡ୍ ! 

Respect Adivasi Pride, Celebrate Tribal Art and Culture: President Droupadi Murmu in Nayagarh
ଆଦିବାସୀଙ୍କ ସ୍ବାଭିମାନକୁ ସମ୍ମାନ ଦିଅ

ଆଦିବାସୀଙ୍କ ସ୍ବାଭିମାନକୁ ସମ୍ମାନ ଦିଅ, ଜନଜାତି ସମ୍ପ୍ରଦାୟର ପାରମ୍ପରିକ କଳା-ସଂସ୍କୃତିକୁ ନେଇ ଗର୍ବ କର। ନୟାଗଡ କାଳିଆପଲ୍ଲୀରେ ଭାରତ ବିଶ୍ବାବସୁ ଶବର ସମାଜର ପ୍ରତିଷ୍ଠା ଦିବସରେ ସାମିଲ ହୋଇ ଏଭଳି ଆହ୍ବାନ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। 

President Droupadi Murmu
President Visits Kantilo : ନୀଳମାଧବଙ୍କ ଦର୍ଶନ କଲେ ମହାମହିମ, ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ‌ଉପସ୍ଥିତ

କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଙ୍କ ସହ ରାଜ୍ୟପାଳ ହରିବାବୁ କୁମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବି ନୀଳମାଧବ ମନ୍ଦିରରେ ପହଞ୍ଚି ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ଦିବ୍ୟ ଦର୍ଶନ ପାଇଁ ସେବାୟତଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। 

President Droupadi Murmu
President Droupadi Murmu: ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ନୀଳମାଧବଙ୍କୁ କରିବେ ଦର୍ଶନ

ଆଜି ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ଣ ସାଢେ ଗୋଟାଏରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯିବେ ।

President's Rule In Manipur
President’s Rule In Manipur: ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ; ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରିହେଲା ବିଜ୍ଞପ୍ତି

ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ । ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ଗତ ୯ ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ସିଂହ ।

President Droupadi Murmu
President Droupadi Murmu: ମହାକୁମ୍ଭରେ ସାମିଲ୍ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ; ସଙ୍ଗମରେ ପକାଇଲେ ଆସ୍ଥାର ବୁଡ଼

ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ମହାକୁମ୍ଭରେ ବୁଡ଼ ପକାଇଛନ୍ତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ବୁଡ଼ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି ।

India on Track to Become World's Third-Largest Economy Soon
ଖୁବଶୀଘ୍ର ଭାରତ ହେବାକୁ ଯାଉଛି ବିଶ୍ବର ତୃତୀୟ ବୃହତ ଆର୍ଥିକ ଶକ୍ତି

ଖୁବଶୀଘ୍ର ଭାରତ ହେବାକୁ ଯାଉଛି ବିଶ୍ବର ତୃତୀୟ ବୃହତ ଆର୍ଥିକ ଶକ୍ତି। ଆଜିଠୁ ଆରମ୍ଭ ହୋଇଥିବା ବଜେଟ୍ ଅଧିବେଶନରେ ସଂସଦର ଉଭୟ ଗୃହକୁ ସମ୍ବୋଧନ କରି କେନ୍ଦ୍ର ସରକାରଙ୍କ କାର୍ଯ୍ୟକ୍ରମ ଓ ସଫଳତାର ଲମ୍ବା ତାଲିକା ଉପସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Sonia Gandhi's Remark
Sonia Gandhi Controversy: ରାଷ୍ଟ୍ରପତିଙ୍କୁ ପୁଅର୍ ଲେଡି କହି ବିବାଦରେ ସୋନିଆ ଗାନ୍ଧି

ସୋନିଆ କହିଥିଲେ, ମିଛ ପ୍ରତିଶ୍ରୁତି କୁହ । ରାହୁଲ୍ କହିଥିଲେ, ‘ବୋରିଂ’ କହିବା । ନା ‘ନୋ କମେଣ୍ଟ’ କହିବା। ସେତିକି ବେଳେ ସୋନିଆ କହିଥିଲେ, ‘ଦ ପୁଅର୍ ଲେଡି’ ଭାଷଣ ଦେଇ ଥକିଗଲେଣି । ଏହି କଥା ସେ ସିଧାସଳଖ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିନଥିଲେ ମଧ୍ୟ ଭାଇଭଉଣୀ ଓ ମାଆଙ୍କ ମଧ୍ୟରେ ହୋଇଥିବା ଏହି କଥାବାର୍ତ୍ତା କ୍ୟାମେରାରେ କଏଦ୍ ହୋଇଥିଲା ।

President Droupadi Murmu
President Droupadi Murmu: ମହାମହିମଙ୍କ ଓଡ଼ିଶା ଗସ୍ତର ଶେଷ ଦିନ, ଅପରାହ୍ଣରେ ଫେରିଯିବେ ଦିଲ୍ଲୀ

ଓଡ଼ିଶା ଗସ୍ତର ଆଜି ଶେଷ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ ।

President Droupadi Murmu
ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି

ଯେଉଁଠି ଦିନେ ଜନ୍ମ ହୋଇଥିଲେ, ସେହି ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି। ଦିନେ ଯେଉଁଠି ଅ, ଆ’ ଶିଖିଥିଲେ ସେଇଠି ପିଲାଙ୍କ ସହ ଭାବବିନିମୟ କଲେ, ନାଚିଲେ, ଭାବବିହ୍ବଳ ବି ହେଲେ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ।

President Droupadi Murmu
President Droupadi Murmu: ଜନ୍ମମାଟି ମୋହରେ ଭାବବିହ୍ୱଳ ମହାମହିମ; ମଜିଲେ ସାନ୍ତାଳି ନାଚରେ, ବଖାଣିଲେ ବାଲ୍ୟ ସ୍ମୃତି

କେଉଁଠି ସାନ୍ତାଳୀ ନୃତ୍ୟ ସଂଗୀତରେ ଝଙ୍କୃତ ହେଉଛି ଗାଁ ଦାଣ୍ଡ ତ ଆଉ କେଉଁଠି ଝଟକୁଛି ହାତ ଅଙ୍କା ଝୋଟି । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଉପରବେଡ଼ା ଗାଁର ପ୍ରତିଟି ମଣିଷଙ୍କ ଛାତି କୁଣ୍ଢେମୋଟ...ଗର୍ବିତ...ଉତଫୁଲ୍ଲିତ ।

Queen Of Millets
Queen Of Millets: ଚମକିଲେ ମିଲେଟ୍ ରାଣୀ; ରାଷ୍ଟ୍ରପତି ପ୍ରଦାନ କଲେ ଡକ୍ଟରେଟ୍ ଉପାଧି

ଦିନ ଥିଲା ପେଟକୁ ଦାନା ଗଣ୍ଡେ ଯୋଗାଡ଼ କରିବା ବି କଷ୍ଟକର ହୋଇପଡୁଥିଲା। ହେଲେ ଆଜି ସେ ମିଲେଟ୍ ରାଣୀ। ସାଇତିଛନ୍ତି ୩୦୦ରୁ ଅଧିକ ମାଣ୍ଡିଆ କିସମ। ଆଉ ଆଜି ତାଙ୍କୁ ମିଳିଛି ସମ୍ମାନ ସୂଚକ ଡକ୍ଟରେଟ ଉପାଧି। ଆସନ୍ତୁ ଜାଣିବା ମିଲେଟ ରାଣୀ ଭାବେ ପରିଚିତ ରାଇମତୀ ଘିଉରିଆଙ୍କ ଜୀବନ କାହାଣୀ....

India Celebrates Navy Day
India Celebrates Navy Day: କାହିଁକି ଡିସେମ୍ବର ୪ରେ ପାଳନ କରାଯାଉଛି ନୌସେନା ଦିବସ ? ଜାଣନ୍ତୁ...

୧୯୭୨ ମସିହାର ଏକ ନୌସେନା ଅଧିକାରୀ ସମ୍ମିଳନୀରେ ନିଷ୍ପତ୍ତି ନିଆଗଲା ଯେ, ପ୍ରତିବର୍ଷ ଡିସେମ୍ବର ୪ରେ ପାଳନ ହେବ ନେଭି ଡେ । ତେବେ ସେହି ଘଟଣା କଣ, କାହିଁକି ଡିସେମ୍ବର ୪ରେ ପାଳନ କରାଯାଉଛି ନୌସେନା ଦିବସ ଆସନ୍ତୁ ଜାଣିବା।

Navy Day celebrations
Navy Day celebrations: ନୌସେନାର ପରାକ୍ରମ; ଉଦ୍‌ଘାଟନ କଲେ ରାଷ୍ଟ୍ରପତି, ପୁରୀ ବେଳାଭୂମିରେ ଯୁଦ୍ଧର ଭ୍ରମ ସୃଷ୍ଟି...

ନୌସେନାର ପରାକ୍ରମ ଦିବସ। ଡେମୋର ଉଦ୍‌ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ କରି ପୁରୀରେ ପାଳିତ ହେଉଛି ନୌସେନା ଦିବସ । 

Navy Day
Navy Day Celebration: କମ୍ପିବ ବ୍ଲୁ ଫ୍ଲାଗ୍ ବିଚ୍; ବିଶ୍ୱ ଦେଖିବ ଭାରତୀୟ ନୌସେନାର ବୀରତ୍ୱ ଓ ପରାକ୍ରମ

ଆଜି ବିଶ୍ବ ଦେଖିବ ଭାରତୀୟ ନୌସେନାର ବୀରତ୍ବ ଓ ପରାକ୍ରମ। ଆକର୍ଷଣୀୟ ପରେଡରେ କମ୍ପିବ ବ୍ଲୁ ଫ୍ଲାଗ୍ ବିଚ୍। ଜଳ, ସ୍ଥଳ ଓ ଆକାଶ ପଥରେ ଜଲୱା ଦେଖାଇବେ ନୌସେନାର ଯବାନ।

President Droupadi Murmu
President Droupadi Murmu: ଓଡ଼ିଶା ଗସ୍ତରେ ମହାମହିମ, କାଲି ଜଲୱା ଦେଖିବେ ମାଡାମ ପ୍ରେସିଡେଣ୍ଟ

ପୁଣି ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ... ମାଟିର ଝିଅଙ୍କ ଟିକିଏ ଝଲକ ପାଇଁ ରାଜଧାନୀରେ ନାହିଁନଥିବା ଉତ୍ସାହ...

Droupadi Murmu Odisha Visit
Droupadi Murmu Odisha Visit: ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି; ଓଡ଼ିଶାରେ ରହିବେ ୫ ଦିନ 

ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି। 

President Droupadi Murmu
ବହୁତ ହୋଇଗଲା ମହିଳାଙ୍କ ପ୍ରତି ହିଂସା..କୋଲକାତା ଲଜ୍ଜାକୁ ଭୟାନକ କହିଲେ ରାଷ୍ଟ୍ରପତି

କୋଲକାତା ଆରଜି କର ମେଡିକାଲ କଲେଜରେ ଜୁନିୟର ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାକୁ ଉଦବେଗଜନକ ଓ ଭୟାନକ କହିଛନ୍ତି ରାଷ୍ଟ୍ରପତି ।

 president droupadi murmu
୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ୧୦ ରାଜ୍ୟ ଓ  କେନ୍ଦ୍ରଶାସିତ ଅଞ୍ଚଳରେ ୯ ଜଣ ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। 

Droupadi Murmu
ବ୍ୟାଡମିଣ୍ଟନ ଖେଳିଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଶିଷ୍ଟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲଙ୍କ ସହ ରାଷ୍ଟ୍ରପତି ଭବନରେ ଖେଳୁଥିବା ଦେଖିବାକୁ ମିଳିଛି। ହାତରେ ରାକେଟ୍ ଧରି ସାଇନାଙ୍କ ସହ ବେଶ୍ କିଛି ସମୟ ପେଷାଦାର ଖେଳାଳି ଭଳି ଖେଳିଥିଲେ ରାଷ୍ଟ୍ରପତି।

Puri Rath Yatra 2024
ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନରେ କୃତ୍ୟ କୃତ୍ୟ ଭକ୍ତ

ଶ୍ରୀକ୍ଷେତ୍ରରେ ଭାବ ଓ ଭକ୍ତିର ମହାସମୁଦ୍ର। ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନରେ କୃତ୍ୟ କୃତ୍ୟ ଅଗଣିତ ଭକ୍ତ। ପ୍ରଥମ ରାଷ୍ଟ୍ରପତି ଭାବେ ଘୋଷଯାତ୍ରାରେ ସାମିଲ ହୋଇ ଭକ୍ତିରେ ବିଭୋର ହେଲେ ମହାମହିମ ଦ୍ରୌପଦୀ ମୁର୍ମୁ।

Puri Rath Yatra 2024
ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନରେ କୃତ୍ୟ କୃତ୍ୟ ଭକ୍ତ; ଭକ୍ତିରେ ବିଭୋର ହେଲେ ମହାମହିମ...

ସୂରୁଜ ଉଇଁଲା ବେଳକୁ ଆଜି ଭାବ ରସରେ ଭିଜି ସାରିଥିଲା ଶ୍ରୀକ୍ଷେତ୍ର... ମହୋଦଧି ବେଳାଭୂମିରୁ ମହାମାର୍ଗ ବଡ଼ଦାଣ୍ଡ... ସବୁଠି ଶୁଭୁଥିଲା ଜଗତ ଠାକୁରଙ୍କ ଜୟ ଜୟ କାର...

President Droupadi Murmu
ରଥଯାତ୍ରାରେ ପୁରୀ ଆସିପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !

ଜୁଲାଇ ୬ରୁ ୯ ତାରିଖ ଯାଏ ଓଡ଼ିଶା ଗସ୍ତରେ ଆସିପାରନ୍ତି । ପୁରୀ ସହ ଭୁବନେଶ୍ୱରରେ ରହଣି ନେଇ ସୂଚନା ।

President
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଶେଷ ଦିନ; ସମ୍ବଲପୁର ଯିବେ ମାଡାମ୍ ପ୍ରେସିଡେଣ୍ଟ

ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଧ୍ବନି ମଣ୍ଡପ ଓ ସନ୍ଥ କବି ଭୀମଭୋଇ ଆଶ୍ରମ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି।

President Droupadi Murmu Odisha Visit Again
ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି । ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।