କେବଳ ରାଷ୍ଟ୍ରପତି ନୁହଁନ୍ତି, ରାଜ୍ୟପାଳ, ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସମେତ ବହୁ ଭିଭିଆଇପି ନିଜର ଅଭିଭାଷଣ ରଖିଥିଲେ। ଏହାକୁ ନେଇ ବର୍ଷିଛନ୍ତି ହାଇକୋର୍ଟର ଆଇନଜୀବୀ।
କଟକରେ ରାଷ୍ଟ୍ରପତିଙ୍କ ଦିନ ତମାମ କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ପ୍ରଥମେ ମା’ କଟକ ଚଣ୍ଡୀଙ୍କ ଦର୍ଶନ କରି ସେଠାରୁ ଶୈଳବାଳା ମହାବିଦ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାଷ୍ଟ୍ରପତି।
ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏସ୍ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ୍ର ବାର୍ଷିକ ଉତ୍ସବ ଏବଂ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି।
ଆସୁଛନ୍ତି ରାଷ୍ଟ୍ରପତି । ଚଳଚଞ୍ଚଳ ଜନ୍ମମାଟି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଗମନ ପୂର୍ବରୁ ତାଙ୍କୁ ଭବ୍ୟ ସ୍ୱାଗତ କରିବାକୁ ଚାଲିଛି ଜୋରଦାର ପ୍ରସ୍ତୁତି । ରାଷ୍ଟ୍ରପତି ଆସନ୍ତାକାଲି ଭୁବନେଶ୍ୱର ଆସିବା ପରେ ୨୬ ତାରିଖ ଦିନ ତମାମ ସମୟ କଟକରେ କାଟିବେ ।
ଆସୁଛନ୍ତି ରାଷ୍ଟ୍ରପତି । ଚଳଚଞ୍ଚଳ ଜନ୍ମମାଟି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଗମନ ପୂର୍ବରୁ ତାଙ୍କୁ ଭବ୍ୟ ସ୍ୱାଗତ କରିବାକୁ ଚାଲିଛି ଜୋରଦାର ପ୍ରସ୍ତୁତି । ରାଷ୍ଟ୍ରପତି ଆସନ୍ତାକାଲି ଭୁବନେଶ୍ୱର ଆସିବା ପରେ ୨୬ ତାରିଖ ଦିନ ତମାମ ସମୟ କଟକରେ କାଟିବେ ।
ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉଦ୍ଯାପନୀ ଉତ୍ସବରେ ଯୋଗଦେବେ ।
ନୂଆ ସଂସଦ ଭବନ ଉଦଘାଟନୀ ପ୍ରସଙ୍ଗରେ ମନ୍ତବ୍ୟ ଦେଇଥିଲେ।
ମଞ୍ଚରେ ଅଭିଭାଷଣ ରଖୁଥିଲେ ରାଷ୍ଟ୍ରପତି । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ମନେ ପକାଉଥିବା ବେଳେ ହଠାତ୍ କଟିଲା ଲାଇନ୍ । ୯ ମିନିଟ୍ ପରେ ଲାଇନ୍ ଆସିଥିଲା କିନ୍ତୁ ଭାଷଣ ବନ୍ଦ କରିନଥିଲେ ରାଷ୍ଟ୍ରପତି । ବରଂ ସେହି ସମୟରେ କହିଥିଲେ କିଛି ଏମିତି କଥା । ଶୁଣନ୍ତୁ କଣ କହିଥିଲେ ରାଷ୍ଟ୍ରପତି…
ସକାଳୁ ମହାଦେବଙ୍କ ପୂଜାର୍ଚ୍ଚନା କଲେ ମହାମହିମ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିରେ ଦେଲେ ଶ୍ରଦ୍ଧାଞ୍ଜଳି । ପ୍ରୋଟୋକଲ ଭାଙ୍ଗି ନିଜ ଘରେ ରାତ୍ରିଯାପନ କଲେ ।
ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦେଖନ୍ତୁ ରାଷ୍ଟ୍ରପତି ହେଲିପ୍ୟାଡରେ ଓହ୍ଲାଇବାର ଚିତ୍ର...
ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ନିଜ ଗାଁକୁ ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ । ଜାଣନ୍ତୁ କେତେବେଳେ ପହଞ୍ଚିବେ କେଉଁଠି?
ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ନିଜ ଗାଁକୁ ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ । ଜାଣନ୍ତୁ କେତେବେଳେ ପହଞ୍ଚିବେ କେଉଁଠି?
ରାଷ୍ଟ୍ରପତିଙ୍କ ପାଇଁ ପ୍ରସ୍ତୁତ ରହିଛି ପାହାଡପୁରର ପୂଜାସ୍ଥଳ ଗୋଷାଣୀ । ଏଠାରେ ଆଦିବାସୀ ରୀତିନୀତିରେ ପୂଜା କରିବେ ରାଷ୍ଟ୍ରପତି । ପୂର୍ବରୁ ଝାଡ଼ଖଣ୍ଡ ରାଜ୍ୟପାଳ ଥିବା ସମୟରେ ସେ ଗୋଷାଣୀକୁ ଆସି ପୂଜା କରିଥିଲେ । ହେଲେ ରାଷ୍ଟ୍ରପତି ହେବାପରେ ଏହା ତାଙ୍କର ପ୍ରଥମ ଗସ୍ତ ।
ଦ୍ରୌପଦୀ ହେଉଛନ୍ତି ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି । ଏହାସହ ସେ ସର୍ବକନିଷ୍ଠ ରାଷ୍ଟ୍ରପତି ମଧ୍ୟ । ଦ୍ରୌପଦୀଙ୍କ ବ୍ୟକ୍ତିଗତ ଜୀବନକୁ ବାଦ ଦେଲେ ବୃତ୍ତିଗତ ଜୀବନ ତଥା ରାଜନୈତିକ ଜୀବନ ବେଶ୍ ରୋଚକପୂର୍ଣ୍ଣ । ୧୯୯୪ ରାଇରଙ୍ଗପୁରର ଶ୍ରୀ ଅରବିନ୍ଦ ଏଜୁକେସନ୍ ଆଣ୍ଡ୍ ରିସର୍ଚ୍ଚରେ ଶିକ୍ଷୟିତ୍ରୀ ଭାବରେ ଯୋଗ ଦେଇଥିଲେ । ବିଭିନ୍ନ ବିଷୟରେ ତାଙ୍କର ଦକ୍ଷତା ମଧ୍ୟ ଥିଲା। ତେଣୁ ଶିକ୍ଷୟିତ୍ରୀ ଭାବରେ ବେଶ ପ୍ରଶଂସା ସାଉଁଟିଥିଲେ ଦ୍ରୌପଦୀ।
ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ମିଳିତ ସଦନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିଛନ୍ତି।
ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି ଯେ, ‘ଭାରତ ଏବେ ବିଶ୍ୱରେ ଏକ ଆତ୍ମବିଶ୍ୱାସଭରା ରାଷ୍ଟ୍ରରେ ପରିଣତ ହୋଇଛି। ଏବେ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି ଭାରତ।’
ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କର ଆଜି ଶେଷ ବିଦାୟ। ଆଜି ମହାରାଣୀଙ୍କ ସମ୍ପନ୍ନ ହେବ ଶେଷକୃତ୍ୟ । ମହାରାଣୀଙ୍କ ଅନ୍ତିମ ସଂସ୍କାର କାମରେ ଯୋଗ ଦେବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲଣ୍ଡନ ଅଭିମୁଖେ ଯାଇଛନ୍ତି। ରାଷ୍ଟ୍ରପତି ମୁର୍ମୁ ୨ ଦିନିଆ ସରକାରୀ ଗସ୍ତରେ ଯାଇ ଶନିବାର ଲଣ୍ଡନରେ ପହଞ୍ଚିଛନ୍ତି।