ରାଷ୍ଟ୍ରପତିଙ୍କ କାରକେଡ୍ ହେଲିପ୍ୟାଡରୁ ବାହାରୁଥିଲା ତ, ତାଙ୍କୁ ଦେଖିବାକୁ ହେଲିପ୍ୟାଡ୍ ବାହାରେ ଅପେକ୍ଷାରତ ଶହ ଶହ ଲୋକଙ୍କୁ ଦେଖି ଆଉ ନିଜକୁ ରୋକି ପାରି ନଥିଲେ ରାଷ୍ଟ୍ରପତି। ପ୍ରୋଟୋକଲ ଭାଙ୍ଗି ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ। ଚାଲି ଚାଲି ଲୋକଙ୍କ ପାଖକୁ ଯାଉଥିଲେ ଅଭିବାଦନ ଜଣାଉଥିଲେ।
ରାଇରଙ୍ଗପୁରରେ ସଂବର୍ଦ୍ଧନା ସଭାରେ ଭାବବିହ୍ୱଳ ହୋଇପଡ଼ିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଉତ୍ସବମୁଖର ସାରା ମୟୂରଭଞ୍ଜ। ସତେ ଯେମିତି ନୂଆ ରୂପରେ ସଜେଇ ହୋଇଛି ପୁରା ଜିଲ୍ଲା। ରାଷ୍ଟ୍ରପତିଙ୍କ ପାଇଁ ଓଡ଼ିଆ ଖାଦ୍ୟର ବ୍ୟବସ୍ଥା ହୋଇଥିଲା।
ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାଦାମପାହାଡ଼ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଲେ ରାଷ୍ଟ୍ରପତି । ହେଲିପ୍ୟାଡରୁ ଓହ୍ଲାଇ ଉପସ୍ଥିତ ଲୋକଙ୍କ ଅଭିବାଦନ ଗ୍ରହଣ କଲେ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ମୟୂରଭଞ୍ଜ ଗସ୍ତ । ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ହେଲିପ୍ୟାଡରେ ଓହ୍ଲାଇବା ପରେ ରାଷ୍ଟ୍ରପତିଙ୍କୁ ଜୋରଦାର ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ସ୍ୱାଗତ କରିଛନ୍ତି ।
ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ସ୍ୱାଗତ କରିଛନ୍ତି ।
ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ନିଜ ଗାଁକୁ ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ । ଜାଣନ୍ତୁ କେତେବେଳେ ପହଞ୍ଚିବେ କେଉଁଠି?
ରାଷ୍ଟ୍ରପତି ହେବାପରେ ପ୍ରଥମ ଥର ଜନ୍ମମାଟିକୁ ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ୍...ଗାଁଠୁ ଶିକ୍ଷାନୁଷ୍ଠାନରେ ବ୍ୟାପକ ପ୍ରସ୍ତୁତି
ବଦଳୁଛି ଗାଁର ରୂପରେଖ, ମାଟି ରାସ୍ତା ହେଉଛି ପିଚୁ । ମେ ୪ ତାରିଖରେ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ।
ବାରିପଦା MSCB ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଆସାମର ତେଜପୁର ଏୟାର ଫୋର୍ସ ଷ୍ଟେସନରୁ ସୁଖୋଇ ୩୦ର କୋ ପାଇଲଟ୍ ସିଟରେ ମହାମହିମ ଉଡ଼ାଣ ଭରିଛନ୍ତି ।
ରାଷ୍ଟ୍ରପତି ହେଉଛନ୍ତି ଦେଶର ତିନି ସେନାର ସୁପ୍ରିମ କମାଣ୍ଡର । ତାଙ୍କୁ ଦେଶର ସାମରିକ ଶକ୍ତି, ଅସ୍ତ୍ରଶସ୍ତ୍ର ଓ ରଣନୀତି ସଂପର୍କରେ ଅବଗତ କରାଯାଇଥାଏ ।
୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ।
ବ୍ୟକ୍ତିର ଉନ୍ନତି ପାଇଁ ସାମାଜିକ, ଆର୍ଥିକ ଉନ୍ନତି ସହ ଆଧ୍ୟାତ୍ମିକ ବିକାଶ ଜରୁରୀ ।
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
କିଛିଦିନ ବ୍ୟବଧାନରେ ସେ ଓଡିଶା ଆସୁଥିବାରୁ ତାଙ୍କୁ ନେଇ ଚର୍ଚ୍ଚା ଚାଲିଛି। ଆସନ୍ତୁ ଜାଣିବା ଦେଶର ପ୍ରଥମ ନାଗରିକ ଭାବେ ଦ୍ରୌପଦୀଙ୍କୁ ଭାରତ ସରକାରଙ୍କ ପକ୍ଷରୁ କେଉଁ କେଉଁ ସୁବିଧା ମିଳୁଛି
ସ୍ୱାଧୀନତାର ପ୍ରାୟ ୨ ଦଶନ୍ଧି ପୂର୍ବରୁ ଅର୍ଥାତ୍ ୧୯୨୯ ମସିହାରେ ନିର୍ମିତ ରାଷ୍ଟ୍ରପତି ଭବନରେ ଭାରତର ଇତିହାସର ଛାପ ଯେମିତି ସୁସ୍ପଷ୍ଟ, ବର୍ତ୍ତମାନର ଆଧୁନିକ ସୁବିଧାସୁଯୋଗ ବି ସେମିତି ଉପଲବ୍ଧ। ୩୩୦ ଏକର ପରିମିତ ପରିସରରେ ରହିଛି ଏହି ୩୪୦ କକ୍ଷ ବିଶିଷ୍ଟ ଭବ୍ୟ ସୌଧ । ଯେଉଁଠି ପ୍ରାୟ ଅଢ଼େଇ କିଲୋମିଟର ଦୀର୍ଘ କରିଡର୍ ବି ରହିଛି ।
ଯେଉଁ କଲେଜରେ ଦିନେ ପାଠପଢୁଥିଲେ, ସେହି ଶିକ୍ଷାନୁଷ୍ଠାନରେ ଏବେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ସମ୍ବିଧାନ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନ୍ୟାୟପାଳିକା ଗରୀବ ଆଦିବାସୀମାନଙ୍କ ପାଇଁ କିଛି କରିବା ପାଇଁ ପରାମର୍ଶ ଦେଇଥିଲେ। ଏହା ସହ ଜେଲ୍ରେ ଅଧିକ କଏଦୀଙ୍କୁ ରଖାଯିବା ଏବଂ ଅଧିକ ଜେଲ୍ ନିର୍ମାଣ କରାଯିବା ପ୍ରସଙ୍ଗରେ ଆଲୋଚନା ବେଳେ କହିଥିଲେ ଯେ ଆମେ ବିକାଶ ଆଡକୁ ଅଗ୍ରସର ହେଉଛେ, ଏଭଳି ସମୟରେ ଅଧିକ ଜେଲ୍ ନିର୍ମାଣର ଆବଶ୍ୟକତା କ’ଣ?
ନିଜ ପତ୍ନୀଙ୍କୁ ଉଚିତ ନ୍ୟାୟ ଦେବା ପାଇଁ କନ୍ଧମାଳ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଠାରୁ ଆରମ୍ଭ କରି ଜିଲ୍ଲାପାଳ ଏବଂ ରାଜ୍ୟ ସରକାରଙ୍କୁ ଗୁହାରୀ କରି କରି ଶେଷରେ ନିରାଶ ହୋଇଯାଇଛନ୍ତି । ଏପରି ସ୍ଥଳେ ତାଙ୍କ ପାଖରେ ଆତ୍ମହତ୍ୟା ବ୍ୟତୀତ ଅନ୍ୟ ଉପାୟ ନାହିଁ, ତେଣୁ ସେ ଇଚ୍ଛାମୃତ୍ୟୁ ପାଇଁ ମହାମହିମ ରାଷ୍ଟ୍ରପତିଙ୍କୁ ଚିଠି ପଠାଇଥିବା କହିଛନ୍ତି ।
ଆସନ୍ତା ୧୫ ଦିନ ମଧ୍ୟରେ ଏହି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
କିଛିଦିନ ତଳେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିଥିଲେ । ତେବେ ପୁଣିଥରେ ଡିସେମ୍ବର ୧୫ ତାରିଖରେ ନିଜ ଗାଁ ମୟୂରଭଂଜ ଜିଲ୍ଲାର ପାହାଡ଼ପୁରକୁ ଆସିବେ ବୋଲି ସୂଚନା ମିଳିଛି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ନେତା ତଥା ମନ୍ତ୍ରୀ ଅଖିଳ ଗିରିଙ୍କ ଅଶାଳୀନ ମନ୍ତବ୍ୟକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରୂପକୁ ନେଇ ପଶ୍ଚିମବଙ୍ଗର ନନ୍ଦିଗ୍ରାମର ଏକ ଜନସଭାରେ ତାଚ୍ଛଲ୍ୟ କରିଥିଲେ TMC ନେତା ଅଖିଳ ଗିରି।
ନନ୍ଦିଗ୍ରାମର ଏକ ଜନସଭାରେ ରାଷ୍ଟ୍ରପତିଙ୍କ ରୂପକୁ ନେଇ ତାଚ୍ଛଲ୍ୟ କରିଥିଲେ ବେଙ୍ଗଲ ମନ୍ତ୍ରୀ ।
ଦେଶର ପ୍ରଥମ ନାଗରିକ ତଥା ଓଡ଼ିଆ ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାଚ୍ଛଲ୍ୟ କରିଛି ପଶ୍ଚିମବଙ୍ଗର କ୍ଷମତାସୀନ ଟିଏମସି।