ଶ୍ରୀଲଙ୍କାର ଆର୍ଥିକ ସଂକଟ ଚରମ ସୀମାରେ ପହଞ୍ଚିଥିବା ବେଳେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାକୁ ରାଜି ହୋଇଛନ୍ତି ଗୋଟାବାୟା ରାଜପକ୍ସେ ।