• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: President

Journey from Rairangpur to Raisina Hill- A look at President-elect Draupadi Murmu\'s life
ପାଠ ପଢିବା ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ମାସକୁ ମିଳୁଥିଲା ମାତ୍ର ୧୦ ଟଙ୍କା !

ବେଶ୍ ସଂଘର୍ଷମୟ ଥିଲା ଦ୍ରୌପଦୀଙ୍କ ପିଲାଦିନ। ପାଠ ପଢିବାକୁ ବାପା ଦେଉଥିଲେ ମାସକୁ ମାତ୍ର ୧୦ ଟଙ୍କା। ସେଇଥିରେ ପଢାଖର୍ଚ୍ଚ ସହ...ଭୁବନେଶ୍ୱରରେ ପାଠ ପଢୁଥିଲେ ବି ବୁଲିପାରୁନଥିଲେ ରାଜଧାନୀର ବଜାର...ସଚ୍ଚିବାଳୟରେ ଚାକିରି କଲେ କିନ୍ତୁ ଏଇ କାରଣ ପାଇଁ ଛାଡ଼ିଦେଲେ...ଜାଣନ୍ତୁ କେତେ ସଂଘର୍ଷମୟ ଥିଲା ଦ୍ରୌପଦୀ

Sri Lanka President\'s home turns public place - OTV News Fuse
ଦେଶ ଛାଡ଼ି ପଳାଇଲେ ରାଷ୍ଟ୍ରପତି....ତାଙ୍କ ବେଡ୍‌ରେ ଶୋଇ ସେଲଫି ନେଲେ ଲୋକେ

ଆଲୋ ଆଲୋ ଇଏ କଣ? ଦେଖୁନୁରେ ନାରଣ, ମତେ କାଇଁ ପଚାରୁଛୁ? ଦେଶ ଛାଡ଼ି ରାଷ୍ଟ୍ରପତି ଯିବା ପରେ କେମିତି ତାଙ୍କ ଘରେ ପଶି ଏମିତି ଅବସ୍ଥା କରୁଛନ୍ତି ଲୋକେ। କିଏ ତାଙ୍କ ବେଡ୍‌ରେ ଶୋଇ ସେଲଫି ନେଲାଣି ତ ଆଉ କିଏ ସୁଇମିଂଫୁଲ୍‌ରେ ଗାଧୋଇଲାଣି। ବାଃ ବାଃରେ କ୍ୟାପିଟାଲ୍‌ ଲୋକ...

Draupadi Murmu Nominated as President
ଦ୍ରୌପଦୀ ଏନ୍‌ଡିଏଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ସମର୍ଥନ ବଢିବାରେ ଲାଗିଛି

ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ରାଇରଙ୍ଗପୁରରୁ ରାଇସିନା ହିଲ୍ସ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଦ୍ରୌପଦୀ ମୁର୍ମୁ। ଆଜି ସଂସଦ ଭବନରେ ନିଜ ସମର୍ଥକଙ୍କ ସହ ପହଞ୍ଚିଥିଲେ ଦ୍ରୌପଦୀ।

president
ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପହଞ୍ଚିଲେ ।

PM's Security Breach
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟିକୁ ନେଇ ରାଜନୈତିକ ଝଡ଼: ମୋଦିଙ୍କ ଶୁଭ ମନାସୀ ଦେଶବ୍ୟାପୀ ପୂଜାର୍ଚ୍ଚନା

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ଅତି ଗମ୍ଭୀର ମାମଲା ଦର୍ଶାଇ ଏହା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ରାଷ୍ଟ୍ରପତିଙ୍କୁ ପତ୍ର ଲେଖିଛନ୍ତି ଦେଶର ପୂର୍ବତନ ପୋଲିସ ଅଫିସର ସଂଘ।

emmanuel macron hit with egg
ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ସର୍ବସମ୍ମୁଖରେ ଅଣ୍ଡାମାଡ଼

ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ୟୁଏଲ ମାର୍କନ ଲାୟନ ସହରରେ ଅନୁଷ୍ଠିତ ରେଷ୍ଟୁରାଣ୍ଟ ଓ ହୋଟେଲ ଟ୍ରେଡ ଫେୟାରକୁ ବୁଲିବାକୁ ଯାଇଥିଲେ। ସେଠାରେ ଲୋକଙ୍କ ସମାଗମ ବିଥିଲା। ଏହି ସମୟରେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ଅଣ୍ଡାମାଡ଼ କରିଥିଲେ। ବ୍ୟକ୍ତି ଜଣଙ୍କ ମାଡ଼ କରିଥିବା ଅଣ୍ଡା ଇମାନ୍ୟୁଏଲଙ୍କ କାନ୍ଧରେ ବାଜିଥିଲା

photo
ପ୍ରଥମ ଓଡ଼ିଆ ଭାବେ ଭୂତତ୍ତ୍ୱ ବିଜ୍ଞାନରେ ଟପ୍ପର ହେଲେ ପାର୍ଥ ସାରଥୀ

ଭୁବନେଶ୍ୱର : ଆନନ୍ଦପୁର ଘସିପୁରା ବ୍ଲକର ଆଇଆଇଟି ଟପ୍ପର ପାର୍ଥ ସାରଥୀ ଜେନାଙ୍କୁ ରାଷ୍ଟ୍ରପତିଙ୍କ ଠାରୁ ମିଳିଛି ଗୋଲଡ ମେଡାଲ। ପଡିଆପାଳ ଗାଁର ସୁପ୍ରଭା ଜେନା ଓ ନୀଳମଣି ଜେନାଙ୍କ ପୁଅ ହେଉଛନ୍ତି ପାର୍ଥସାରଥୀ। ସେ ଭୁବନେଶ୍ୱର ଆଇଆଇଟିରେ ଭୂତତ୍ତ୍ୱ ବିଜ୍ଞାନରେ ପ୍ରଥମ ସ୍ଥାନ ଅଧିକାର କରି ଏହି ଗୋଲଡ ମେଡାଲ ହାସଲ କରିଛନ୍ତି। ଭୂତତ୍ତ୍ୱ ବିଜ୍ଞାନରେ ପ୍ରଥମ ସ୍ଥାନ ଅଧିକାର କରିବାରେ ପାର୍ଥ ସାରଥୀ ହେଉଛନ୍ତି ପ୍ରଥମ ଓଡ଼ିଆ। ଗତ ୧୮ ତାରିଖରେ ଏକ ବର୍ଣ୍ଣାଢ୍ୟ […]

Matafa
ତମ୍ବୁ ତଳେ ଶପଥ ନେଲେ ଦେଶର ମନ୍ତ୍ରୀ-ପ୍ରଧାନମନ୍ତ୍ରୀ, ସଂସଦରେ ପଡ଼ିଲା ତାଲା..

ଏପିଆ: ପ୍ରଶାନ୍ତ ସାଗର ଅଞ୍ଚଳରେ ଅବସ୍ଥିତ ଦେଶ, ସମୋଆରେ ରାଜନୈତିକ ଅସ୍ଥିରତା ଲାଗି ରହିଛି । ନିକଟରେ ହୋଇଥିବା ନିର୍ବାଚନ ପରେ ଦେଶରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି । କିନ୍ତୁ  ସତ୍ତା ହରାଇଥିବା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଟ୍ୱିଲାଏପା ସେଲେଲେ ମୈଲିଲେଗାଓଇ ପଦ ଛାଡ଼ିବା ପାଇଁ ମନା କରିଦେଇଛନ୍ତି । ପରିସ୍ଥିତି ଏତେ ଖରାପ ହୋଇଯାଇଛି ଯେ, ଦେଶର ମୁଖ୍ୟ ଭାବେ ମନୋନୀତ ହୋଇଥିବା ନାଓମି ମାତାଫାଙ୍କୁ ସଂସଦ ବାହାରେ ଏକ ତମ୍ବୁରେ […]