ଆଜି ରାଷ୍ଟ୍ରପତି ନିର୍ବାଚନ। NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ୟୁପିଏ ପ୍ରାର୍ଥୀ ଯଶଓ୍ୱନ୍ତ ସିହ୍ନାଙ୍କ ମଧ୍ୟରେ ହେବ ଟକ୍କର।
NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ସାଂସଦମାନଙ୍କୁ କହିଛନ୍ତି। ଆସନ୍ତାକାଲି ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ NDA ପକ୍ଷରୁ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ହୋଇଥିବାବେଳେ ବିରୋଧୀଙ୍କ ପକ୍ଷରୁ ଯଶୋବନ୍ତ ସିହ୍ନା ପ୍ରାର୍ଥୀ ହୋଇଛନ୍ତି।
ବିଧାନସଭା ଛାଡି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ସମର୍ଥନ ଯୋଗାଡ଼ କରିବା ପାଇଁ ଲାଗି ପଡିଛନ୍ତି ବିଜେଡି ନେତା ଓ ମନ୍ତ୍ରୀମାନେ । ଦ୍ରୌପଦୀଙ୍କୁ ଓଡିଶାରୁ ସବୁ ଭୋଟ ଯେମିତି ମିଳିବ ସେଥିପାଇଁ ବିଜେଡିର ପ୍ରୟାସ ଚାଲିଛି ।
ସହଯୋଗୀ ଦଳଙ୍କ ଉପସ୍ଥିତିରେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଦାଖଲ କରିବେ। ବିଜେଡି, YSR କଂଗ୍ରେସ, ଜେଡିୟୁ ପରି ଦଳ ପ୍ରସ୍ତାବକ ରହିବେ।