ରାଣୀ ଏଲିଜାବେଥଙ୍କ ପରେ ରାଜା ହେବାକୁ ଯାଉଥିବା ପ୍ରିନ୍ସ ଚାର୍ଲସ ୧୯୮୦ରେ କୋଣାର୍କ ବୁଲିବାକୁ ଆସିଥିଲେ । କୋଣାର୍କ ବୁଲିବାବେଳେ ସେ ନିମାପଡ଼ା ନିର୍ବାଚନ ମଣ୍ଡଳୀର ହରିପୁର ଶାସନ ଆସିଥିଲେ ।
କିଙ୍ଗ ଚାର୍ଲ୍ସ ଏବେ ଯେ କୌଣସି ଦେଶକୁ ବିନା ପାସ୍ପୋର୍ଟ ମାଧ୍ୟମରେ ଯାଇପାରିବେ । କାରଣ ତାଙ୍କୁ କୌଣସି ପ୍ରକାର ଡକ୍ୟୁମେଣ୍ଟର ଆବଶ୍ୟକ ନାହିଁ । ତାଙ୍କ ନାଁରେ କୌଣସି ପ୍ରକାର ଡକ୍ୟୁମେଣ୍ଟ ଇସୁ ହେବାର ଆବଶ୍ୟକ ମଧ୍ୟ ନାହିଁ ।