ଜଣେ ବାୟୋକେମିଷ୍ଟ, ମାନସିକ ରୋଗ ବିଶେଷଜ୍ଞଙ୍କଠାରୁ ମଧ୍ୟ ଜଣେ କଏଦୀର ରୋଜଗାର ଅଧିକ ।
ଜେଲରେ ଚାଲିଥିଲା ରାମଲୀଲା... ବାନର ଭୂମିକାରେ ଅଭିନୟ କରୁଥିଲେ କଏଦୀ । ନାଟକରେ ସୀତା ମାତାଙ୍କ ହରଣ ହେବା ପରେ ବାନର ସୀତା ମାତାଙ୍କୁ ଖୋଜିବାକୁ ଗଲେ ଯେ ଆଉ ଫେରିଲେନି । ପାଚେରି ଡେଇଁ ମାରିଲେ ଚମ୍ପଟ ।
କଏଦୀଙ୍କୁ ମଟନ୍ ବିରିୟାନୀ, ଚିକେନ ତରକାରୀ ସହ ଅନ୍ୟାନ୍ୟ ବଙ୍ଗୀୟ ପାରମ୍ପରିକ ଖାଦ୍ୟ ପରଷାଯିବ ।
ପୋଲିସ ଭ୍ୟାନ୍ ଭିତରେ ମହିଳାଙ୍କୁ ଦୁଷ୍କର୍ମ । ଜଣେ ମହିଳା କଏଦୀଙ୍କୁ ଚିକିତ୍ସା ପାଇଁ ନିଆଯିବା ବେଳେ ଏଭଳି ଘଟଣା ସାମ୍ନାକୁ ଆସିଛି ।
ସିସିଟିଭି ଫୁଟେଜ୍ ଓ ପାଚେରୀ ନିକଟରେ ପଡ଼ିଥିବା ରକ୍ତଛିଟାକୁ ଆଧାର କରି, ପ୍ରାଥମିକ ତଦନ୍ତରୁ ଉଭୟ କଏଦୀ ଜେଲ୍ ପାଚେରୀ ଡେଇଁ ପଳାଇଥିବା ଜଣାପଡ଼ିଛି ।
ସିକନ୍ଦର ନୂଆପଡ଼ା ଜିଲ୍ଲାର ହୋଇଥିବା ବେଳେ ନୀଳମଣି ଧର୍ମଗଡ ଅଞ୍ଚଳର ବୋଲି ଜଣାପଡ଼ିଛି।
କେମିତି ହେଲା କେନ୍ଦୁଝର ଜେଲ କଏଦୀ ଅଜୟ ଦାସଙ୍କ ମୃତ୍ୟୁ? ଜେଲ ଭିତରେ କେମିତି ଆତ୍ମହତ୍ୟା କଲେ ଅଜୟ? ଏହାପଛରେ ଆଉ କିଛି ରହସ୍ୟ ରହିଛି କି?
ଜେଲ କହିଲେ ଆମ ମନରେ ଅପରାଧ ହିଁ ଆସିଥାଏ । ଜେଲରେ ଥିବା ସମସ୍ତେ କ୍ରୁର, ହିଂସ୍ର ପ୍ରବୃତ୍ତିର ବୋଲି ଆମ ମନରେ ଧାରଣା ରହି ଆସିଛି । ତେବେ ଏହାକୁ ଭୁଲ ପ୍ରମାଣିତ କରିଛନ୍ତି ଜଣେ କଏଦୀ ।
ସାଲଭାଡୋରର ଜେଲକୁ ଦୁନିଆର ସବୁଠାରୁ ବିପଜ୍ଜନକ ଜେଲ ବୋଲି ବିବେଚନା କରାଯାଏ। ଏଠାରେ ଲୋକଙ୍କୁ ଜୀବନ୍ତ ପୋଡି ଦିଆଯିବା ଏବଂ ମୁଣ୍ଡ କାଟିବା ପରେ ଫୁଟବଲ ଖେଳିବା ଭଳି ଘଟଣା ମଧ୍ୟ ସାମ୍ନାକୁ ଆସିଛି।
ନନ ଲିନିୟର ଜଙ୍କସନ ଡିଟେକ୍ଟର-NLJD ଧରା ପକାଇଦେବ, ମୋବାଇଲ ବନ୍ଦ ଥିଲେ ବି ମେସିନରେ ଧରାପଡିଯିବ
ଏଦୀ ରାଜି ହେଲେ ଗୋଡ଼ରେ ଲାଗିବ GPS ଟ୍ରାକିଂ । ଜେଲ୍ରେ କଏଦୀଙ୍କ ସଂଖ୍ୟା ବୃଦ୍ଧି ଚାପରୁ ମୁକ୍ତି ପାଇବା ହେଉ ବା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାର ପାଳନ । ୭ବର୍ଷରୁ କମ୍ ଜେଲ ଦଣ୍ଡାଦେଶ ପାଇବାକୁ ଥିବା ବିଚାରାଧୀନ ବନ୍ଦୀଙ୍କୁ କାରାଗାରରୁ ଛାଡ଼ ପାଇଁ ଜେଲ୍ ବିଭାଗ ରାଜ୍ୟ ସରକାରଙ୍କୁ ଦେଇଛି କଏଦୀଙ୍କ ଗୋଡ଼ରେ GPS ଟ୍ରାକିଂ ଲାଗୁ ପ୍ରସ୍ତାବ ।
୭ବର୍ଷରୁ କମ୍ ଜେଲ ଦଣ୍ଡାଦେଶ ପାଇବାକୁ ଥିବା ବିଚାରାଧୀନ ବନ୍ଦୀଙ୍କୁ କାରାଗାରରୁ ଛାଡ଼ ପାଇଁ ଜେଲ୍ ବିଭାଗ ରାଜ୍ୟ ସରକାରଙ୍କୁ ଦେଇଛି କଏଦୀଙ୍କ ଗୋଡ଼ରେ GPS ଟ୍ରାକିଂ ଲାଗୁ ପ୍ରସ୍ତାବ ।
ପୋଲିସକୁ ଶୌଚ ପାଇଁ ଯିବାକୁ କହି ଶାଢ଼ୀ ପିନ୍ଧି ସାଜନ ଖସିଯାଇଥିବା ସୂଚନା ମିଳିଛି।
ଏତେ ଦିନ ପରେ ପିଲା. ଛୁଆ, ନାତି ନାତୁଣୀଙ୍କୁ ପାଖରେ ପାଇ ଭୁଲି ଯାଇଛନ୍ତି ତାଙ୍କ ଅତୀତର କାହାଣୀ।
ଅନେକ ପର୍ଯ୍ୟଟନ ବିଷୟରେ ଶୁଣିଥିବେ, ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଦେଖିଥିବେ। ହେଲେ ଜେଲ ପର୍ଯ୍ୟଟନ ବିଷୟରେ କେବେ ଶୁଣିଛନ୍ତି ? ବୋଧହୁଏ ଶୁଣି ନ ଥିବେ। ଜେଲକୁ ତ କଏଦୀ ଯାଆନ୍ତି। ହେଲେ ପର୍ଯ୍ୟଟକ କାହିଁକି ଯିବେ ? ଏଠି ଏମିତି କି ସୌନ୍ଦର୍ଯ୍ୟ ରହିଛି ? ଉପଭୋଗ କରିବା ପରି ଏଠି କ’ଣ ଏମିତି ଅଛି ? ଏମିତି ଅନେକ ପ୍ରଶ୍ନ ଆସିବା ସ୍ୱାଭାବିକ । କିଛି ଥାଉ ବା ନ ଥାଉ, ଉତ୍ତରାଖଣ୍ଡ ସରକାରଙ୍କ ପକ୍ଷରୁ ଏମିତି ଜେଲ ପର୍ଯ୍ୟଟନର ପ୍ରଚାର ଆଉ ପ୍ରସାର କରାଯାଉଛି ଆଉ ସବୁଆଡେ ଏହାକୁ ବେଶ ପ୍ରଶଂସା ବି କରାଯାଉଛି।
ଜେଲ୍ ଭିତରେ କଏଦୀଙ୍କୁ ମାଡ଼ ମରାଯାଉଥିବା ଅଭିଯୋଗ ହୋଇଛି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ବାଲେଶ୍ୱର ଜିଲ୍ଲା ସୋର ସବ୍ ଜେଲ୍ରୁ ଏଭଳି ସଙ୍ଗୀନ ଅଭିଯୋଗ ଆସିଛି।