ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ପାଞ୍ଚ ବର୍ଷିଆ କଟକଣା ପରେ ରାଜ୍ୟରେ ପୁଣି ଘରୋଇ ଡିଗ୍ରୀ ଓ ବୈଷୟିକ କଲେଜ୍ ଖୋଲିବା ଲାଗି ସରକାରଙ୍କ ନିଷ୍ପତ୍ତିକୁ ନେଇ ବିତର୍କ ।