ସ୍କୁଲ ଫି ନଦେବାରୁ ଗତକାଲି ୫ ଘଣ୍ଟା ଧରି ୩୪ ଜଣ ପିଲାଙ୍କୁ ସ୍କୁଲ ଘରେ କର୍ତ୍ତୃପକ୍ଷ ବନ୍ଦ କରି ରଖିଥିବା ଅଭିଯୋଗ ହୋଇଛି ।
ପ୍ରାଇଭେଟ ସ୍କୁଲ୍ ଆଉ ନିଜ ପବ୍ଳିକେସନ୍ ବହି ପଢାଉଥିବା ଅଭିଯୋଗ କରିଛି ଅଭିଭାବକ ମହାସଂଘ । ଏନେଇ ବାରମ୍ବାର ଅଭିଯୋଗ ପରେ ବି ବ୍ଲକ ଶିକ୍ଷାଧିକାରୀ ଶୁଣୁନଥିବା ଅଭିଯୋଗ ହୋଇଛି ।