• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Protests

BJD
BJD Politics: 'ପାଣ୍ଡିଆନ୍ ହଟାଅ, ବିଜେଡି ବଞ୍ଚାଅ'

ନବୀନ ନିବାସରେ କମ୍ପିଲା 'ପାଣ୍ଡିଆନ୍‌ ଗୋ ବ୍ୟାକ୍‌ ନାରା' । 'ପାଣ୍ଡିଆନଙ୍କୁ ତଡ଼, ବିଜେଡି ବଞ୍ଚାଅ' ନାରା ଦେଲେ ମୁନ୍ନା ଖାନଙ୍କ ସମର୍ଥକ । ଏଥିସହ ତୁରନ୍ତ ସସ୍ମିତ ପାତ୍ରଙ୍କୁ ବିଜେଡିରୁ ନିଲମ୍ବନ ପାଇଁ ଦାବି କଲେ ।

congress
Congress Protest: ନାରୀଙ୍କୁ ନ୍ୟାୟ ପାଇଁ ବିଧାନସଭା ଘେରାଉ: ଚେୟାରକୁ ଅସ୍ତ୍ର କରି ଉଡ଼େଇଲେ

ଚେୟାରକୁ ଅସ୍ତ୍ର କରି ଉଡ଼େଇଲେ, ପୋଲିସ ଆଡ଼କୁ ଢେଲାପଥର-ଅଣ୍ଡା ଟମାଟୋ ବର୍ଷା କରିବା ସାଙ୍ଗକୁ ଗାଡ଼ିରେ ବି ନିଆଁ ଲଗେଇଲେ। ନାରୀଙ୍କୁ ନ୍ୟାୟ ପାଇଁ ବିଧାନସଭା ଘେରାଉ ବେଳେ ଆଜି ପୁଣି ଉଗ୍ର ଓ ହିଂସ୍ର ହୋଇଛି କଂଗ୍ରେସ ବିକ୍ଷୋଭ। ଫଳରେ 15 ପୋଲିସ କର୍ମଚାରୀ ଆହତ ହେବା ସହ ପୋଲିସର ପାଲଟା କାର୍ଯ୍ୟାନୁଷ୍ଠାନରେ ମଧ୍ୟ ବହୁ କଂଗ୍ରେସ କର୍ମୀ ଆହତ ହୋଇଥିବା ଦଳ ଅଭିଯୋଗ କରିଛି। ଏମିତିକି କଂଗ୍ରେସ କର୍ମୀଙ୍କ ଚେୟାର ମାଡ଼ରେ ଓଟିଭି ରିପୋର୍ଟର ପ୍ରଭାତ ବିଷୋୟୀ ମଧ୍ୟ ଆହତ ହୋଇଛନ୍ତି।

‘ପୋଲିସ୍‌  ଗାଡ଼ି ପୋଡ଼ିବାକୁ ଉଦ୍ୟମ’
Congress Protest: ଲୋୟର PMGରେ କଂଗ୍ରେସର ଆନ୍ଦୋଳନ, ପୋଲିସ୍‌ ଗାଡ଼ି ପୋଡ଼ିବାକୁ କରିଥିଲେ ଉଦ୍ୟମ

ପୋଲିସ୍‌ ଗାଡ଼ି ପୋଡ଼ିବାକୁ କିଏ ଉଦ୍ୟମ କରିଥିଲେ ସେନେଇ ତଦନ୍ତ ହେବ ବୋଲି ଡିସିପି କହିଛନ୍ତି । ଏହାସହ ଆନ୍ଦୋଳନସ୍ଥଳର ସିସିଟିଭି ଯାଞ୍ଚ ଚାଲିଛି, ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଛନ୍ତି ଡିସିପି ଜଗମୋହନ ମୀନା ।

ଭକ୍ତ, ମୋକିମଙ୍କୁ ଉଠାଇ ନେଲା ପୋଲିସ୍
Congress Protest: ରଣକ୍ଷେତ୍ର ପାଲଟିଲା ଗାନ୍ଧିମାର୍ଗ, ଭକ୍ତ-ତାରା-ମୋକିମଙ୍କୁ ଉଠାଇ ନେଲା ପୋଲିସ

ପୋଲିସ ଆନ୍ଦୋଳନର ନେତୃତ୍ବ ନେଉଥିବା ପିସିସି ସଭାପତି ଭକ୍ତ ଦାସ, ବରିଷ୍ଠ କଂଗ୍ରେସ ନେତା ତାରା ବାହିନୀପତି, ମହମ୍ମଦ ମୋକିମଙ୍କ ସମେତ ଅନ୍ୟ କିଛି ନେତାଙ୍କୁ ଆନ୍ଦୋଳନ ସ୍ଥଳରୁ ଉଠାଇ ନେଇଛି ।

ଟେକା, ପଥର ମାଡ଼
Congress Protest: ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍‌ଜି, କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲା ପୋଲିସ

ବ୍ୟାରିକେଡ୍‌ ଭାଙ୍ଗିବା ପରେ ପୋଲିସ୍‌ କଂଗ୍ରେସ କର୍ମୀଙ୍କ ଉପରେ ପାଣି ମାଡ଼ କରିଛି । କେବଳ ପାଣି ନୁହେଁ କଂଗ୍ରେସ କର୍ମୀଙ୍କୁ ନିୟନ୍ତ୍ରଣ ପାଇଁ ପୋଲିସ୍‌ ଟିୟର ଗ୍ୟାସ୍‌ ମଧ୍ୟ ପ୍ରୟୋଗ କରିଥିଲା।

assembly
ବିଶୃଙ୍ଖଳିତ ଆଚରଣ ପାଇଁ ସବୁ କଂଗ୍ରେସ ବିଧାୟକ ସସପେଣ୍ଡ

ବିଧାନସଭାରେ ହାଇଡ୍ରାମା। ପ୍ରଥମ ଥର ପାଇଁ ଗୋଟିଏ ଦଳର ସମସ୍ତ ବିଧାୟକ ହେଲେ ବିଧାନସଭାରୁ ସସପେଣ୍ଡ। ଓଡ଼ିଶା ବିଧାନସଭା ଇତିହାସରେ ସୃଷ୍ଟି ହେଲା ଅଲୋଡା ଅଧ୍ୟାୟ।

ପୋଲିସ୍‌ କଲର ଧରିଲେ ଧମକ ଦେଲେ
High Drama at Odisha Assembly: କଂଗ୍ରେସ ନେତାଙ୍କ ଉଗ୍ର ରୂପ; ପୋଲିସ ଅଧିକାରୀଙ୍କ କଲର ଝିଙ୍କିଲେ, କାନ୍ଧରୁ ଷ୍ଟାର ଭିଡ଼ି ଧରିଲେ

ଆଚରଣ- ଉଗ୍ର, ଅଶୋଭନୀୟ । କ୍ୟାମେରାରେ କଏଦ୍ ସାରା କାରନାମା । ପୋଲିସକୁ ଧକ୍କାପେଲା କଲେ, ଧମକାଇଲେ । ବ୍ୟାରିକେଡ୍ ବି ଭାଙ୍ଗିଲେ । ଡ୍ୟୁଟିରେ ଥିବା ପୋଲିସ ଅଧିକାରୀଙ୍କ କଲର ଝିଙ୍କିଲେ ।

ବିଧାନସଭା ଆଗରେ ହାଇଡ୍ରାମା
Odisha Assembly: ବିଧାନସଭା ଆଗରେ କଂଗ୍ରେସର ହାଇଡ୍ରାମା, ବରିଷ୍ଠ କଂଗ୍ରେସ ନେତା ଓ ପୋଲିସ ମଧ୍ୟରେ ଯୁକ୍ତିତର୍କ

କଂଗ୍ରେସର ଏହି ୫ ବରିଷ୍ଠ ନେତା ବିଧାନସଭା ଭିତରକୁ ଯିବାକୁ ଚେଷ୍ଟା କରିଥିଲେ । କିନ୍ତୁ ପୋଲିସ୍‌ ସେମାନଙ୍କୁ ଅଟକାଇଥିଲେ। ବିଧାନସଭାକୁ ପ୍ରବେଶ ଉଦ୍ୟମ ବେଳେ କଂଗ୍ରେସ ନେତା ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଠେଲାପେଲା ମଧ୍ୟ ହୋଇଥିଲା ।

Arrest Achyuta Samanta, Suspend the Two Professors: Protestor
ଅଚ୍ୟୁତ ସାମନ୍ତଙ୍କୁ ଆରେଷ୍ଟ କର

'କିଟ୍ ରେ ନେପାଳି ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଏବଂ ଛାତ୍ରଛାତ୍ରୀଙ୍କୁ ମାଡ଼ମରା ଅଭିଯୋଗରେ ଅଚ୍ୟୁତ ସାମନ୍ତଙ୍କୁ ଆରେଷ୍ଟ କର..ବିଦେଶୀ ଛାତ୍ରଛାତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଲାଗି ଦୁଇ ଜଣ ମାଡାମଙ୍କୁ ବାନ୍ଧ ।'

Lecturer
Lectures Protest: ଡିଗ୍ରୀ କଲେଜ ଗୁଡ଼ିକୁ ପ୍ରତ୍ୟକ୍ଷ ଅନୁଦାନ ଦାବିରେ ଆନ୍ଦୋଳନ

ଡିଗ୍ରୀ କଲେଜ ଗୁଡ଼ିକୁ ପ୍ରତ୍ୟକ୍ଷ ଅନୁଦାନ ଦାବିରେ ଧାରଣାକୁ ଓହ୍ଲାଇଛି ବ୍ଲକ କ୍ରାଇଟେରିଆ କଲେଜ ଅଧ୍ୟାପକ ଓ କର୍ମଚାରୀ ସଂଘ। ୧୯୯୪ ଶିକ୍ଷା ଅନୁଦାନ ଆଦେଶନାମା ଅନୁଯାୟୀ  ଗୋଟିଏ ଜୁନିୟର କଲେଜ ଏବଂ ଗୋଟିଏ ଡିଗ୍ରୀ କଲେଜକୁ ପ୍ରତ୍ୟକ୍ଷ ଅନୁଦାନ ଦେବାର ବ୍ୟବସ୍ଥା ରହିଛି । ତେବେ ୧୯୯୪ ଶିକ୍ଷା ଅନୁଦାନ ଆଦେଶନାମାକୁ ୨୦୦୪ ମସିହାରେ ପ୍ରତ୍ୟାହାର କରାଗଲା।

ଜେଏସଡବ୍ଲୁ ଖଣିରେ ବ୍ୟାପକ ଭଙ୍ଗାରୁଜା ।
CITU Protest In Koida: ସୁନ୍ଦରଗଡ଼ କୋଇଡ଼ାରେ CITUର ବିକ୍ଷୋଭ ବେଳେ ଉତ୍ତେଜନା

ସୁନ୍ଦରଗଡ଼ କୋଇଡ଼ାରେ ସିଆଇଟିୟୁର ବିକ୍ଷୋଭ ବେଳେ ଉତ୍ତେଜନା ଦେଖାଦେଇଛି। ଜେଏସଡବ୍ଲୁ ଖଣିରେ ବ୍ୟାପକ ଭଙ୍ଗାରୁଜା କରିବା ସହ ପୋଲିସ ଏବଂ ଆନ୍ଦୋଳନକାରୀ ଧସ୍ତାଧସ୍ତି ମଧ୍ୟ ହୋଇଛନ୍ତି ।

BJD Protests Against Unreasonable Price Hike
BJD Protests: ରାଜଧାନୀରେ ବିଜେଡିର ସମାବେଶ; ବିପର୍ଯ୍ୟୟ ପରେ ବିକ୍ଷୋଭ ସାଜିଛି କି ଅସ୍ତ୍ର? 

ନୂଆ ବର୍ଷରେ ନୂଆ ଆଭିମୁଖ୍ୟ। ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ। ଭୁବନେଶ୍ବର ଲୋୟର ପିଏମ୍‌ଜିରେ ବିଶାଳ ସମାବେଶ କରି ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି ନବୀନ। 

ପ୍ରଶାନ୍ତ କିଶୋରଙ୍କ ନାଁରେ କେସ୍
BPSC Student Protest: ଆନ୍ଦୋଳନରତ ଆଶାୟୀଙ୍କ ପାଖକୁ ଗଲେ, କେସ୍ ଖାଇଲେ ପ୍ରଶାନ୍ତ

ପ୍ରଶାନ୍ତ କିଶୋର । ରାଜନୀତିରେ ରଣନୀତିକାର ଥିଲେ, ରଣନୀତି କରି ବିଭିନ୍ନ ଦଳକୁ ଜିତାଉଥିଲେ । ନିଜେ ରାଜନୀତିରେ ପ୍ରବେଶ କଲେ । ଆନ୍ଦୋଳନରେ ସାମିଲ୍ ହେଲେ । ଏବେ ତାଙ୍କ ନାଁରେ ବିହାରରେ ହୋଇଛି ପୋଲିସ୍ କେସ୍ ।

Bangladesh
ବାଂଲାଦେଶରେ ପୁଣି ଉତ୍ତେଜନା: ରାଷ୍ଟ୍ରପତିଙ୍କ ବହିଷ୍କାର ଦାବିରେ ଛାତ୍ର ବିକ୍ଷୋଭ

ପୁଣି ଅଶାନ୍ତ ବାଂଲାଦେଶ। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ଏବେ ତେଜିଛି ବିବାଦ। ରାଷ୍ଟ୍ରପତିଙ୍କ ବହିଷ୍କାର ଦାବି କରିବା ସହ ଢାକାରେ ବିକ୍ଷୋଭ କରିଛନ୍ତି ହଜାର ହଜାର ବିକ୍ଷୋଭକାରୀ।

Capital Hospital Cleaning Staff
ଦୁର୍ଗନ୍ଧରେ ଫାଟିପଡୁଛି କ୍ୟାପିଟାଲ୍ ହସ୍ପିଟାଲ୍; ତୃତୀୟ ଦିନରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

କେଉଁଠି ଜରି ଅଖାରେ ତ ଆଉ କେଉଁଠି ବସ୍ତାରେ ଭର୍ତ୍ତି କରି ଗଦା ହୋଇଛି ଅଳିଆ। ଯୁଆଡ଼େ ଆଖି ବୁଲାଇଲେ ଖାଲି ଆବର୍ଜନା ଓ ଆବର୍ଜନା।

Bharatpur Incident
ଭରତପୁର ଘଟଣା: ବିଜେଡି ପକ୍ଷରୁ ଭୁବନେଶ୍ବରରେ ହରତାଳ ଡାକରା ପ୍ରତ୍ୟାହୃତ

ପ୍ରତ୍ୟାହୃତ ହେଲା ବିଜେଡି ପକ୍ଷରୁ ମଙ୍ଗଳବାର ଭୁବନେଶ୍ବରରେ ହରତାଳ ଡାକରା । ହରତାଳ ପ୍ରତ୍ୟାହାର ନେଇ ପ୍ରେସମିଟ୍‌ରେ ବିଜେଡି ସୂଚନା ଦେଲା  । 

Shocking Protest
ଗୁହାରି ଶୁଣିଲାନି ବିଏମସି, ପରିସ୍ରା କରି ଭସେଇଦେଲେ ଅଫିସ୍‌ ଚାମ୍ବର

ବାରମ୍ବାର ବିଏମ୍‌ସି ଅଫିସକୁ ଦୌଡି ନିରାଶ ହେବା ପରେ ଶେଷରେ ଅଫିସ୍ ଚାମ୍ବର ଭିତରେ ପରିସ୍ରା କରି ପ୍ରତିବାଦ ଜଣାଇଛନ୍ତି ୪୫ ନମ୍ବର ୱାର୍ଡର ଶବର ସାହି ବାସିନ୍ଦା ।

protest
ଆନ୍ଦୋଳନରୁ ହଟିବେ ଜୁନିୟର ଡାକ୍ତର, ଆଜିଠାରୁ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ

ପଶ୍ଚିମବଙ୍ଗ ଜୁନିୟର ଡାକ୍ତର ସଂଘର ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି । ଆଜିଠାରୁ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ ଡାକ୍ତର । ଅଭୟାକୁ ନ୍ୟାୟ ଦାବିରେ ୪୧ ଦିନ ହେଲା ଆନ୍ଦୋଳନ କରୁଥିଲେ

Mamata Banerjee
ମୁଣ୍ଡ ନୁଆଁଇଲେ ମମତା; ଜୁନିୟର୍ ଡାକ୍ତରଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ 

କୋଲକାତା ଅଭୟାକାଣ୍ଡକୁ ନେଇ ଧାରଣାରେ ଥିବା ଜୁନିୟର୍ ଡାକ୍ତରଙ୍କୁ ଯାଇ ଭେଟିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । 

Protest
ନିଯୁକ୍ତି ପତ୍ର ମିଳିଲା ହେଲେ ହେଉନି ପୋଷ୍ଟିଂ,ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ନିଯୁକ୍ତି ପତ୍ର ମିଳିଲା ହେଲେ ହେଉନି ପୋଷ୍ଟିଂ । କଟକ ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ । ଫାୟାର ମ୍ୟାନ ଓ ଫାୟାର ମ୍ୟାନ ଡ୍ରାଇଭର ଆଶାୟୀଙ୍କ ଆନ୍ଦୋଳନ । ନିଯୁକ୍ତି ପତ୍ର ମିଳିଥିଲେ ବି ପୋଷ୍ଟିଂ ମିଳୁନଥିବା ଅଭିଯୋଗ ।

Kolkata Doctor Rape and Murder
ଡାକ୍ତର ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଜୋରଦାର ହେଉଛି ଜୁନିଅର ଡାକ୍ତରଙ୍କ ପ୍ରତିବାଦ...

ଆରଜି କର ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଥମୁନି ପ୍ରତିବାଦର ନିଆଁ । ସ୍ବାସ୍ଥ୍ୟ ଭବନ ଆଗରେ ଆନ୍ଦୋଳନ ଜାରି ରଖିଛନ୍ତି ଜୁନିଅର ଡାକ୍ତର।

12-hour dawn-to-dusk
୧୨ ଘଣ୍ଟିଆ ତେଲକୋଇ ବନ୍ଦ; ଅଟକି ରହିଛି ଶହ ଶହ ଗାଡିମୋଟର...

ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ କରି ବନ୍ଦ ପାଳନ କରୁଛି ଚକଧର ସମନ୍ବୟ ସମିତି। ସମିତି ପକ୍ଷରୁ ୪୯ନଂ ଜଗମୋହନପୁର ଠାରେ ରାସ୍ତା ଅବରୋଧ କରାଯାଇଛି । 

Protest in OSSSC Office
ପରୀକ୍ଷାରେ ଅନିୟମିତତା ଅଭିଯୋଗ, ତାତିଲେ ପରୀକ୍ଷାର୍ଥୀ; OSSSC ଅଫିସ୍ ଆଗରେ ପ୍ରତିବାଦ

ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ତାତିଲେ ପରୀକ୍ଷାର୍ଥୀ। ଯୋଗ୍ୟ ମେରିଟ ତାଲିକାରୁ ବାଦ୍ ପଡିଥିବା ଶହ ଶହ ପରୀକ୍ଷାର୍ଥୀଙ୍କ ଭୁବନେଶ୍ବରରେ ପ୍ରତିବାଦ । 

Doctor Protest
କୋଲକାତା ଲଜ୍ଜା: ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ଡେଡ୍‌ଲାଇନ୍‌, କାଲି ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ

ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି ସୁପ୍ରିମକୋର୍ଟ ।

Protest
କୋଲକାତା ଲଜ୍ଜା: ନ୍ୟାୟ ପାଇଁ ୨୫ ଦେଶରେ ବିକ୍ଷୋଭ ପ୍ରଦର୍ଶନ

୨୫ଟି ଦେଶର ପ୍ରାୟ ୧୩୦ରୁ ଅଧିକ ସହରରେ ଏହି ବିରୋଧ ଦେଖିବାକୁ ମିଳିଛି ।