• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Public

News Fuse- Public Corners Police Over MV Act Violation
ଜାଗା ମୁଣ୍ଡରେ ତା’ ଥେଇ ଥେଇ...ଗାଡ଼ିର ମୂଳରୁ କିଛି ନାହିଁ ଚାଲିଆଇଲେ ଚେକିଂ ପାଇଁ...

ମାଇଁ ଲୋ ମାମୁଁଙ୍କ ଗାଡ଼ିରେ କିଛି ନାହିଁ, ବଜାର ଯାଇଥିଲେ ଅନ୍ୟ ଗାଡ଼ିର କାଗଜ ଯାଂଚ ପାଇଁ। ଜାଗା ମୁଣ୍ଡରେ ତା’ ଥେଇ ଥେଇ...ଲୋକେ ଧରିଲେ....କହିଲେ, ଥାନାରୁ ବାହାରିବା ପୂର୍ବରୁ ଚେକିଂ କଲନି ଗାଡ଼ିର କାଗଜ କାହିଁକି? ଆଉ ତା’ପରେ ..

ପଶ୍ଚିମାଞ୍ଚଳ ଡିଆଇଜି ଜୟନାରାୟଣ ପଙ୍କଜ
ହେପାଜତ ମୃତ୍ୟୁ ଅଭିଯୋଗର ତଦନ୍ତ ହେବ: ଡିଆଇଜି

ପୋଲିସ ମାଡରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ ଆଣି ପରିବାର ଓ ଗ୍ରାମବାସୀ ବରଗଡ ମୁଖ୍ୟ ଚିକିତ୍ସାଳୟରେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଏପରିକି ଉତ୍ତେଜିତ ଗ୍ରାମବାସୀ ଏବଂ ପୋଲିସ ଧସ୍ତାଧସ୍ତି ହୋଇଥିଲା। ପରିବାର ଲୋକେ ମୃତଦେହକୁ ଧରି ଆନ୍ଦୋଳନ ବି କରିଥିଲେ।

Police Lathi Charge
ଥାନା ହାଜତରେ ଯୁବକଙ୍କ ମୃତ୍ୟୁ ! ପୋଲିସ-ପବ୍ଲିକ୍ ମୁହାଁମୁହିଁ

ଖବର ପାଇଁ ପରିବାର ଲୋକ ଏବଂ ଗ୍ରାମବାସୀ ଡାକ୍ତରଖାନାକୁ ପହଞ୍ଚି ବ୍ୟାପକ ଭଙ୍ଗାରୁଜା କରିଥିଲେ। ପରିବାର ଲୋକେ ଅଭିଯୋଗ କରିଥିଲେ ଯେ ପୋଲିସ ଗୋବିନ୍ଦଙ୍କୁ ପିଟି ପିଟି ମାରି ଦେଇଛି ଏବଂ ଘଟଣାକୁ ଚପାଇ ଦେବା ପାଇଁ ଉଦ୍ୟମ କରିଥିବା ମୃତକଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି।