ବାତ୍ୟା ମୁକାବିଲା ଲାଗି ସତର୍କ ରହିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ବଙ୍ଗୋପସାଗରରେ ବାତ୍ୟା ଆସୁଥିବା ବେଳେ ଏହାର ମୁକାବିଲା ଏବଂ ଉଦ୍ଧାର କାର୍ଯ୍ୟରେ ସହାୟତା ଲାଗି ବିଜେପି କର୍ମୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ପର୍ଯ୍ୟଟକମାନଙ୍କୁ ନିଆରା ଅନୁଭୂତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଏହି ବସ୍ ସେବା ଯୋଗାଇଦିଆଯିବ ବୋଲି କୁହାଯାଉଛି ।