୧୪ ଫେବୃୟାରୀ ୨୦୧୯, ସମୟ ୩ଟା ୧୫ ମିନିଟ୍। ଶ୍ରୀନଗର- ଜମ୍ମୁ ରାଜପଥରେ ଚାଲୁଥାଏ CRPF ଯବାନଙ୍କ ବିରାଟ କାଫିଲା। ୭୮ଟି ବସରେ ଅଢେଇ ହଜାର ଯବାନ ଟ୍ରାନଜିଟ କ୍ୟାମ୍ପରୁ ଫେରୁଥିଲେ।
ଭାରତର ଇତିହାସରେ ସବୁଠାରୁ ଖରାପ ଦିନ ଥିଲା ଗୋଟିଏ ୧୪ ଫେବୃଆରୀ। ଏହି ଦିନ ମନେପକେଇ ଦିଏ ଜାମ୍ମୁ-କାଶ୍ମୀରରେ ହୋଇଥିବା ଏକ ଦୁଃଖଦ ଘଟଣା। ଏହି ଦିନ CRPF କର୍ମଚାରୀଙ୍କ ସେନା ଗାଡି ଉପରେ ହୋଇଥିଲା ଭୟଙ୍କର ଆକ୍ରମଣ। ସେବେଠାରୁ ଭାରତରେ ଏହି ଦିନକୁ କଳା ଦିବସ ଭାବେ ପାଳନ କରାଯାଉଛି।
ଏପରି ଏକ ଘଟଣା ମଙ୍ଗଳବାର ଦିନ ସାମ୍ନାକୁ ଆସିଛି । ଜାମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀ ତିନି ଜଣଙ୍କୁ ଗିରଫ କରି ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଉଦ୍ଧାର କରିଛନ୍ତି । ସନ୍ଦିଗ୍ଧମାନଙ୍କୁ ସେନା ଏବଂ ପୋଲିସ ମିଳିତ ଭାବେ ପଚରାଉଚରା କରୁଛି ।
ପ୍ରେମ ଦିବସରେ ଗୋଲାପ ନୁହେଁ ରକ୍ତରେ ଲାଲ ହୋଇଥିଲା ଭାରତ। ଘଟଣାକୁ ୪ ବର୍ଷ ପୂରିଲାଣି..ସେଦିନ ଭୟଙ୍କର ଦୃଶ୍ୟ କଥା ମନେ ପଡିଲେ ଆଜି ବି ଥରିଯାଏ ଛାତି
ଏବେ ବି କାନ୍ଦୁଛନ୍ତି ପ୍ରସନ୍ନଙ୍କ ପତ୍ନୀ ମୀନା ସାହୁ। ଆଜି ବି ସ୍ୱାମୀଙ୍କ ବୀରତ୍ୱର କଥାକୁ ମନେ ପକାଇ ଆଖିରୁ ଗଡାଇ ଚାଲିଛନ୍ତି ଲୁହ। ଭୁଲି ପାରୁନାହାନ୍ତି ସେହି କଳା ରାତିର କାହାଣୀକୁ। ଫୁଲୱାମା ଆତଙ୍କବାଦୀ ହାମ୍ଲାରେ ଶହୀଦ ହୋଇଥିବା ଜଗତସିଂହପୁର ପାରିଶିଖର ଗାଁର ସ୍ୱର୍ଗତ ପ୍ରସନ୍ନ ସାହୁଙ୍କ ଘରେ ଖେଳିଯାଇଛି ଶୂନ୍ୟ ନିରବତା। ଶହୀଦ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ ସ୍ମୃତିରେ ଏକ ପାର୍କ ନିର୍ମାଣ କରାଯିବ ବୋଲି ପ୍ରତିଶୃତି ଦିଆଯାଇଥିଲା
ପୁଲ୍ୱାମା ଆକ୍ରମଣକୁ ୪ ବର୍ଷ ବିତିଯାଇଛି। ୧୪ ଫେବୃଆରୀ ୨୦୧୯ରେ CRPF ଶିବିର ଉପରେ ହୋଇଥିବା ଆକ୍ରମଣ ଦେଶର ଅସ୍ମିତା ଉପରେ ସିଧାସଳଖ ଆକ୍ରମଣ ଥିଲା। ଏହାର ପ୍ରତି ଜବାବରେ ଭାରତ ଦେଖେଇଥିଲା ଏହାର କରାମତି।
ସେଦିନ ଥିଲା ଗୁରୁବାର , ତାରିଖ ଥିଲା ୧୪ ଫେବୃୟାରୀ ୨୦୧୯ । ସାରା ଦେଶ ପ୍ରେମ ଦିବସ ପାଳନ କରୁଥିବା ବେଳେ ହଠାତ୍ ଦ୍ୱିପ୍ରହର ୩.୩୦ ରେ ଆସିଲା ହୃଦୟବିଦାରକ ଖବର । ଜମ୍ମୁ-ଶ୍ରୀନଗର ରାଷ୍ଟ୍ରୀୟ ରାଜମାର୍ଗ ଦେଇ ୨୫୦୦ ଯବାନଙ୍କୁ ନେଇ ୭୮ ଟି ବସ୍ ଯାଉଥିଲା
ପ୍ରେମର ଦିବସରେ ଲାଲ ଗୋଲାପ ନୁହେଁ ରକ୍ତର ହୋଲି ଖେଳିଥିଲେ ଆତଙ୍କୀ। ବିସ୍ଫୋରଣ ଓ ଗୁଳିମାଡ଼ରେ ପ୍ରାଣ ହରାଇଥିଲେ ୪୦ ବୀର ଯବାନ। ଦୋହଲି ଯାଇଥିଲା ପୂରା ଦେଶ...ପୁଲୱାମା ଆର୍ଟାକ୍କୁ ପୂରିଲା ୩ ବର୍ଷ...ହେଲେ ଆଜି ବି ଭୁଲିହେଉନାହିଁ ସେହି କଳାଦିନକୁ