PNB ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଏହି ବିଜ୍ଞପ୍ତି ଅନୁସାରେ ଅନେକ ପଦବୀ ପୂରଣ ହେବ। ଆପଣ ଯଦି ଏହି ବ୍ୟାଙ୍କରେ ଚାକିରି କରିବାକୁ ଚାହାନ୍ତି ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।
ଏହି ବ୍ୟାଙ୍କରେ ସାଲାରୀ ଆକାଉଣ୍ଟ ଥିଲେ ଆପଣଙ୍କୁ ମିଳିବ ୨୦ ଲକ୍ଷ ଟଙ୍କା। ଜାଣିରଖନ୍ତୁ କେଉଁ କେଉଁ କ୍ଷେତ୍ରରେ କେମିତି ଆବେଦନ କଲେ ଆପଣ ପାଇବେ ଏତିକି ଟଙ୍କାର ସୁବିଧା
ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଆପଣଙ୍କର ଆକାଉଣ୍ଟ ଥିଲେ ମିଳିବ ୨୦ ଲକ୍ଷ ଟଙ୍କା। ଏହି ଟଙ୍କାରେ ଆପଣ ବ୍ୟାଙ୍କ ପକ୍ଷରୁ ମିଳୁଥିବା ଅନେକ ସୁବିଧା ମଧ୍ୟ ପାଇବେ ବୋଲି ସୂଚନା ମିଳିଛି।