• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Puri Jagannath Temple

puri mandira
ଶ୍ରୀମନ୍ଦିର ଯିବା ପୂର୍ବରୁ କି ନିୟମ ଜାରି କଲା ମନ୍ଦିର ପ୍ରଶାସନ? ଜାଣନ୍ତୁ...

ଶ୍ରୀମନ୍ଦିର ଖୋଲିବା ନେଇ ପ୍ରଶାସନ ପକ୍ଷରୁ ଜାରି କରାଗଲା ଏସ୍ଓପି। ନିୟମ ଅନୁସାରେ, ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବାକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ଏହାସହ ମନ୍ଦିର ପରିସରରେ ଓ ଆନନ୍ଦ ବଜାରରେ ମହାପ୍ରସାଦ ସେବନ ପାଇଁ ମଧ୍ୟ ମନାକରାଯାଇଛି।

7am-puri
ହଟିବ କଟକଣା, କାଲି ଠାରୁ ବିନା କୋଭିଡ଼୍ ରିପୋର୍ଟରେ କାଳିଆ ଦର୍ଶନ

ପୁରୀ (ମଧୁସୁଦନ ମିଶ୍ର) : ଆଉ ମାତ୍ର ଦିନକର ବ୍ୟବଧାନ, ବିନା କୋଭିଡ଼୍ ରିପୋର୍ଟରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିପାରିବେ ଭକ୍ତ । ବଡଠାକୁରଙ୍କ ଦର୍ଶନ ନପାଇ ଆସନ୍ତାକାଲି ଠାରୁ କାଳିଆ ଦୁଆରୁ ଭକ୍ତ ଆଉ ମନଦୁଃଖରେ ଫେରି ଯିବନି ।  ସାମାଜିକ ଦୂରତା, ମାସ୍କ ଏବଂ ସ୍ୱତନ୍ତ୍ର ଏସଓପି ମାନି ଭଗବାନଙ୍କ ନିକଟକୁ ଯାଇପାରିବେ ଶ୍ରଦ୍ଧାଳୁ  । ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପୂର୍ବରୁ ଦର୍ଶନ ପାଇଁ କୋଭିଡ଼ […]

jaga
ମିଳିଲା ଜଗା ଦର୍ଶନ..ବିହ୍ୱଳ ହେଲେ ଭକ୍ତ

ପୁରୀ: ଆଜି ଶେଷ ହୋଇଛି ପ୍ରତୀକ୍ଷା। ଦୀର୍ଘମାସ ଧରି କାଳିଆର ସେ ଦିବ୍ୟ ଦର୍ଶନରୁ ବଞ୍ଚିତ ଭକ୍ତଙ୍କ ମନର ଅବସାଦ ମେଣ୍ଟିଛି। ଆଜି ସର୍ବସାଧାରଣଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର।  ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ହଟିଛି କଟକଣା।  ଆଜିଠୁ ନିର୍ବିଘ୍ନରେ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି । କୋଭିଡ୍ କଟକଣାରେ କିଛିଟା କୋହଳ କରିବା ସହ ମହାପ୍ରଭୁଙ୍କ ଦର୍ଶନ ଲାଗି ଖୋଲା ବ୍ୟବସ୍ଥା ହୋଇଛି। ତେବେ […]

puri
ପୁରୀରୁ ୧୪୪ ଧାରା ପ୍ରତ୍ୟାହାର, ଆଡ଼ପ ମଣ୍ଡପ ବିଜେ ପହଣ୍ଡି ପାଇଁ କଟକଣା ଜାରି

କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ ଏହି କଟକଣା ଆସନ୍ତାକାଲି ସକାଳ ୬ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ।