• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Puri Rath Jatra

 Puri Rath Jatra
ସରିଲା ଶ୍ରୀଜିଉଙ୍କ ରଥଯାତ୍ରା; ଏବେ ଭାଇରାଲ ହେଉଛି ରଥ ଉପରେ ଅଣ ସେବାୟତଙ୍କ ଭିଡିଓ

ରଥ ଉପରେ ଅଣସେବାୟତ ଶ୍ରୀଜିଉଙ୍କୁ ଅଲିଙ୍ଗନ କରି ବିଭିନ୍ନ ପୋଜରେ ଫଟୋ ଉଠାଉଥିବା ଦେଖିବାକୁ ମିଳୁଛି । ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

aadapa Abadha
ଭକ୍ତଙ୍କ ପାଇଁ ବାହାରିଲା ଆଡ଼ପ ଅବଢ଼ା

ଶ୍ରୀକ୍ଷେତ୍ରରେ ଚାଲିଛି ଶ୍ରୀଜିଉଙ୍କ ରଥଯାତ୍ରା । ଭକ୍ତଙ୍କ ପାଇଁ ରତ୍ନସିଂହାସନରୁ ଓହ୍ଲାଇ ଆସିଛନ୍ତି ମହାପ୍ରଭୁ । ଗତକାଲି ମହାପ୍ରଭୁଙ୍କ ଆଡ଼ପ ବିଜେ ହେଇଥିବାବେଳେ ଆଜି ଭକ୍ତଙ୍କ ପାଇଁ ବାହାରିଛି ଆଡ଼ପ ଅବଢ଼ା ।

Rath Jatra
ଶରଧାବାଲିରେ ତିନି ରଥ: ରଥାରୂଢ଼ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଶ୍ରୀ ଗୁଣ୍ଡିଚା ମନ୍ଦିର ସାମ୍ନାରେ ଶୋଭାପାଉଛନ୍ତି ୩ ରଥ । ଗତକାଲି ରଥ ଟାଣିବାର ସୁଯୋଗ ପାଇନଥିବା ଭକ୍ତମାନେ ଆଜି ରଥାରୂଢ଼ ଶ୍ରୀଜିଉମାନଙ୍କୁ ଦର୍ଶନ କରୁଛନ୍ତି । ଦେଖନ୍ତୁ ଏହାର କିଛି ଝଲକ...

Lord Balabhadra's 'Taladhwaja' Rath rolls on Badadanda
ଆରମ୍ଭ ହେଲା ରଥଟଣା, ବଡ଼ଦାଣ୍ଡରେ ଗଡ଼ିଲା ରଥ

ହୁଳହୁଳି, ହରିବୋଲ ଓ ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ବଡ଼ଦାଣ୍ଡରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିଛି। 

Puri Rath Jatra
୨ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ, କାଳିଆ ଆସିବ ବୋଲି ବିଭୋର ଭକ୍ତ...

ବିଶ୍ୱ ପ୍ରସିଦ୍ଧ ଘୋଷ ଯାତ୍ରା ଲାଗି ଚଳଚଞ୍ଚଳ ପୁରୀ। ଏଥର କରୋନା କଟକଣା ହଟିଥିବାରୁ ପୁଣି ଶ୍ରୀକ୍ଷେତ୍ର ମୁହାଁ ଅଗଣିତ ଭକ୍ତ। ରତ୍ନବେଦି ଛାଡ଼ି ଜନ୍ମବେଦିକୁ ଯାତ୍ରା କରିବେ ତିନି ଠାକୁର। 

Traffic Route Chart Released For Puri Rath Yatra
ରଥଯାତ୍ରା ପାଇଁ ଆସିଲା ଟ୍ରାଫିକ୍‌ ରୁଟ୍‌ ଚାର୍ଟ: ଜାଣନ୍ତୁ, କେଉଁ ବାଟେ ଯିବେ ପୁରୀ...

ପୁରୀ ସମୁଦ୍ରରେ ଦୁର୍ଘଟଣା ଜନିତ ଅଘଟଣ ରୋକିବା ପାଇଁ ୩୯ ଜଣ ଅଗ୍ନିଶମ କର୍ମଚାରୀଙ୍କୁ ନେଇ ୩ଟି ସ୍ୱତନ୍ତ୍ର ଟିମ୍ କରାଯାଇଛି।  ଏଥିସହ ୯୦ ଜଣ ଲାଇଫ୍ ଗାର୍ଡ ଓ ୩୦୦ ଜଣ ଘରୋଇ ଲାଇଫ୍ ଗାର୍ଡ ମୁତୟନ ହେବେ।