ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି।
ରତ୍ନଭଣ୍ଡାରରେ ରହିଛି କି ସୁଡ଼ଙ୍ଗ ? ଗୁପ୍ତ ସୁଡ଼ଙ୍ଗ ଥିବା ନେଇ ଜୋର୍ ଧରୁଛି ଚର୍ଚ୍ଚା ।
ଗୁରୁବାର ଦିନ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶରେ କଣ ରହିବ କଟକଣା । ଅଧ୍ୟକ୍ଷ ଜଷ୍ଟିସ ରଥ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ସୂଚନା ଦେଇଛନ୍ତି ।
କେମିତି ଅଛି ରତ୍ନଭଣ୍ଡାର ? କେଉଁ ଅବସ୍ଥାରେ ଅଛି ଭିତର ଓ ବାହାର ଭଣ୍ଡାର ଘର ସ୍ଥିତି ? କେବେଠୁ ହେବ ମରାମତି ?
୪୬ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ତାଲା ଭାଙ୍ଗି ଭିତରଭଣ୍ଡାରକୁ ପଶିଲେ ହାଇଲେବଲ୍ କମିଟି । ଷ୍ଟ୍ରଙ୍ଗରୁମକୁ ବାହାର ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର । ରଥଯାତ୍ରା ପରେ ହେବ ଭିତର ଭଣ୍ଡାର ଅଳଙ୍କାର ସିଫ୍ଟିଂ ।
୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ।
୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା ।
କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପାଇଁ ଘଟିପାରେ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି।
ଏବେ ସମସ୍ତଙ୍କ ମୁହଁରେ ଗୋଟିଏ କଥା, କେଉଁ ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ? ଏହାରି ଭିତରେ ଆସନ୍ତାକାଲି ବସିବାକୁ ଯାଉଥିବା ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ ଧାର୍ଯ୍ୟ ହୋଇପାରେ ତାରିଖ।
ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିଲା ନବଗଠିତ ରତ୍ନଭଣ୍ଡାର ତଦାରଖ କମିଟିର ପ୍ରଥମ ବୈଠକ। ଆଉ ୩ ଦିନର ଅପେକ୍ଷା। ୯ ତାରିଖରେ ସ୍ପଷ୍ଟ ହେବ କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର।
ଓଡ଼ିଶାର ଜାତି, ଅସ୍ମିତା, ପ୍ରତି ଓଡ଼ିଆଙ୍କ ପ୍ରାଣ ଶ୍ରୀଜଗନ୍ନାଥ । ଆଉ ସେଇ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ନବୀନ ସରକାରଙ୍କ ଉପରେ ଜୋରଦାର୍ ଆକ୍ରମଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ହାଇକୋର୍ଟ ।