• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Puri Ratna Bhandar

Ratna Bhandara
ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ସାର୍ବଜନୀନ କରିବେ ସରକାର

ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ସାର୍ବଜନୀନ କରିବେ ସରକାର। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗଣତି ମଣତି ଶେଷ ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ। 

Ratna Bhandar
ରତ୍ନଭଣ୍ଡାର ତଦାରଖ କରି ଫେରିଲେ ବିଶେଷଜ୍ଞ ଟିମ୍; ବଡ଼ କଥା କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି।

Ratna Bhandar
ରତ୍ନଭଣ୍ଡାରରେ ରହିଛି କି ସୁଡ଼ଙ୍ଗ ? ଖଣ୍ତନ କଲେନି ଗଜପତି; ବଢ଼ୁଛି ଚର୍ଚ୍ଚା, ହେବ ଯାଞ୍ଚ

ରତ୍ନଭଣ୍ଡାରରେ ରହିଛି କି ସୁଡ଼ଙ୍ଗ ? ଗୁପ୍ତ ସୁଡ଼ଙ୍ଗ ଥିବା ନେଇ ଜୋର୍ ଧରୁଛି ଚର୍ଚ୍ଚା ।

Ratna Bhandar
ଗୁରୁବାର ଦିନ ଖୋଲିବ ରତ୍ନଭଣ୍ତାର, ଭକ୍ତଙ୍କ ପାଇଁ କଣ ରହିବ ଶ୍ରୀମନ୍ଦିର କଟକଣା

ଗୁରୁବାର ଦିନ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶରେ କଣ ରହିବ କଟକଣା । ଅଧ୍ୟକ୍ଷ ଜଷ୍ଟିସ ରଥ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ସୂଚନା ଦେଇଛନ୍ତି ।

Ratna Bhandar
କେଉଁ ଅବସ୍ଥାରେ ଅଛି ଭିତର ଭଣ୍ଡାର ଘର ସ୍ଥିତି ?

କେମିତି ଅଛି ରତ୍ନଭଣ୍ଡାର ? କେଉଁ ଅବସ୍ଥାରେ ଅଛି ଭିତର ଓ ବାହାର ଭଣ୍ଡାର ଘର ସ୍ଥିତି ? କେବେଠୁ ହେବ ମରାମତି ?

Ratna Bhandar
ଖୋଲିଲା ଲୀଳାମୟ ଠାକୁରଙ୍କ ରହସ୍ୟମୟ ରତ୍ନଭଣ୍ଡାର

୪୬ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ତାଲା ଭାଙ୍ଗି ଭିତରଭଣ୍ଡାରକୁ ପଶିଲେ ହାଇଲେବଲ୍ କମିଟି । ଷ୍ଟ୍ରଙ୍ଗରୁମକୁ ବାହାର ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର । ରଥଯାତ୍ରା ପରେ ହେବ ଭିତର ଭଣ୍ଡାର ଅଳଙ୍କାର ସିଫ୍ଟିଂ ।

Ratna Bhanda
୧୪ ରେ ଖୋଲିବ ରଚ୍ନଭଣ୍ତାର ! କେମିତି ହେବ ଗଣତି-ମଣତି..ଜାଣନ୍ତୁ

୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ।

Ratna Bhandar
ଜଣା ପଡ଼ିଲା କେବେ ଖୋଲିବ ରତ୍ନ ଭଣ୍ତାର, ଘୋଷଣା ହେଲା ତାରିଖ

୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା ।

Ratna Bhandar
ଦୀର୍ଘ ବର୍ଷ ପ୍ରତୀକ୍ଷାର ହେବ ଅନ୍ତ; ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଆଜି !

କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପାଇଁ ଘଟିପାରେ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି।

Puri Ratna Bhandar
ବଡ଼ ଦେଉଳ ଛାଡ଼ି ଘୋଷଯାତ୍ରାରେ ଶ୍ରୀଜିଉ; କେବେ ଖୋଲିବ ରତ୍ନଭଣ୍ଡାର ?

ଏବେ ସମସ୍ତଙ୍କ ମୁହଁରେ ଗୋଟିଏ କଥା, କେଉଁ ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ? ଏହାରି ଭିତରେ ଆସନ୍ତାକାଲି ବସିବାକୁ ଯାଉଥିବା ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ ଧାର୍ଯ୍ୟ ହୋଇପାରେ ତାରିଖ। 

 Ratna Bhandar
କେବେ ଖୋଲିବ ରତ୍ନଭଣ୍ଡାର ? ଆଉ ୩ ଦିନର ଅପେକ୍ଷା; ୯ ତାରିଖରେ ହେବ ସ୍ପଷ୍ଟ...

ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିଲା ନବଗଠିତ ରତ୍ନଭଣ୍ଡାର ତଦାରଖ କମିଟିର ପ୍ରଥମ ବୈଠକ। ଆଉ ୩ ଦିନର ଅପେକ୍ଷା। ୯ ତାରିଖରେ ସ୍ପଷ୍ଟ ହେବ କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। 

Narendra Modi
PM ମୋଦିଙ୍କ ରତ୍ନଭଣ୍ଡାର ବାଣ

ଓଡ଼ିଶାର ଜାତି, ଅସ୍ମିତା, ପ୍ରତି ଓଡ଼ିଆଙ୍କ ପ୍ରାଣ ଶ୍ରୀଜଗନ୍ନାଥ । ଆଉ ସେଇ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ନବୀନ ସରକାରଙ୍କ ଉପରେ ଜୋରଦାର୍ ଆକ୍ରମଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Ratna Bhandar Key Missing Case
ରତ୍ନଭଣ୍ତାର ଚାବି ହଜିବା ପ୍ରସଙ୍ଗ; ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ହାଇକୋର୍ଟ ।