ଆଜି ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି ହେବ...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ପ୍ରଥମ ଥର ପାଇଁ ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ନିର୍ମାଣ ଆଗରୁ ପ୍ରଶାସନ ତାଙ୍କ ସହ ଆଲୋଚନା କରିବାର ଆବଶ୍ୟକତା ଥିଲା।
ଲୁଚା ଛପା ଓ ରାତି ଅଧିଆ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର GPR ସର୍ଭେ। OBCC ଚଞ୍ଚକତା କରି ରାତି ଅଧରେ GPR ସର୍ଭେ କରୁଥିବା ଅଭିଯୋଗ ହୋଇଛି।