ଅମାବାସ୍ୟାରେ ଦୀପଦାନ, ପୟାଶ୍ରାଦ୍ଧ, କାଳୀପୂଜା ଓ ବଡବଡୁଆ ଡାକ କିଭଳି ଏବଂ କେଉଁ ସମୟରେ ପାଳିବେ, ସେନେଇ ଦ୍ୱନ୍ଦ୍ୱରେ ଅଛନ୍ତି ରାଜ୍ୟବାସୀ । ଆସନ୍ତୁ ଜାଣିବା ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣରେ ବିଧି ପାଳନ ନେଇ କଣ କହୁଛନ୍ତି ଜ୍ୟୋତିର୍ବିଦ ଓ ପଣ୍ଡିତ ।
ଏଥର ଗୋଟିଏ ମାସରେ ଅମାବାସ୍ୟାରେ ସୂର୍ଯ୍ୟୋପରାଗ ପଡୁଥିବା ବେଳେ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ ।