• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Puri Srimandir

Ratna Bhandar Key Missing Case
ରତ୍ନଭଣ୍ତାର ଚାବି ହଜିବା ପ୍ରସଙ୍ଗ; ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ହାଇକୋର୍ଟ ।

Puri Srimandir
ସୁଲଭ ଦରରେ ଅବଢା ପାଇଁ ଆଉ କେତେ ଦିନ ଅପେକ୍ଷା?

ଶୃଙ୍ଖଳିତ ଦର୍ଶନ ହେଉ କି ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତି, ଶ୍ରୀମନ୍ଦିର ସଂସ୍କାର ନେଇ ସୁପ୍ରିମକୋର୍ଟଙ୍କ ୨୫ ସୂତ୍ରୀ ନିର୍ଦ୍ଦେଶର ୪ ବର୍ଷ ପରେ ବି ହେଲାନି  ଅନୁପାଳନ। ସତ୍ୟପାଠ ଦାଖଲ ପାଖେଇ ଆସୁଥିବାରୁ ହଠାତ୍ ତତ୍ପର ଆଇନ ବିଭାଗ। 

Puri Srimandir
କେବେ ଶୃଙ୍ଖଳିତ ହେବ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ?

କେବେ ନିଯୁକ୍ତ ହେବେ ଜଣେ ସ୍ଥାୟୀ ମୁଖ୍ୟ ପ୍ରଶାସକ ? ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ୪ ବର୍ଷ ପରେ ବି ହେଲାନି ଅନୁପାଳନ । ସତ୍ୟପାଠ ଦାଖଲ ପାଖେଇ ଆସୁଥିବାରୁ ତତ୍ପର ଆଇନ ବିଭାଗ ।

SHRIMANDIR
ମିଳିଲା ହଜିଯାଇଥିବା ଶ୍ରୀମନ୍ଦିର ୨ ଫାଇଲ୍‌

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ-JTA ସେକ୍ସନର ଦୁଇଟି ଫାଇଲ ଆଇନ ବିଭାଗ ପାଉନଥିବା ଚର୍ଚ୍ଚା ହୋଇଥିଲା।

Boat preparation underway for upcoming Chandan Yatra in Puri
ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା, ବର୍ଷ ସାରା ପାଣିରେ ବୁଡ଼ି ରହିଥିଲା...

 ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି। 

Patitapabana Bana
ପତିତପାବନ ବାନା ଦର ବୃଦ୍ଧି କଲା ଶ୍ରୀମନ୍ଦିର ପ୍ରଶାସନ

ପୂର୍ବରୁ ଉକ୍ତ ଓଲାଗି ବାନର ଦର ୨୦୦ଟଙ୍କା ଥିଲା । ଶ୍ରୀମନ୍ଦିର ପ୍ରଶାସନର ଅର୍ଥ ସବକମିଟିର ନିଷ୍ପତ୍ତିକ୍ରମେ ଦର ବୃଦ୍ଧି କରାଯାଇଛି ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି ।

Jay Jagannath
ଶ୍ରୀଜିଉଙ୍କ ଶ୍ରୀଅଙ୍ଗର ହୋଇନି କ୍ଷତି ସୂଚନା ଦେଲେ ବରିଷ୍ଠ ଦଇତାପତି ସେବାୟତ

ମୂଷା ଓ ଅସରପା ଏସବୁକୁ କାଟି ଦେଇଥିବା କହିଛନ୍ତି ଦେବୀ ସୁଭଦ୍ରାଙ୍କ ବାଡ଼ଗ୍ରାହୀ ରାମଚନ୍ଦ୍ର ଦାସ ମହାପାତ୍ରା । ଖସାପଡା ନୀତି ସମୟରେ ଏହାକୁ ଭରଣା କରାଯାଇଛି । କୌଣସି ପ୍ରକାରରେ ମହାପ୍ରଭୁଙ୍କ ଦାରୁ କ୍ଷତି ହୋଇନାହିଁ କିନ୍ତୁ ତୁରନ୍ତ ମୂଷାର ଦୋରାତ୍ମକୁ ଦୂର ନକଲେ ଶ୍ରୀଅଙ୍ଗ ପ୍ରତି ବିପଦ ରହିଛି ବୋଲି ସେ ଦୋହରାଇଛନ୍ତି ।

Threat To Idols At Puri Jagannath Temple Due To Rodent
ଶ୍ରୀମନ୍ଦିର ଗର୍ଭଗୃହରେ ଲାଗିପାରିବନି ମୂଷାଙ୍କ ପ୍ରାଦୁର୍ଭାବ ରୋକିବା ମେସିନ

ଶ୍ରୀମନ୍ଦିର ଗର୍ଭଗୃହରେ ପଶି ମହାପ୍ରଭୁଙ୍କ ଶ୍ରୀଅଙ୍ଗ ପ୍ରତି ସମ୍ଭାବ୍ୟ କ୍ଷତି ପହଞ୍ଚାଉଥିବା ମୂଷାଙ୍କ ପ୍ରାଦୁର୍ଭାବକୁ ରୋକିବା ପାଇଁ ଆସିଥିବା ସ୍ୱତନ୍ତ୍ର ମେସିନ କାମରେ ଲାଗିପାରିବନି।

Rituals Delayed In Puri Srimandir
ଶ୍ରୀମନ୍ଦିରରେ ନୀତି ଅହେତୁକ ବିଳମ୍ବ: ଆଜି ସକାଳେ ହେଲା କାଲିର ନୀତି

ଶ୍ରୀମନ୍ଦିରରେ ନୀତି ଅହେତୁକ ବିଳମ୍ବ। ା ଗତକାଲିର ନୀତି ଆଜି ସମାପନ ହୋଇଛି। ପହୁଡ଼ ବିଳମ୍ବିତ ହେବା ଯୋଗୁ ଆଜିର ଦ୍ୱାରଫିଟା ବି ଡେରିରେ ହୋଇଛି।

Know what triggered stampede-like situation at Puri Srimandir
ମନ୍ଦିର ଦର୍ଶନରେ ବାରମ୍ବାର ଦଳାଚକଟା ପରିସ୍ଥିତି କାହିଁକି ?

କଟକ ବଡ଼ମ୍ବା ସିଂହନାଥ ପୀଠକୁ ସଂଯୋଗ କରୁଥିବା ଟି-ସେତୁରେ ଦଳାଚକଟାରେ ଜଣଙ୍କର ମୃତ୍ୟୁ ସହ ୪୦ ଜଣ ଆହତ ଘଟଣା ପରେ ସେଠି ଲାଗିଛି ୧୪୪ ଧାରା।

Stampede Like situation At Puri Jagannath Temple
ପୁରୀ ଶ୍ରୀମନ୍ଦିରରେ ଭୟଙ୍କର ଠେଲାପେଲା, ଅଣନିଶ୍ୱାସୀ ହୋଇ ୨ ଭକ୍ତ ଆହତ

ଶ୍ରୀଜିଉଙ୍କ ଦର୍ଶନ ବେଳେ ଭକ୍ତଙ୍କ ମଧ୍ୟରେ ଠେଲାପେଲା ଭିଡ଼ ଭିତରେ ଅଣନିଶ୍ୱାସୀ ହୋଇ ୨ ଭକ୍ତ ଆହତ ହୋଇଛନ୍ତି। ଶ୍ରୀମନ୍ଦିର ଭିତରେ ମଙ୍ଗଳ ଆଳତି ଚାଲୁଥିବା ବେଳେ ଉଭୟ ମହାପ୍ରଭୁଙ୍କ ଦର୍ଶନ କରୁଥିଲେ।

Jagannath Temple
'ବିଦେଶୀ ଭକ୍ତଙ୍କୁ ମିଳୁ ଚକାନୟନକୁ ଦର୍ଶନ ସୁଯୋଗ'

ବିଦେଶୀ ଭକ୍ତଙ୍କ ଦର୍ଶନ ପ୍ରସ୍ତାବକୁ ସହଜରେ ଗ୍ରହଣ କରିପାରି ନାହାନ୍ତି ଶ୍ରୀମନ୍ଦିର ସେବାୟତ।

Lord Jagannath
ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗକୁ ବିପଦ ମୂଷା-ଅସରପା

ସିଂହାରୀ, ସୁଆର ଓ ଦଇତାପତି ସେବାୟତଙ୍କ ସାଂଘାତିକ ଅଭିଯାଗ ।

Rodent, cockroach menace in Puri Srimandir, devotees express discontent
ଶ୍ରୀଅଙ୍ଗକୁ ମୂଷା ଓ ଅସରପା ବିପଦ ! 

ଶ୍ରୀଅଙ୍ଗକୁ ଏବେ ବିପଦ ସାଜିଛି ମୂଷା ଓ ଅସରପା ! ଏପରି ପରିସ୍ଥିତି ସୃଷ୍ଟି ହୋଇଛି ଯେ, ବେଳେବେଳେ ସେବାୟତମାନେ ଶ୍ରୀଅଙ୍ଗ ପାଖକୁ ଯିବା ସମ୍ଭବପର ହେଉନାହିଁ।

Srimandir’s expenditure
ଶ୍ରୀମନ୍ଦିରରେ ଆମଦାନୀ ଆଠନି ଖର୍ଚ୍ଚା ରୂପୈୟା : ଅଟକଳ ତୁଳନାରେ ପାଣି ଭଳି ଠାକୁରଙ୍କ ଟଙ୍କା ଖର୍ଚ୍ଚ

କେବଳ ଗତ ରଥଯାତ୍ରାରେ ୬କୋଟିରୁ ଅଧିକ ବ୍ୟୟ, ଆପତ୍ତି ଉଠାଇଲେ ପୂର୍ବତନ ମ୍ୟାନେଜିଂ କମିଟି ସଦସ୍ୟ ଓ ବୁଦ୍ଧୀଜୀବୀ

Ban On Carrying Smartphones Inside Puri Srimandir
ଆଜିଠୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ୍‌ ମନା, କଡ଼ା ନିର୍ଦ୍ଦେଶ ଲାଗୁ

ଆଜିଠୁ ଶ୍ରୀମନ୍ଦିରକୁ ସ୍ମାର୍ଟ ଫୋନ୍ ମନା। ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଓ ଦକ୍ଷଣ ଦ୍ୱାର ନିକଟରେ ଥିବା ଦୁଇଟି କେନ୍ଦ୍ରରେ ମୋବାଇଲ ଜିମା ଦେଇ ମନ୍ଦିରକୁ ପ୍ରବେଶ କରିବେ।

Puri Lord Jagannath
ଅବ୍ୟବସ୍ଥିତ ବନ୍ଦୋବସ୍ତରେ କଲବଲ ଜଗା ଭକ୍ତ, ମରିଚିକୋଟ ଯାଏଁ ଲମ୍ବିଲା ବ୍ୟାରିକେଡ୍

ଆଜି ଭିଆଇପି ରାସ୍ତାରେ ଦର୍ଶନ ପାଇଁ ଯାଉଛନ୍ତି ସ୍କୁଲ ପିଲା । ବ୍ୟାରିକେଡ୍‌ରେ ଘଣ୍ଟା ଘଣ୍ଟା ଛିଡ଼ା ହେଉଛନ୍ତି ବୟସ୍କ ଓ ଶିଶୁ ।

Viral drone video of Puri Srimandir: YouTuber seeks apology
‘ମହାପ୍ରଭୁ ଜଗନ୍ନାଥ ଓ ଓଡ଼ିଶାବାସୀ ମୋତେ କ୍ଷମା କରନ୍ତୁ’, ଭୁଲ୍‌ ହୋଇଗଲା ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା...

ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ଉତ୍ତୋଳନ ଓ ଏହାକୁ ଭାଇରାଲ କରି କ୍ଷମା ମାଗିଛନ୍ତି ପଶ୍ଚିମବଙ୍ଗର ୟୁଟ୍ୟୁବର ଅନିମେଶ ଚକ୍ରବର୍ତ୍ତୀ। ଶ୍ରୀମନ୍ଦିର ନୋ ଫ୍ଲାଏ ଜୋନ୍ ଅନ୍ତର୍ଗତ ବୋଲି ଜାଣିନଥିବା କହିବା ସହ ତାଙ୍କ ଡ୍ରୋନ୍‌ରେ ସେଭଲି କିଛି ଓ୍ୱାର୍ଣ୍ଣିଂ ଦେଖାଇନଥିଲା ବୋଲି ସେ କହିଛନ୍ତି।

Visuals of Puri Srimandir’s aerial view surfaces on internet
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌: ଜଳ ଜଳ ଦିଶିଲା ଦଧିନଉତି, ନୀଳଚକ୍ର

ସୋସିଆଲ୍ ମିଡିଆରେ ଖୁଲ୍ଲମ୍‌ଖୁଲ୍ଲା ପ୍ରଦର୍ଶିତ ହେଉଛି ଶ୍ରୀମନ୍ଦିର ପରିସରର ଡ୍ରୋନ୍ ଭିଡିଓ। ୫ ମିନିଟ୍ ୪୨ ସେକେଣ୍ଟର ଏହି ଭିଡିଓରେ ନୀଳଚକ୍ର ଠାରୁ ଆରମ୍ଭ କରି ସିଂହଦ୍ୱାର ପର୍ଯ୍ୟନ୍ତ ସମସ୍ତ ଦୃଶ୍ୟ ଦେଖିବାକୁ ମିଳିଛି। 

Lord Jagannath, Balabhadra and Subhadra idols being carried on trolley in Puri
ପୁରୀରେ ବି ମହାପ୍ରଭୁଙ୍କୁ ଅପମାନ: ଟ୍ରଲିରେ ବାନ୍ଧି ବୋହି ନେଲେ, ଭିଡିଓ ଭାଇରାଲ୍‌

ଟ୍ରଲିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବାନ୍ଧି ବୁହା ଯାଉଥିବା ଅଭାବନୀୟ ଦୃଶ୍ୟ ପୁରୀରେ ଦେଖିବାକୁ ମିଳିଛି। ଏଭଳି ଦୃଶ୍ୟ ଦେଖିବାକୁ ଯେତେ କଷ୍ଟଦାୟକ, ସେତିକି ସ୍ପଂର୍ଶକାତର ମଧ୍ୟ।

Srimandir Garuda Stambha becoming weak due to frequent touching by devotees
ଭକ୍ତଙ୍କ ସ୍ପର୍ଶ ଯୋଗୁ ପତଳା ହେଉଛି ଗରୁଡ଼ ସ୍ତମ୍ଭ !

ଗରୁଡ଼ ସ୍ତମ୍ଭକୁ ବାରମ୍ବାର କୋଳାଗ୍ରତ କରିବା ଦ୍ୱାରା ଏହାର ମୋଟାଇ ପତଳା ହେବା ସହ ସ୍ତମ୍ଭଟିର ସ୍ଥାୟିତ୍ୱ ପ୍ରତି ବିପଦ ଦେଖା ଦେଇଛି। 

Special story
‘ନିଜ ମାଟି ଓଡ଼ିଶାକୁ ଆସି ମୁଁ ଆଜି ଆନନ୍ଦିତ ’

ନାଗରିକ ସଂବର୍ଦ୍ଧନା ଗ୍ରହଣ ଅବସରରେ ରାଷ୍ଟ୍ରପତିଙ୍କ ଅଭିଭାଷଣ

Special story
ମହାପ୍ରସାଦରେ କ’ଣ ଖାଇଲେ ରାଷ୍ଟ୍ରପତି ?

ମହାପ୍ରସାଦ ଖାଇବା ସମୟରେ ଚକା ପକେଇ ତଳେ ବସି ମହାପ୍ରସାଦ ଖାଇଲେ ଦ୍ରୌପଦୀ ମୁର୍ମୁ ।

Droupadi Murmu
ଦର୍ଶନ ପୁସ୍ତିକାରେ ଭାବପୂର୍ଣ୍ଣ ଅନୁଭୂତି ବଖାଣିଲେ ରାଷ୍ଟ୍ରପତି

ଜଗତର ନାଥ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ (Droupadi Murmu) । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି ଅଭିଭୂତ ହୋଇଛନ୍ତି ।