ଏହି ଦୀପଦାନ ସମାରୋହ ଶ୍ରୀମନ୍ଦିର ସିଂହଦ୍ୱାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଏକ ଲକ୍ଷ ଦୀପ ଜଳାଯିବ। ଆସନ୍ତା ୧୨ ତାରିଖ ଦେବଦୀପାବଳିରେ ଏକ ଲକ୍ଷ ଦୀପଦାନ କରାଯିବ ।
ମରିଚିକୋଟ ଛକର ଏଇ ଧର୍ମଜ୍ୟୋତି ଲଜିଂଠୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଯାଏ ଲମ୍ବିବ ଟନେଲ ସଦୃଶ ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ୍ । ୧୨ ମିଟର ଚୌଡ଼ା, ୮୪ ମିଟର ଲମ୍ବ ।
ରଥଯାତ୍ରାରେ ରଥ ଉପରକୁ ଯିବା ଛଡ଼ା ମୋର ଆଉ କୌଣସି ସଂପର୍କ ନାହିଁ ବୋଲି କହିଛନ୍ତି ଜଗତଗୁରୁ। ଶ୍ରୀମନ୍ଦିର ୪ ଦ୍ୱାର ପ୍ରସଙ୍ଗରେ ମତ ରଖି କହିଛନ୍ତି, ଦକ୍ଷିଣ ଦ୍ୱାର କେବଳ ମୋ ପାଇଁ ଖୋଲିପାରେ।
୨୪ ନଭେମ୍ବର ୨୦୨୧। ୩୩୧ କୋଟି ୨୮ ଲକ୍ଷ ଟଙ୍କା ବଜେଟ୍ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଶୁଭାରମ୍ଭ ବେଳେ ଡିଜାଇନ୍ ଯାହା ଥିଲା, ସେଥିରେ ମାତ୍ରାଧିକ ପରିବର୍ତ୍ତନ ଘଟି ସାରିଛି।
କେବଳ ରଥଯାତ୍ରା ସମୟରେ ଏହି ଡେଡିକେଟଡ ବ୍ୟାରିକେଡ ହଟାଯିବ । ଭକ୍ତମାନେ ଏହି ବ୍ୟାରିକେଡ ଦେଇ ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ଭିତର ଦେଇ ଦୋଳବେଦୀ କୋଣ ହେଇ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବେ ।
ଏହି ପାର୍କିଂରେ ୫୦୦ କାର ଓ ୫୦୦ ବାଇକ ଏକକାଳୀନ ପାର୍କିଂ ହେବାର କ୍ଷମତା ରହିଛି । ପ୍ରତି ଚାରିଚକିଆ ଯାନକୁ ୪ ଘଣ୍ଟା ପିଛା ୫୦ ଟଙ୍କା ଦେଇ ପାର୍କିଂ କରିପାରିବେ ପୁରୀ ଯାଉଥିବା ତୀର୍ଥଯାତ୍ରୀ । ୪ ଘଣ୍ଟାରୁ ଉର୍ଦ୍ଧ୍ଵ ପ୍ରତି ଘଣ୍ଟା ପିଛା ୧୦ ଟଙ୍କା ଅଧିକା ଦେୟ ଦେବାକୁ ପଡ଼ିବ ।
ଆସନ୍ତାକାଲି ରାସ ପୂର୍ଣ୍ଣମୀରେ ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଲାଗିବ। ଯଦିଓ କାର୍ତ୍ତିକ ମାସ ସାରା ବଡ଼ଦାଣ୍ଡରେ ଭକ୍ତଙ୍କ ଦର୍ଶନ ଯନ୍ତ୍ରଣା ଗଣମାଧ୍ୟମରେ ପ୍ରସାରଣ ପରେ ଶ୍ରୀମନ୍ଦିର ବାହାର ବ୍ୟବସ୍ଥା ବଦଳିଛି ହେଲେ ମନ୍ଦିର ଭିତର ଅବସ୍ଥା କିନ୍ତୁ ଯଥା ପୂର୍ବଂ ତଥା ପରଂ।
ଆଜି ରାତି ସାରା ଶ୍ରୀମନ୍ଦିର ଖୋଲା ରହିବ....ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ସୂଚନା...ଭକ୍ତମାନେ ଚାହିଁଲେ ଆଜି ରାତିରେ ଆସି ଦର୍ଶନ କରିପାରିବେ....
ପ୍ରବଳ ଭିଡ଼ ହେଉଥିବାରୁ ନଆସିବାକୁ ଅନୁରୋଧ କଲେ...ଯେଉଁଠି ଥାଇ ଡାକିଲେ ଭଗବାନ ସେମାନଙ୍କ କଥା ଶୁଣିବେ...ଅତ୍ୟଧିକ ଆଗ୍ରହ ଦେଖାଇ ଭିଡ଼ ଭିତରକୁ ନପଶିବାକୁ ଅନୁରୋଧ...
ବିଶ୍ୱବିଦ୍ୟାଳୟରେ ୮ ମହଲା ବିଶିଷ୍ଟ ପ୍ରଶାସନିକ ଓ ଶୈକ୍ଷିକ ଭବନ ହେବ, ସେହିପରି ୫ ମହଲା ମହିଳା ଛାତ୍ରାବାସ, ପୁରୁଷ ଛାତ୍ରାବାସର ବି ଶିଳାନ୍ୟାସ ହୋଇଛି ..
ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ୫୬ ଫୁଟ୍ ଲମ୍ବର ଏକ ବିରାଟକାୟ ବିଶ୍ୱକପ୍ ଟ୍ରଫି ପ୍ରତିକୃତୀ ନିର୍ମାଣ କରିବା ସହ ଟିମ୍ ଇଣ୍ଡିଆକୁ ଶୁଭେଛା ଜଣାଇଛନ୍ତି।
କିଏ ବଡ଼ଦାଣ୍ଡରେ ପିଲାଛୁଆ ଧରି ଶୀତ କାକରରେ ରାତି ବିତାଉଛି ତ ପୁଣି କିଏ ବ୍ୟାରିକେଡ୍ ଭିତରେ ମଶା ଡାଆଁଶଙ୍କ ଦାଉରେ ଶୋଇବା ଚେଷ୍ଟା କରୁଛି। ପୁଣି କାହା ପାଇଁ ସାହାରା ପାଲଟୁଛି ଦୋକାନ ପିଣ୍ଢା ।
ମହେଶ୍ବର ମହାନ୍ତିଙ୍କ ଅବର୍ତ୍ତମାନରେ କିଏ ସମ୍ଭାଳିବେ ପୁରୀ ଜିଲ୍ଲାରେ ବିଜେଡି ସଂଗଠନ? କାହା ଉପରେ ଭରସା କରିବେ ବିଜେଡି ସୁପ୍ରିମୋ ? ବିବାଦରେ ସମୀର, ସଂଜୟଙ୍କ ସହ ଅନ୍ୟ ନେତାଙ୍କ କନ୍ଦଳ ଚିନ୍ତା । ମହେଶ୍ବରଙ୍କ ଲିଗାସୀ ପୁଅ ସୁନୀଲ ନେଉଥିବା ଚର୍ଚ୍ଚା।
ମହେଶ୍ୱରଙ୍କ ପରେ ପୁରୀରୁ ହେଭିୱେଟ ରହିଛନ୍ତି ସଞ୍ଜୟ ଦାସବର୍ମା। ଦୀର୍ଘଦିନ ଧରି ଦଳରୁ ଦୂରେଇ ରହୁଥିବା ସଞ୍ଜୟଙ୍କୁ କିଛି ଦିନ ତଳେ ସାମ୍ନାକୁ ଆଣି ଦାୟିତ୍ୱ ଦେଇଛି ଦଳ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବା ପୂର୍ବରୁ ଆଜି ପରିକ୍ରମା ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ଓ ଶ୍ରୀସେତୁର ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ ।
ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଗୁରୁତର ଭାବେ ଅସୁସ୍ଥ । ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଚାଲିଛି ଚିକିତ୍ସା ।
ଆନନ୍ଦ ବଜାରରେ ଗୋଳିଆ ପାଣି । ଭକ୍ତଙ୍କ ପାଇଁ ଲାଗିଥିବା ଟ୍ୟାପରୁ ନାଲି ରଙ୍ଗର ଗୋଳିଆ ପାଣି ବାହାରୁଛି ।
ଶାଳୀନତା ପୂର୍ଣ୍ଣ ପୋଷାକ ବିନା ଭକ୍ତଙ୍କୁ ଶ୍ରୀମନ୍ଦିର ମନା। ଆସନ୍ତା ନୂଆ ବର୍ଷଠୁ ଏଭଳି ନିୟମ କଡ଼ାକଡ଼ି ପାଳନ କରିବାକୁ ଯାଉଛି ଶ୍ରୀମନ୍ଦିର ପ୍ରଶାସନ। ହେଲେ ତା ପୂର୍ବରୁ ଆଜି କାର୍ତ୍ତିକ ଆରମ୍ଭରୁ ମାର୍ଜିତ ପୋଷାକ କଣ ତାର କିଛି ଝଲକ ଦେଖିବାକୁ ମିଳିଛି ସିଂହଦ୍ବାର ସାମ୍ନାରେ।
କୁହାଯାଏ, ବିଶ୍ବାସେ ମିଳନ୍ତି ହରି, ତର୍କେ ବହୁ ଦୂର । ଇୟେ ସେମିତି ଏକ ବିଶ୍ବାସର କଥା । ଯୁଗ ଯୁଗରୁ ଏ ବିଶ୍ବାସରେ ଲୋକଙ୍କ ଆସ୍ଥା ରହି ଆସିଛି ।
ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ମହାସ୍ନାନ ନୀତି ହୋଇଛି। ମହାସ୍ନାନ ନୀତି ପରେ ପୁଣି ସମସ୍ତ ନୀତିକାନ୍ତି ଆରମ୍ଭ ହେବ।
‘ମୋଦି ପୁରୀରୁ ଲୋକସଭା ଲଢ଼ିବେ ବୋଲି ଶୁଣିଛି। ନରେନ୍ଦ୍ର ମୋଦି ଲୋକସଭା ନିର୍ବାଚନ ଲଢ଼ିବେ, ନବୀନ ବିଧାନସଭା ଲଢ଼ନ୍ତୁ। ଉଭୟ ଲଢ଼ିଲେ ଜୋରଦାର ଲଢ଼େଇ ହେବ ବୋଲି କହିଛନ୍ତି ଜୟନ୍ତ ଷଡ଼ଙ୍ଗୀ।
ବସ୍ତ୍ରରେ ଶାଳୀନତା ନଥିଲେ ଭକ୍ତଙ୍କୁ ଶ୍ରୀମନ୍ଦିର ମନା । ପୋଷାକ ମାର୍ଜିତ ନଥିଲେ କରି ପାରିବେନି ଜଗାଦର୍ଶନ। ଆଗରୁ ଚଳୁଥିଲା, ହେଲେ ନୂଆବର୍ଷରୁ ଆଉ ବିଲକୁଲ୍ ନୁହଁ। ନୀତି ସବ୍ କମିଟି ବୈଠକ ପରେ ଗତକାଲି ଶ୍ରୀମନ୍ଦିର ପ୍ରବେଶ ବେଳେ ଭକ୍ତଙ୍କ ପରିଧାନକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଏ ସୂଚନା ପରେ ଭକ୍ତ ମହଲରେ ବହୁ ଚର୍ଚ୍ଚା, ଆଲୋଚନା ।
ରତ୍ନଭଣ୍ଡାରର ଦୁର୍ବଳ ସ୍ଥିତି ଓ ଅଳଙ୍କାର ସୁରକ୍ଷା ନେଇ ଏଏସଆଇ ଓ ଶ୍ରୀମନ୍ଦିର ସେବାୟତ ଏବଂ ଭକ୍ତ ସମସ୍ତେ ଚିନ୍ତା ପ୍ରକଟ କରିଆସୁଛନ୍ତି। ୨୦୧୮ ଏପ୍ରିଲ ମାସରେ ଶେଷ ଥର ପାଇଁ ରତ୍ନଭଣ୍ଡାର ଅନୁଧ୍ୟାନ ପାଇଁ ୧୭ ଜଣିଆ ହାଇଲେବଲ୍ ଟିମ୍ ଯାଇ ଭିତର ଭଣ୍ଡାର ଚାବି ନଥିବାରୁ ବାହାର ଭଣ୍ଡାରରୁ ଉପରଠାଉରିଆ ଅନୁଧ୍ୟାନ ସାରି ଫେରି ଆସିଥିଲା।
ଶ୍ରୀମନ୍ଦିରରେ ଅଧ ଘଣ୍ଟା ମହାପ୍ରଭୁଙ୍କୁ ଦର୍ଶନ କରିବେ..ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ ପରେ ରାଜଭବନ ଫେରିବେ..ରାଜଭବନରୁ ସିଧା ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କାର୍ଯ୍ୟକ୍ରମ
ଭକ୍ତର ଭାବରେ ବନ୍ଧା ଜଗନ୍ନାଥ । ଅଧ ରାତିରେ ଦେଲେ ସ୍ୱପ୍ନାଦେଶ...କହିଲେ, ମତେ ନେଇକି ଗାଁରେ ରଖ । ଆଜ୍ଞା ପାଇବା ପରେ ଶ୍ରୀକ୍ଷେତ୍ରରୁ ନୟାଗଡ ପର୍ଯ୍ୟନ୍ତ କିର୍ତ୍ତନ, ହରିବୋଲ, ହୁଳହୁଳିରେ କମ୍ପିଲା ଏରିଆ । ଲୋକେ କହିଲେ....ଗାଁକୁ ଠାକୁର ଆସିଥିବାରୁ ଆମେ ଭାରି ଖୁସି