ଯିଏ ପ୍ରତି ମୁହୂର୍ତ୍ତିରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଧାମରା ପଞ୍ଚାୟତ ଝାଡକଟା ଗାଁର ଲାଲ ମୋହନ ମଉସାଙ୍କୁ, I Love u ନୁହେଁ, ବରଂ ଆକାଶବାଣୀ କଟକ କହୁଥିଲା, କହୁଛି ଆଉ କହୁଥିବ…
ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆଉଟରିଚ୍ ପକ୍ଷରୁ ଅଷ୍ଟମ ଅନ୍ତର୍ଜାତୀୟ ରେଡିଓ ମେଳା ଅନୁଷ୍ଠିତ ହୋଇଛି । ପ୍ରଦର୍ଶନୀରେ ଶହ ଶହ ସଂଖ୍ୟାରେ ନୂଆ ଓ ପୁରୁଣା ରେଡିଓ ରହିଛି ।