• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ragging Allegations

Ramadevi University
ରମାଦେବୀରେ +2 ଛାତ୍ରୀଙ୍କୁ ରାଗିଂ; ଅଶ୍ଲୀଳ ଭିଡିଓ ଦେଖିବା ପାଇଁ କରାଯାଉଥିଲା ବାଧ୍ୟ !

ରମାଦେବୀ ଜୁନିୟର କଲେଜ ଛାତ୍ରୀ ଆଣିଲେ ରାଗିଂ ପରି ସାଂଘାତିକ ଅଭିଯୋଗ । ଅନ୍ତେବାସୀମାନେ ମାନସିକ ନିର୍ଯାତନା ଦେବା ସହ ଏକଘରିକିଆ କରିଦେଇଥିବା ଛାତ୍ରୀଜଣକ ଅଭିଯୋଗ କରିଛନ୍ତି ।

 7 Students Of Khallikote Higher Secondary School Suspends From Campus In Connection With Ragging
ରାଗିଂ କରି ସବୁଦିନ ପାଇଁ କ୍ୟାମ୍ପସରୁ ସସ୍‌ପେଣ୍ଡ୍‌ ହେଲେ ୭ ଛାତ୍ର

ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ସ୍କୁଲ୍‌ର ୭ ଜଣ ଛାତ୍ରଙ୍କୁ ସବୁଦିନ ପାଇଁ କ୍ୟାମ୍ପସରୁ ସସ୍‌ପେଣ୍ଡ୍‌ କରାଯାଇଛି। ଯଦି ସମ୍ପୃକ୍ତ ଛାତ୍ରମାନେ କ୍ୟାମ୍ପସକୁ ଆସନ୍ତି ତା’ହେଲେ ପୋଲିସ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନୋଟିସରେ ଉଲ୍ଲେଖ ରହିଛି। 

82 OSME students fined for ragging in Keonjhar
ମହଙ୍ଗା ପଡ଼ିଲା ରାଗିଂ: ୮୨ ଛାତ୍ରଙ୍କୁ ୮୨ ହଜାର ଟଙ୍କା ଫାଇନ୍‌, ଲାଇବ୍ରେରୀରୁ ମିଳିବନି ବହି

ରାଗିଂ ଅଭିଯୋଗରେ ୮୨ ଜଣ ଛାତ୍ରଙ୍କୁ ୮୨ ହଜାର ଟଙ୍କା ଫାଇନ୍‌ କରାଯାଇଛି।  ଅଭିଯୋଗ ଅନୁସାରେ, ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର ଛାତ୍ର ରାଗିଂ କରିଥିଲେ। 

Student of a private ITI attempts killing self over alleged ragging
ରାଗିଂ ପରେ ଆତ୍ମହତ୍ୟା ଉଦ୍ୟମ ! ବିଷ ପିଇଲେ ITI ଛାତ୍ର

କଲେଜରେ ରାଗିଂ ପରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। କଲେଜରୁ ଫେରିବା ପରେ ସମ୍ପୃକ୍ତ ଛାତ୍ର ବିଷ ପିଇ ଦେବାରୁ ଅଚେତ ହୋଇପଡ଼ିଥିଲେ।

Ragging Allegations
କଲେଜ ପରେ ଏବେ ସ୍କୁଲ୍‌ରେ ରାଗିଂ, ଅଶ୍ଲୀଳ ଭିଡିଓ ନଦେଖିବାରୁ ମାଡ଼ ମାରି ପିଆଇଲେ ପରିଶ୍ରା !

ନବରଙ୍ଗପୁର ଉମରକୋଟର ଗୁରୁକୃପା ଆବାସିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରକୁ ରାଗିଂ ଅଭିଯୋଗ । ୫ ସହପାଠୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଅଷ୍ଟମ ଶ୍ରେଣୀ ଛାତ୍ର ।