ସେତେବେଳେ ପୋଲିସ କହିଥିଲା- ରାଂଗି ହୋଇନି, ଏବେ କଣ କରିବ?
ନ୍ୟାୟ ଦିଅ ନ୍ୟାୟ ଦିଅ ବୋଲି ଚିତ୍କାର କରି ପୋଲିସକୁ ଗୁହାରି ହେଉଥିଲେ ରୁଚିକାଙ୍କ ମାଆ । ହେଲେ ଶୁଣିବା ସ୍ଥିତିରେ ନଥିଲା ପୋଲିସ ।
କଲେଜରେ ରାଗିଂ ହେବା ନେଇ କେହି ସ୍ୱୀକାର କରିନାହାନ୍ତି । କଲେଜରେ ରାଗିଂ ହେଉଥିବା ନେଇ କୌଣସି ପିଲା କହିନାହାନ୍ତି ।
ବଡ଼ଗଡ଼ ଥାନାରେ ଏନେଇ ଲିଖିତ ଅଭିଯୋଗ କରିଛନ୍ତି ରାଗିଂର ଶିକାର ହୋଇଥିବା ଛାତ୍ର । ତେବେ ରାଗିଂ ଅଭିଯୋଗ ନେଇ କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିନି ।
କଲେଜର ୩ ସିନିଅର ଛାତ୍ର ରାଗିଂ କରୁଥିବା ଅଭିଯୋଗ କରିଛନ୍ତି
ଆଣ୍ଟିଂ ରାଗିଂ ସ୍କ୍ୱାର୍ଡ ଓ ସିଡିଏମଓଙ୍କୁ ଅଭିଯୋଗ କଲେ ଛାତ୍ରୀ । ସିଡିଏମଓଙ୍କ ନେତୃତ୍ୱରେ ଟିମ୍ କରୁଛି ତଦନ୍ତ ।
ରାଗିଂ ହେଲେ ଚୁପ ନରହି ଅଭିଭାବକ ଓ କର୍ତ୍ତୃପକ୍ଷଙ୍କୁ ଜଣାନ୍ତୁ କହିଲେ ଶିକ୍ଷାବିତ୍ ।
କଡ଼ା ଆଣ୍ଟି ରାଗିଂ ଆଇନ୍ ଆଣିବାକୁ ତେଜିଲା ଦାବି ।
ଭୁବନେଶ୍ୱର ସ୍ପୋର୍ଟସ୍ ହଷ୍ଟେଲ୍ରେ ଅଲମ୍ପିଆନ୍ ଦୂତୀ ଚାନ୍ଦଙ୍କୁ ରାଗିଂ କରାଯାଇଥିଲା। ଏଭଳି ଘଟଣା କାହାକୁ କହି ହେଉନଥିଲା କି ସହି ହେଉନଥିଲା ବୋଲି ଦୂତୀ ସୋସିଆଲ୍ ମିଡିଆରେ କମେଣ୍ଟ ଦେଇ ଲେଖିଛନ୍ତି।
ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସହପାଠୀମାନେ ସମ୍ପୃକ୍ତ ଛାତ୍ରଙ୍କୁ ଉଲଗ୍ନ କରିବା ସହ ଦୌଡ଼ିରେ ହାତ ଗୋଡ଼ ବାନ୍ଧି ଚପଲରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ବୁର୍ଲା ଭିସୁଟର ଜଣେ ଛାତ୍ରଙ୍କୁ ମାଡ଼ ମରା ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ । ୨ ଜଣ ଛାତ୍ରଙ୍କୁ ୨ ବର୍ଷ ଲେଖାଏଁ ଓ ଅନ୍ୟ ୧୦ ଛାତ୍ରଙ୍କୁ ବର୍ଷେ ଲେଖାଏଁ ବିଶ୍ୱବିଦ୍ୟାଳୟରୁ ବହିଷ୍କାର କରାଯାଇଛି
ବୁର୍ଲା ଭିସୁଟ୍ରେ ଜଣେ ତୃତୀୟ ବର୍ଷର ଇଞ୍ଜିନିୟରିଂ ଛାତ୍ରଙ୍କୁ ମାଡ଼ମରା ଘଟଣାରେ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨ ଜଣ ଛାତ୍ରଙ୍କୁ ୨ ବର୍ଷ ପାଇଁ ଏବଂ ଅନ୍ୟ ୧୦ ଜଣ ଛାତ୍ରଙ୍କୁ ବର୍ଷେ ପାଇଁ ବହିଷ୍କାର କରାଯାଇଛି।
ବୁର୍ଲା ଭିସୁଟ୍ରେ ପୁଣି ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି । ଜଣେ ୩ୟ ବର୍ଷ ଛାତ୍ରଙ୍କୁ ୪ର୍ଥ ବର୍ଷ ଛାତ୍ରଙ୍କ ମାଡ଼ ଅଭିଯୋଗ । କାଲି ରାତିରେ ଏକ ହଷ୍ଟେଲରେ ଛାତ୍ରଙ୍କୁ ନିସ୍ତୁକ ମାଡ଼ ଅଭିଯୋଗ ହୋଇଥିବା ନେଇ ସୂଚନା ମିଳିଛି । ଛାତ୍ରଙ୍କ ମୁହଁ, ପିଠି, ହାତରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ତେବେ କିଛି ଦିନର ଅନ୍ତର ପରେ ପୁଣି ଭିସୁଟ୍ରେ ଏପରି ଘଟଣା ଘଟିଥିବା ସାମ୍ନାକୁ ଆସିଛି