• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rahul Gandhi

Rahul Gandhi
ହାଥରସ ଦୁର୍ଘଟଣା... ପୀଡ଼ିତଙ୍କୁ ଭେଟିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ

ହାଥରସରେ ଧାର୍ମିକ କାର୍ଯ୍ୟକ୍ରମ ପରେ ଦଳାଚକଟାରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରର ବେଦନା ଶୁଣିଲେ କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ।

Narendra Modi Vs Rahul Gandhi
ସଂସଦରେ କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କୁ ମୋଦିଙ୍କ ପ୍ରବଳ ଧୁଲେଇ

୨୦୨୪ ନିର୍ବାଚନରେ ଓଡ଼ିଶାର ବିଜେପିର ଅପୂର୍ବ ସଫଳତା କଥା ମନେ ପକାଇ ଏହାକୁ ଜଗନ୍ନାଥଙ୍କ ଭରପୁର ଆଶୀର୍ବାଦ ବୋଲି ମଧ୍ୟ କହିଛନ୍ତି।

PM Modi
ବିକାଶର ଗୋଲାପୀ ଚିତ୍ର ଦେଖାଇଲେ ପ୍ରଧାନମନ୍ତ୍ରୀ, ବିରୋଧୀଙ୍କ ପ୍ରବଳ ହୋହଲ୍ଲାରେ କମ୍ପିଲା ଗୃହ

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ । ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଅବସରରେ ପ୍ରଧାନମନ୍ତ୍ରୀ ନିଜର ଅଭିଭାଷଣ ରଖିଛନ୍ତି ।

Manmohan Samal
ଥମୁନି ରାହୁଲ ବୟାନ୍‌ ଝଡ଼; କଡ଼ା ଭର୍ସନା କଲେ ମନମୋହନ, କହିଲେ ...

ଲୋକସଭାରେ ହିନ୍ଦୁମାନଙ୍କୁ ହିଂସ୍ର ଓ ମିଛୁଆ କହିବାକୁ ନେଇ ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଲା ବିଜେପି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, କଂଗ୍ରେସ ବିରୋଧୀ ସିଟରେ ବସିବାରୁ ଅଣନିଃଶ୍ୱାସୀ ହୋଇଛନ୍ତି ।

Narendra Modi
ଲୋକସଭାରେ କ’ଣ କହିବେ ମୋଦି ? ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଉପରେ ସମସ୍ତଙ୍କ ନଜର

ଗତକାଲି ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ କେନ୍ଦ୍ର ସରକାରଙ୍କୁ କଡ଼ା ହମଲା ପରେ ଆଜି ପ୍ରଧାନମନ୍ତ୍ରୀ ମୋଦି ଏହାର ଜବାବ କିପରି ରଖୁଛନ୍ତି ତା ଉପରେ ସାରା ଦେଶର ନଜର ରହିଛି ।

Rahul Gandhi
ରାହୁଲ ଗାନ୍ଧିଙ୍କ ହିନ୍ଦୁ ବୟାନକୁ ନେଇ ଲୋକସଭାରେ ହଙ୍ଗାମା

ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ହିନ୍ଦୁ ବୟାନ ଓ ଶିବଙ୍କ ଫଟୋ ପ୍ରଦର୍ଶନକୁ ନେଇ ଲୋକସଭାରେ ଜୋରଦାର ହଙ୍ଗାମା।

Rahul Gandhi
ରାହୁଲଙ୍କ ହିନ୍ଦୁ ବୟାନ, ଲୋକସଭାରେ ହଙ୍ଗାମା; ଦେଶବାସୀଙ୍କୁ କ୍ଷମା ମାଗିବାକୁ ଗୃହମନ୍ତ୍ରୀଙ୍କ ଦାବି

ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ହିନ୍ଦୁ ବୟାନ ଓ ଶିବଙ୍କ ଫଟୋ ପ୍ରଦର୍ଶନକୁ ନେଇ ଲୋକସଭାରେ ଜୋରଦାର ହଙ୍ଗାମା ।

Parliament
ସଂସଦରେ ଶିବ ଫଟୋ ନେଇ ହଙ୍ଗାମା; ହିନ୍ଦୁ ଧର୍ମକୁ ପୁଣି ଅପମାନ ଦେଲେ ରାହୁଲ୍, କହିଲେ ...

ସଂସଦରେ ଶିବ ଫଟୋ ହଙ୍ଗାମା । ସଂସଦରେ ଆଜି ଗୃହ କାର୍ଯ୍ୟ ବେଳେ ରାହୁଲ ଗାନ୍ଧିଙ୍କ ମହାଦେବଙ୍କ ଫଟୋକୁ ନେଇ ଲୋକସଭାରେ ପ୍ରବଳ ହଙ୍ଗାମା ।

Three new criminal laws
ନୂଆ ଆଇନ୍‌ ନେଇ ତେଜିଲା ରାଜନୀତି; ବିରୋଧ କଲା କଂଗ୍ରେସ, ଶାହ କହିଲେ...

ନୂଆ ଆଇନ ଲାଗୁ ହେବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଥିବା ବେଳେ ଏନେଇ ସମସ୍ତ ଅଭିଯୋଗକୁ ନେଇ ସ୍ପଷ୍ଟତା ଆଣିଛନ୍ତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।

Modi-Rahul
ସଂସଦରେ ବିରଳ ଦୃଶ୍ୟ ! ମୋଦିଙ୍କ ସହ ହାତ ମିଳାଇଲେ ରାହୁଲ, ଦେଖନ୍ତୁ ଭିଡିଓ...

ବାଚସ୍ପତି ନିର୍ବାଚନ ସମୟରେ ଶାସକ ଓ ବିରୋଧୀ ଦଳର ଏହି ଦୁଇ ନେତାଙ୍କ ମଧ୍ୟରେ ଏପରି ବନ୍ଧୁତ୍ୱପୂର୍ଣ୍ଣ ଭାବ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି।

Rahul Gandhi
ରାହୁଲ ଗାନ୍ଧି ହେଲେ ଲୋକସଭାରେ ବିରୋଧୀ ଦଳ ନେତା

କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧିଙ୍କୁ ଲୋକସଭାରେ ବିରୋଧୀ ଦଳର ନେତା ଚୟନ କରାଯାଇଥିବା ସେ ଚିଠିରେ ଅବଗତ କରାଇଛନ୍ତି। 

EVM
EVM କୁ ନେଇ ପୁଣି ଉଠିଲା ପ୍ରଶ୍ନ; ରାହୁଲ କହିଲେ, ଏଟା ଗୋଟେ ବ୍ଲାକ୍ ବକ୍ସ

ଲୋକସଭା ନିର୍ବାଚନ ସରୁ ସରୁ ଉଠିଲା ଇଲେକ୍ ଟ୍ରୋନିକ୍ ଭୋଟିଂ ମେସିନ୍ ବା ଇଭିଏମ୍ ପ୍ରସଙ୍ଗ । କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଇଭିଏମକୁ ନେଇ ଉଠାଇଛନ୍ତି ପ୍ରଶ୍ନ ।

Lok Sabha Election
୨୦୨୪ ଜନାଦେଶ: ମୋଦି, ଶାହ ଓ ରାହୁଲ୍ ଆଗରେ

ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ସେହିପରି ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍‌ରେ ଆଗୁଆ ଅଛନ୍ତି। ସେହିପରି ସ୍ମୃତି ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରେ ଆଗୁଆ ଅଛନ୍ତି।

Rahul Gandhi
ମୋଦି-ନବୀନଙ୍କ ପାର୍ଟନରସିପ୍ ଭାଙ୍ଗି ଫିଙ୍ଗି ଦେବାକୁ ଚାହୁଁଛୁ: ରାହୁଲ ଗାନ୍ଧି

ଆଜି ଓଡ଼ିଶା ଆସି ପ୍ରଚାର କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ବାଲେଶ୍ବରର ସିମୁଳିଆରେ ଜନସଭାକୁ଼ ସମ୍ବୋଧନ କରି ଆରମ୍ଭରୁ ବିଜେପି-ବିଜେଡ଼ିକୁ ଟାର୍ଗେଟ୍‌ କରିଛନ୍ତି ରାହୁଲ ଗାନ୍ଧି ।

Rahul Gandhi Stage Collapsed
ଏତେ ଲୋକ ଚଢ଼ିଲେ ଯେ, ସମ୍ଭାଳି ପାରିଲାନି ମଞ୍ଚ ! ଦେଖନ୍ତୁ ଭିଡିଓ...

ପୂରା ଘଟଣା ସୋମବାର ବିହାରରେ ଆୟୋଜିତ ଲୋକସଭା ନିର୍ବାଚନୀ ସଭାରେ ଘଟିଛି। ପାଟନା ଉପକଣ୍ଠ ପଲିଗଞ୍ଜ ଠାରେ ଆରଜେଡି ନେତ୍ରୀ ମିଶା ଭାରତୀଙ୍କ ପାଇଁ ନିର୍ବାଚନୀ ସଭାର ଆୟୋଜନ କରାଯାଇଥିଲା।

Rahul Gandhi
BJD ନାଁରେ ପଦେ ବି କହିଲେନି, ମିଡିଆ ଉପରେ ବର୍ଷିଲେ ରାହୁଲ

ବଲାଙ୍ଗିରରୁ ରାହୁଲଙ୍କ ନିଶାନା। ଜନ ଆଶୀର୍ବାଦ ସଭାରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅନେକ ପ୍ରତିଶ୍ରୁତି ଦେଇଛନ୍ତି। ରାହୁଲ କହିଛନ୍ତି, ପ୍ରଥମ ଥର ପାଇଁ କୌଣସି ଦଳ କହିଛି ଜିତିଲେ ସମ୍ବିଧାନ ବଦଳାଇବ।

Rahul Gandhi
ବଲାଙ୍ଗିର ସଭାରେ ବର୍ଷିଲେ ରାହୁଲ ଗାନ୍ଧି; କହିଲେ ବର୍ଷକରେ କୋଟିଏ ମହିଳା ହେବେ ଲକ୍ଷପତି

ଏକ କୋଟି ମହିଳାଙ୍କୁ ଏକ ବର୍ଷରେ ଲକ୍ଷପତି କରିଦେବୁ କହିଲେ ରାହୁଲ ଗାନ୍ଧି। କୋଟିଏ ଟଙ୍କା ଗରିବଙ୍କ ପକେଟ୍‌କୁ ଯିବ। ସବୁ ବନ୍ଦ ଥିବା ଫ୍ୟାକ୍ଟ୍ରି ଚାଲୁ କରାଯିବ।

Odisha Visit
କେନ୍ଦ୍ରୀୟ ନେତାଙ୍କ ଘନଘନ ଓଡ଼ିଶା ଗସ୍ତ; ଆଜି ଆସୁଛନ୍ତି ଶାହ-ନଡ୍ଡା-ରାହୁଲ୍

ଆଜିଠୁ ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବରରେ ଆୟୋଜିତ ଏକ ମହିଳା ସମାବେଶରେ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆଜି ବଲାଙ୍ଗିର ଗସ୍ତରେ ଆସୁଛନ୍ତି କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି।

Rahul Gandhi
୧୫ରେ ବଲାଙ୍ଗିର ଆସିବେ ରାହୁଲ, ବାଇକ୍‌ ରାଲି ସହ କରିବେ ଜନସଭା

ବାଇକ୍ ରାଲି ସହ ଜନସଭାରେ ଯୋଗ ଦେବେ ରାହୁଲ ଗାନ୍ଧି । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ବଲାଙ୍ଗିର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ।

Rahul Gandhi
କାହିଁକି ଧଳା ରଙ୍ଗର ଟି-ସାର୍ଟ ପିନ୍ଧନ୍ତି ରାହୁଲ ଗାନ୍ଧି ? କହିଲେ ଏହା ପଛର କାରଣ...

ଏକ ଭିଡିଓ ମାଧ୍ୟମରେ ତାଙ୍କ ଧଳା ରଙ୍ଗର ଟି-ସାର୍ଟ ଓ କ୍ୟାମ୍ପେନକୁ ନେଇ ନିଜର ମତ ରଖିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି।

Narendra Modi On Rahul
ରାଏବରେଲି ଯାଉଯାଉ ରାହୁଲଙ୍କୁ ବିଜେପିର କଟାକ୍ଷ

ଜାତୀୟ ରାଜନୀତିକୁ ସରଗରମ କରିଛି କଂଗ୍ରେସର ରାହୁଲ ମୁଭ୍ । ଏଥର ୱାଏନାଡ଼ ସହ ଅମେଠି ନୁହେଁ, ମାଆ ସୋନିଆଙ୍କ ଆସନ ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି ।

Narendra Modi On Rahul
ରାୟବରେଲିରୁ ରାହୁଲ କଲେ ନାମାଙ୍କନ ଦାଖଲ...କଟାକ୍ଷ କଲେ ମୋଦି, କହିଲେ...

ଜାତୀୟ ରାଜନୀତିକୁ ସରଗରମ କରିଛି କଂଗ୍ରେସର ରାହୁଲ ମୁଭ୍ । ଏଥର ୱାଏନାଡ଼ ସହ ଅମେଠି ନୁହେଁ, ମାଆ ସୋନିଆଙ୍କ ଆସନ ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି ।

PM Modi
ରାହୁଲ-ସୋନିଆଙ୍କୁ ମୋଦିଙ୍କ ସିଧା ନିଶାନା; କହିଲେ, କାହିଁକି ଡରୁଛନ୍ତି ସେହଜାଦା?

ଅମେଠୀରୁ ରାହୁଲ ନିର୍ବାଚନ ନଲଢ଼ିବା ପରେ ଏବେ ଏହାକୁ ନେଇ ସିଧା ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ।

Rahul Gandhi
ରାହୁଲଙ୍କ ୫ ଗ୍ୟାରେଣ୍ଟି, କଂଗ୍ରେସ ଆସିଲେ ନିଶ୍ଚୟ ପୂରଣ କରିବ

ମନରେଗା ଯୋଜନାରେ ଶ୍ରମିକଙ୍କୁ ୪୦୦ ଟଙ୍କା ମଜୁରୀ ପ୍ରଦାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

Rahul Gandhi
ଶେଷ ଦିନରେ ରାୟବରେଲୀରୁ ପ୍ରାର୍ଥୀ ହେଲେ ରାହୁଲ, ଆମେଠିରୁ କିଶୋରୀ ଲାଲ୍ ଶର୍ମା

ରାହୁଲ ରାୟଗଡ଼ାରେ ଏକ ବିରାଟ ଜନସମାବେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଥିଲା । ହେଲିକପ୍ଟର ଯୋଗେ ଦିନ ୧୨ଟାରେ ସେ ରାୟଗଡ଼ାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଥିଲା ।