• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rahul Gandhi

rahul
ଦିଲ୍ଲୀରେ କଂଗ୍ରେସର ଜନ ଆକ୍ରୋଶ ରାଲି

ନୂଆଦିଲ୍ଲୀ: ମୋଦି ସରକାରଙ୍କ ବିରୋଧରେ କଂଗ୍ରେସର ଜନ ଆକ୍ରୋଶ ରାଲି। ରାମଲୀଳା ମୈଦାନରେ ଜନ ସାଧାରଣଙ୍କୁ ଉଦ୍‌ବୋଧନ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ଅବସରରେ କେନ୍ଦ୍ର ସରକାର ଉପରେ ପ୍ରବଳ ବର୍ଷିଛନ୍ତି ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ବିକାଶ ପାଇଁ ୬୦ ମାସ ମାଗିଥିଲେ। କିନ୍ତୁ ନିଜ ସମସ୍ତ ପ୍ରତିଶୃତି ପାଳନ କରିବାରେ ମୋଦି ବିଫଳ ହୋଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ରାହୁଲ। ଦେଶର ଆଇନ ପରିସ୍ଥିତି ବିଗିଡ଼ିଛି, ମହିଳାଙ୍କ ପ୍ରତି ଅତ୍ୟାଚାର ବଢ଼ିଛି, […]

rahul-gandhi
ରାହୁଲ ଗାନ୍ଧୀ କରୋନା ପଜିଟିଭ୍‌

କରୋନାରେ ସଂକ୍ରମିତ ହେଲେ ରାହୁଲ ଗାନ୍ଧୀ। ପଜିଟିଭ୍‌ ଆକ୍ରାନ୍ତ ହେବା ପରେ ନିଜ ଟ୍ୱିଟ୍‌ର ହ୍ୟାଣ୍ଡଲରୁ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ରାହୁଲ ଗାନ୍ଧୀ। ଏଠାରେ କହିରଖୁଛୁ, ଦେଶରେ ସଙ୍ଗୀନ ହେବାରେ ଲାଗିଛି କରୋନା।

navjot-rahul-
ପଞ୍ଜାବ କଂଗ୍ରେସରେ ଛିଣ୍ଡୁନି ବିବାଦ, ଖୁବ୍‌ଶୀଘ୍ର ସିଦ୍ଧୁଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା

ପଞ୍ଜାବ କଂଗ୍ରେସରେ ଲାଗିରହିଥିବା ଅସ୍ଥିରତା ଭିତରେ ଆଜି ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି ନଭଜ୍ୟୋତ୍ ସିଂ ସିଦ୍ଧୁ । ଆସନ୍ତା ବିଧାନସଭା ନିର୍ବାଚନରେ ସିଦ୍ଧୁଙ୍କ ଭୂମିକା ଓ ଦାବି ବାବଦରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି । କାରଣ, ମୁଖ୍ୟମନ୍ତ୍ରୀ…

rahul gandhi
କୋର୍ଟରେ ହାଜର ହେଲେ ରାହୁଲ ଗାନ୍ଧି..

ସୁରଟ: ରାହୁଲଙ୍କୁ ପଡ଼ିଥିଲା କୋର୍ଟରୁ ଡକରା । ଆଉ କୋର୍ଟଙ୍କ କଥା ମାନି ହାଜର ହେଲେ ରାହୁଲ ଗାନ୍ଧି । ୨୦୧୯ ଏପ୍ରିଲ ୧୩ ତାରିଖରେ ନିର୍ବାଚନ ରାଲି କରୁଥିବା ସମୟରେ ରାହୁଲ ଦେଇଥିଲେ ବିବାଦୀୟ ଭାଷଣ । ଯାହାକୁ ନେଇ…

rahul-gandhi
କରୋନା ପରିଚାଳନାରେ ବିଫଳତା ନେଇ କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍‌

ନୂଆଦିଲ୍ଲୀ: କରୋନା ପରିଚାଳନାରେ ବିଫଳତା ଦର୍ଶାଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ଏହା ସହିତ ତୃତୀୟ ଲହର ପାଇଁ ସତର୍କ ଓ ପ୍ରସ୍ତୁତ ରହିବାକୁ ସେ ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ସେ କରୋନା…

gandhi
୫୧ ବର୍ଷ ବୟସରଙ୍କ ପାଦ ଥାପିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : ଆଜି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷଙ୍କର ଜନ୍ମଦିନ । ୫୧ ବର୍ଷ ବୟସରଙ୍କ ପାଦ ଥାପିଲେ ରାହୁଲ ଗାନ୍ଧୀ । ରାହୁଲଙ୍କ ଜନ୍ମଦିନକୁ ‘ସେବା ଦିବସ’ ଭାବରେ ପାଳନ କରୁଛି କଂଗ୍ରେସ । କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି…

RAHUL
Love is love : LGBT କମ୍ୟୁନିଟିକୁ ରାହୁଲ ଗାନ୍ଧୀଙ୍କ ସମର୍ଥନ

ନୂଆଦିଲ୍ଲୀ : କମ୍ୟୁନିଟି ସମର୍ଥନରେ ରାହୁଲ ଗାନ୍ଧୀ । କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସମଲିଙ୍ଗୀଙ୍କ ଉଦ୍ଦେଶ୍ୟରେ ପାଳିତ ହେଉଥିବା ପ୍ରାଇଡ ମନ୍ଥକୁ ନେଇ ଲାକଙ୍କୁ ଶୁଭକାମନା ଜଣାଇଛନ୍ତି । ସମଲିଙ୍ଗୀକୁ ସମାଜରେ ସମ୍ମାନ ଏବଂ ସମାନ ଅଧିକାର ପାଇବା…