କେନ୍ଦ୍ର ବଜେଟରେ ରେଳ ବିଭାଗକୁ ମିଳିଥିବା ଅନୁଦାନ ସମ୍ପର୍କରେ ସୂଚନା ଦେଇ ସେ ଆହୁରି କହିଛନ୍ତି ଯେ, ଓଡ଼ିଶାରେ ଏବେ ୪୦ଟି ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି, ଶତ ପ୍ରତିଶତ ବିଦ୍ୟୁତ୍ କରଣ ହୋଇଯାଇଛି।
ରେଲୱେ କ୍ଷେତ୍ରରେ ରାଜ୍ୟକୁ ରେକର୍ଡ ଅନୁଦାନ ଏଥର ମିଳିଛି। ଯେତିକି ଅନୁଦାନ ମାଗିଥିଲେ, ମିଳିଛି ତାଠାରୁ ଯଥେଷ୍ଟ ଅଧିକ ଟଙ୍କା। ରାଜ୍ୟ ସରକାର ୭ହଜାର ୬ଶହ କୋଟି ଅନୁଦାନ ଦାବି କରିଥିବା ବେଳେ କେନ୍ଦ୍ର ଦେଇଛି ୯, ୭୩୪ କୋଟି ଟଙ୍କା
ଚଳିତ ବର୍ଷ ଓଡ଼ିଶାକୁ ଦିଆଯାଇଥିବା ରେଳ ଅନୁଦାନ କଂଗ୍ରେସ ସରକାରଙ୍କ ତୁଳନାରେ ୧୦ଗୁଣ ଅଧିକ ।