• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Railway Minister

Ashwini Vaishnaw
ହସ୍ପିଟାଲ ପରିଦର୍ଶନ କଲେ ରେଳମନ୍ତ୍ରୀ; ଡାକ୍ତର ସମସ୍ୟାର ସମାଧାନ ଲାଗି ଦେଲେ ପ୍ରତିଶ୍ରୁତି

ସପ୍ତାହକୁ ଦୁଇ ଦିନ ପାଇଁ ମେଡିକାଲ ଖୋଲୁଥିବା ବେଳେ, ଆଗାମୀ ଦିନରେ ପୂର୍ଣ୍ଣକାଳୀନ ଡାକ୍ତର ନିଯୁକ୍ତି ପାଇଁ ସେ ପ୍ରୟାସ କରିବେ ବୋଲି କହିଛନ୍ତି ଅଶ୍ୱିନୀ ।

Ashwini Vaishnaw
ରାଜ୍ୟ ନୁହେଁ, କେନ୍ଦ୍ର ଦେଉଛି ମାଗଣା ଚାଉଳ: ଅଶ୍ୱିନୀ ବୈଷ୍ଣବ

ନୀଳଗିରିରେ ପାସେଞ୍ଜର ଟ୍ରେନ୍ ଲୋକାର୍ପଣ ପାଇଁ ଆସିଥିବାବେଳେ ଅଶ୍ୱିନୀ ଏହା କହିଛନ୍ତି । ମୁଣ୍ଡ ପିଛା ମାଗଣା ୫ କେଜି ଚାଉଳ ପଠାଉଛି କେନ୍ଦ୍ର ।

Andhra Pradesh Train Accident
ମୃତକଙ୍କ ପରିବାରକୁ ମିଳିବ ୧୨ ଲକ୍ଷ ସହାୟତା ରାଶି

ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ପୂର୍ବରୁ ପିଏମ୍‌ଓ ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିଲା । ତେବେ ମୋଟ୍ ମୃତକଙ୍କ ପରିବାରୁ କେନ୍ଦ୍ର ସରକାର ୧୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

Vande Bharat
ଝଟକୁଛି ବନ୍ଦେ ଭାରତ ଏକ୍ସପ୍ରେସ୍‌ ! ନୂଆ ରୂପକୁ ପସନ୍ଦ କରୁଛନ୍ତି ଦର୍ଶକ

ପୂର୍ବରୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଧଳାରଙ୍ଗରେ ଦେଖିବାକୁ ମିଳୁଥିଲା । ଧଳା ରଙ୍ଗ ସହ ସବୁଜ ରଙ୍ଗରେ ନଜର ଆସୁଥିଲା ବନ୍ଦେ ଭାରତ । ହେଲେ ବର୍ତ୍ତମାନ ଏହାର ରଙ୍ଗରେ ପରିବର୍ତ୍ତନ କରାଯାଇଛି ।

Bhubaneswar-New Delhi Rajdhani Express
ନୂଆ ରୂପରେ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ; ଯାତ୍ରୀ ପାଇବେ ଅନେକ ସୁବିଧା

ସ୍ୱୟଂକୃତ, ଏକକ ନିୟନ୍ତ୍ରିତ ପ୍ରବେଶ ଦ୍ୱାର ରହିଛି । ମୁଖ୍ୟ ପ୍ରବେଶ ଦ୍ୱାର ବନ୍ଦ ନହେବା ଯାଏଁ ଗଡ଼ିବନି ଟ୍ରେନ୍ । ପ୍ରତି କୋଚରେ ୬ଟି ଲେଖାଏଁ କ୍ୟାମେରା ଲାଗିଛି । ସବୁ କ୍ୟାମେରାରେ ୨୪ ଘଣ୍ଟିଆ ଲାଇଭ୍ ରେକର୍ଡିଂ ।

Vande Bharat
ପୁରୀରୁ ହାୱଡ଼ା ଦୌଡ଼ିଲା ବନ୍ଦେ ଭାରତ; ଖୁବଶୀଘ୍ର ଗଡ଼ିବ ବନ୍ଦେ ମେଟ୍ରୋ ଓ ବନ୍ଦେ ସ୍ଲିପର

ଉତ୍କଣ୍ଠା ଓ ପ୍ରତୀକ୍ଷାର ଅନ୍ତ ହେଲା ।ପୁରୀରୁ ଦୌଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦିଲ୍ଲୀରୁ ଭର୍ଚୁଆଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ ପତାକା ଦେଖାଇବା ପରେ ଜଗନ୍ନାଥଙ୍କ ଧାମ ପୁରୀରୁ ପଶ୍ଚିମବଙ୍ଗର ହାୱଡ଼ା ଅଭିମୁଖେ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ ।

Railway Minister Ashwini Vaishnaw flags off LHB coach at ICF
ଯାତ୍ରୀଙ୍କୁ ମିଳିବ ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା; ଟ୍ରେନ୍‌ରେ ବୁଲି ନିଜେ ସ୍ଥିତି ପରଖିଲେ ରେଳ ମନ୍ତ୍ରୀ

ଦେଶରେ ଆରମ୍ଭ ହୋଇଥିବା ନୂଆ କରି ଭିଷ୍ଟାଡୋମ୍ ଟ୍ରେନ୍ ବଗିକୁ ପରଖିଲେ ରେଳମନ୍ତ୍ରୀ । ଟ୍ରେନ୍‌ରେ ବୁଲି ନିଜେ ସ୍ଥିତି ପରଖିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

Railway Minister Ashwini Vaishnaw
ସାଂସଦ, ବିଧାୟକଙ୍କୁ ରେଳମନ୍ତ୍ରୀଙ୍କ ଆହ୍ୱାନ- ପାଦେ ବଢ଼ାଅ, ୧୦ ପାଦ ଆଗକୁ ବଢ଼ାଇବୁ

ସାଂସଦ ଓ ବିଧାୟକ ଗୋଟିଏ ପାଦ ବଢ଼ାଇଲେ ରେଳ ମନ୍ତ୍ରଣାଳୟ ଆଉ ୧୦ ପାଦ ଆଗକୁ ବଢ଼ାଇବ।

Railway Minister Ashwini Vaishnaw To Visit Odisha’s Malkangiri on Today
ଆଜି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାଲକାନଗିରି ଗସ୍ତ

ଆଜି ମାଲକାନଗିରି ଜିଲ୍ଲା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମାଲକାନଗିରି ଡିଆର୍ଡିଏ କନ୍ଫରେନ୍ସ ହଲରେ ସେ ବିଭିନ୍ନ ଯୋଜନାର ସମୀକ୍ଷା କରିବେ ।

Ashwini Vaishnaw Visits Balasore
ନନାଙ୍କ ମାଟିଘର ଚଟାଣରେ ବସି କଦଳୀ ପତ୍ରରେ ଭୋଜନ କଲେ ରେଳମନ୍ତ୍ରୀ

ରେଳମନ୍ତ୍ରୀ ଓ ଅନ୍ୟ ଅତିଥିଙ୍କ ପାଇଁ ସାଂସଦଙ୍କ ଭଙ୍ଗା ଚାଳଘରେ ପ୍ରସ୍ତୁତ ହୋଇଥିଲା ସୁଦ୍ଧ ଶାକାହାରୀ ସୁସ୍ୱାଦୁ ବ୍ୟଞ୍ଜନ ଭାତ, ଡାଲି, ପଲାଉ, ଖିରି ସହ ଫୁଟି ଗୁଡ଼ ତରକାରୀ ଏବଂ ପୋଡ଼ପିଠା ଆଦି ପ୍ରସ୍ତୁତ ହୋଇଥିଲା।

jagannath Dham Puri
ପୁରୀ ଷ୍ଟେସନ୍ ନାଁ ପରିବର୍ତ୍ତନକୁ ରେଳମନ୍ତ୍ରୀଙ୍କ ଗ୍ରୀନ୍ ସିଗନାଲ

ପୁରୀର ନାଁ ବଦଳିବା ଦାବି ଜୋର ଧରିବା ଭିତରେ ରେଳ ଷ୍ଟେସନର ନାଁ ବଦଳିବା ପ୍ରକ୍ରିୟାକୁ ପ୍ରାଥମିକ ସଫଳତା ପରେ ଉତ୍ସାହିତ ହୋଇପଡ଼ିଛନ୍ତି।

Ashwini Vaishnaw
ଟ୍ରେନକୁ ଅପେକ୍ଷା କରିଥିବା ସମୟରେ ସାଧାରଣ ୱେଟିଂ ହଲ୍‌ରେ ବସିଲେ ରେଳମନ୍ତ୍ରୀ, ପଚାରି ବୁଝିଲେ ଯାତ୍ରୀଙ୍କର ଅସୁବିଧା

ରେଳକୁ ଅପେକ୍ଷା କଲେ ରେଳ ମନ୍ତ୍ରୀ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗତକାଲି ଓଡିଶାର ଏକ ରେଳ ଷ୍ଟେସନରେ ବସି ଟ୍ରେନକୁ ଅପେକ୍ଷା କରିଥିବା ଜଣାପଡ଼ିଛି । କିନ୍ତୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ରେଳମନ୍ତ୍ରୀଙ୍କ ପାଇଁ ପୂର୍ବରୁ ପ୍ରସ୍ତୁତ ହୋଇଥିବା ହାଇକ୍ଲାସ୍‌ ୱେଟିଂ ହଲ୍‌ରେ ନ ବସି ସାଧାରଣ ଯାତ୍ରୀଙ୍କ ସହ ଟ୍ରେନକୁ ଅପେକ୍ଷା କରିଥିଲେ ଅଶ୍ୱିନୀ। ଏମିତିକି ବିନା ଗଦି ବାଲା କାଠ ବେଂଚ୍‌ରେ ବସିଥିଲେ ରେଳମନ୍ତ୍ରୀ।