• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Railway Recruitment Board

Railway Recruitment 2023 apply for 3624 post
ITI ଥାଇ ଦଶମ ପାଶ୍ କରିଥିଲେ ରେଳବାଇରେ ଚାକିରି ସୁଯୋଗ; ପୂରଣ ହେବ ୩୬୨୪ ପଦବୀ

ରେଳବାଇରେ ଚାକିରି ଖୋଜୁଛନ୍ତି କି? ଆପଣଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ। ରେଲୱେ ରିକ୍ରୁଟମେଣ୍ଟ ସେଲ୍ ୱେଷ୍ଟର୍ଣ୍ଣ ରିଜିଅନ୍ (RRC WR) ଆପ୍ରେଣ୍ଟିସିପ୍ ଟ୍ରେନିଂ ପାଇଁ ବମ୍ପର ନିଯୁକ୍ତି ବାହାର କରିଛି। ଏହି ନିଯୁକ୍ତି ମାଧ୍ୟମରେ, ୩୬୨୪ ପଦବୀ ପୂରଣ ହେବ।

Bhubaneswar railway recruitment 2023
ଇଷ୍ଟ୍‌କୋଷ୍ଟ୍‌ ରେଳବାଇ, ଭୁବନେଶ୍ୱର ପାଇଁ ନିଯୁକ୍ତି ବିଜ୍ଞପ୍ତି ଜାରି

ଇଷ୍ଟ୍‌କୋଷ୍ଟ୍‌ ରେଳବାଇ, ଭୁବନେଶ୍ୱର ଗ୍ରୁପ୍ C ଏବଂ ଗ୍ରୁପ୍ D ର ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। ଏହି ନିଯୁକ୍ତି ପ୍ରକ୍ରିୟା ପାଇଁ ଅଫ୍‌ଲାଇନ୍ ମୋଡ୍ ମାଧ୍ୟମରେ ଆବେଦନ କରିବାକୁ ହେବ। ଯେଉଁ ପ୍ରାର୍ଥୀ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହାନ୍ତି ସେମାନେ ଏହାକୁ ଭଲଭାବେ ପଢିନେବା ଉଚିତ।

Aspirants Set Train On Fire
ରେଲ୍‌ୱେ ପରୀକ୍ଷାକୁ ନେଇ ତେଜିଲା ବିକ୍ଷୋଭ, ଟ୍ରେନ୍‌ରେ ନିଆଁ ଲଗାଇ ଦେଲେ ଆଶାୟୀ ପ୍ରାର୍ଥୀ

Railway Recruitment Board ର ନନ୍‌-ଟେକ୍ନିକାଲ୍‌ ପପୁଲାର କ୍ୟାଟେଗୋରୀ(RRB-NTPC) ପରୀକ୍ଷାକୁ ନେଇ ବିହାରରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିକ୍ଷୋଭକାରୀମାନେ ଏକ ପାସେଞ୍ଜର ଟ୍ରେନ୍‌ ଜାଳି ଦେଇଛନ୍ତି।

railway
ରେଲୱେରେ ୮୯ହଜାର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ନୂଆଦିଲ୍ଲୀ: ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର। ଏହା କେବଳ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର ନୁହେଁ ବରଂ ଏହା ଏକ ସୁବର୍ଣ୍ଣ ସୁଯୋଗ ମଧ୍ୟ । Railway Recruitment Board (RRB) ଗ୍ରୁପ ସି ଓ ଡି ବିଭାଗରେ ଖାଲି ପଡ଼ିଥିବା ୮୯ହଜାର ପଦବୀ ଲାଗି ଦରଖାସ୍ତ ଆହ୍ୱାନ କରୁଛି। ଏହି ପଦବୀ ଲାଗି ବର୍ତ୍ତମାନ ସୁଦ୍ଧା ୧.୫କୋଟି ଛାତ୍ରଛାତ୍ରୀ ଆବେଦନ କରି ସାରିଥିବା ଜଣାପଡ଼ିଛି। ଆରଆରବି […]