ଦୂରଗାମୀ ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍ରେ ମଧ୍ୟ ମହିଳାଙ୍କ ପାଇଁ ରହିବ ସିଟ୍ । ପ୍ରତି ବଗିରେ ସିଟ୍ ବା ବର୍ଥ ରିଜର୍ଭ ରହିବା ନେଇ ରେଳ ମନ୍ତ୍ରୀ ଘୋଷଣା କରିଛନ୍ତି । ସବୁ ମେଲ୍, ଏକ୍ସପ୍ରେସ, ଦୂରନ୍ତ, ରାଜଧାନୀ ଆଦି ଏକ୍ସପ୍ରେସରେ ରହିବ ସିଟ୍ ।