ବାରାଣାସୀର କ୍ୟାଣ୍ଟ ରେଳ ଷ୍ଟେସନରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ପ୍ରାୟ ୨୦୦ରୁ ଅଧିକ ମୋଟରସାଇକେଲ ପୋଡି ପାଉଁଶ ହୋଇଯାଇଛି। ରେଳ କର୍ମଚାରୀଙ୍କ ଗାଡି ପାର୍କିଂ ସ୍ଥାନରେ ଏହି ଅଗ୍ନିକାଣ୍ଡ ଘଟିଛି।
ଷ୍ଟେସନରେ ୧୪ଟି ଲିଫ୍ଟ, ୬ଟି ଏସକାଲେଟର, ୨୦ଟି ଆକ୍ସେସ କଣ୍ଟ୍ରୋଲ ଗେଟ୍ ସହ ସମସ୍ତ ପ୍ଲାଟଫର୍ମକୁ ସଂଯୋଗ କରିବା ପାଇଁ ୩ ଫୁଟର ଓଭର ବିଜ୍ ନିର୍ମାଣ କରାଯିବ।
ସପ୍ତାହକୁ ଦୁଇ ଦିନ ପାଇଁ ମେଡିକାଲ ଖୋଲୁଥିବା ବେଳେ, ଆଗାମୀ ଦିନରେ ପୂର୍ଣ୍ଣକାଳୀନ ଡାକ୍ତର ନିଯୁକ୍ତି ପାଇଁ ସେ ପ୍ରୟାସ କରିବେ ବୋଲି କହିଛନ୍ତି ଅଶ୍ୱିନୀ ।
ପ୍ରଥମ ଥର ପାଇଁ ହର୍ଣ୍ଣ ବଜାଇ ଛୁକୁ ଛୁକୁ କରି ଦଶପଲ୍ଲାରୁ ଗଡ଼ିଛି ରେଳ।
ଖୋର୍ଦ୍ଧା-ବଲାଙ୍ଗିର ରେଳପଥରେ ଯୋଡ଼ି ହୋଇଛି ଆଉ ଏକ ଫର୍ଦ୍ଦ। ଦଶପଲ୍ଲାରୁ ଗଡ଼ିଲା ଟ୍ରେନ୍, ଅର୍ଥାତ ଖୋର୍ଦ୍ଧାପଟୁ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଯାଏ ରେଳପଥ ପ୍ରସ୍ତୁତ।
ଆଜି ଦିନ ୧୦ଟାରେ ଦଶପଲ୍ଲା ରେଳ ଷ୍ଟେସନ ଉଦଘାଟିତ ହେବା ପରେ, ସେଠାରୁ ୪ଟି ଟ୍ରେନ୍ ଚଳାଚଳ କରିବ ।
ନବକଳେବର ହୋଇଥିବା ଅଯୋଧ୍ୟା ଧାମ ଷ୍ଟେସନର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ଷ୍ଟେସନର ଆଧୁନିକୀକରଣ କରାଯାଇଛି ।
ଆଲଫାବେଟିକ କୋଡ୍ ପୂର୍ବଭଳି ‘AY’ ହିଁ ରହିବ । ସୂଚନା ଯୋଗ୍ୟରେ ଉତ୍ତରପ୍ରଦେଶ ଅଯୋଧ୍ୟାରେ ନବନିର୍ମିତ ରାମମନ୍ଦିରର ପ୍ରାଣପ୍ରତିଷ୍ଠା ଅବ୍ୟବହିତ ପୂର୍ବରୁ ଏହି ରେଳ ଷ୍ଟେସନର ନବକଳେବର ହୋଇଛି ।
କରମଣ୍ତଳ ଟ୍ରେନ୍ ଦୁର୍ଘଟଣା କାରଣରୁ ବାହାନଗା ଷ୍ଟେସନ୍ର ବ୍ୟାପକ୍ କ୍ଷତି ହୋଇଥିଲା ।
ଏମିତି କହିବାକୁ ଗଲେ MRP ଠାରୁ ଅଧିକ ମୂଲ୍ୟରେ କୌଣସି ଜିନିଷ ବିକ୍ରୟ କରିବା ଅପରାଧ ବୋଲି ଧରାଯାଏ । ଏଥିପାଇଁ ଆଇନଗତ କାର୍ଯ୍ୟାନୁଷ୍ଠାନ ମଧ୍ୟ ରହିଛି । ସୂଚନା ଅନୁସାରେ ଯଦି ଷ୍ଟେସନରେ ଜଣେ ଦୋକାନୀ MRP ଠାରୁ ଅଧିକ ମୂଲ୍ୟରେ ସାମଗ୍ରୀ ବିକ୍ରି କରନ୍ତି । ତେବେ ଆପଣ ତାଙ୍କ ବିରୋଧରେ ଅଭିଯୋଗ କରିପାରିବେ ।
ଅଜବ ରେଲୱେ ଷ୍ଟେସନ୍ । ଏଇଠି ୧ ନୁହେଁ ବରଂ ୨ ରୁ ଆରମ୍ଭ ହୁଏ ପ୍ଲାର୍ଟଫର୍ମ...ଏମିତି ଘଟଣା ପଛର କାହାଣୀ ଜାଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ
କାର୍ରୁ ବାହାରିଥିବା ଉଭୟ ଯୁବକ ଯୁବତୀ ନିଶା ଗ୍ରସ୍ତ ଥିବା ଉପସ୍ଥିତ ଲୋକେ କହିଛନ୍ତି ।
ରେଲ୍ୱେ ଷ୍ଟେସନରେ ଅସମ୍ଭାଳ ଭିଡ଼ ଭିତରେ ଠେଲାପେଲା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ତଳେ ପଡ଼ି ଯିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ନବୀକରଣ ପ୍ରକଳ୍ପର ଶୁଭ ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ଭୁବନେଶ୍ୱର ଷ୍ଟେସନର ନବୀକରଣ ସହ ବିଶ୍ୱସ୍ତରୀୟ କରିବା ଲାଗି ରୂପରେଖ ପ୍ରସ୍ତୁତ ହୋଇଛି। ବିଶ୍ୱ ସ୍ତରୀୟ ହେବାକୁ ଥିବା ଏହି ଷ୍ଟେସନରେ ବିମାନବନ୍ଦର ପରି ସମସ୍ତ ପ୍ରକାର ସୁବିଧା ମିଳିବ।
ଷ୍ଟେସନକୁ ଯିବା ଆସିବା ଲାଗି ୪ଟି ଏକ୍ସାଲେଟର୍ ରହିବ । ଯାତ୍ରୀଙ୍କ ସୂଚନା ପାଇଁ ଡିସପ୍ଲେ ବୋର୍ଡ ଓ ଦିବ୍ୟାଙ୍ଗଙ୍କ ପାଇଁ ଅନୁକୂଳ ବ୍ୟବସ୍ଥା ରହିବ ।
ସାଂସଦ ଅପରାଜିତାଙ୍କ ଅନୁରୋଧ କ୍ରମେ ଏହି ଦୁଇ ପ୍ରକଳ୍ପ କାମ ଖୁବ କମ ସମୟ ମଧ୍ୟରେ ହେବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଥିବା ଟ୍ୱିଟ୍ କରି କହିଛନ୍ତି ଅପରାଜିତା ।
ଏହି ଷ୍ଟେସନ୍ରେ ବୁଲୁଛି ଭୂତ? ସନ୍ଧ୍ୟା ହେଲାମାତ୍ରେ ରହୁନାହାନ୍ତି କୌଣସି ରେଲୱେ କର୍ମଚାରୀ। ଭୂତ ଦେଖି ପ୍ରାଣ ହରାଇଥିଲେ ଷ୍ଟେସନ ମାଷ୍ଟର, ଆଉ ଏଠି ପହଞ୍ଚିବା ପରେ ସ୍ପିଡ଼୍ ଅଧିକ କରୁଛି ଟ୍ରେନ....ଦେଖନ୍ତୁ ଏହି ଭିଡ଼ିଓ
ରେଳ ଧାରଣାରେ ଯୁବତୀଙ୍କର ଯାଇଛି ଜୀବନ । ପାଖରେ ପଡିଛି ବ୍ୟାଗ ଆଉ ଖଣ୍ଡେ ହାତଲେଖା ନୋଟ । ପରିବାର ଲୋକେ କହୁଛନ୍ତି ଆମ ଝିଅର ଏ ମୃତୁ ପାଇଁ ଜଣେ ବିବାହିତ ପୁରୁଷ ଦାୟୀ ।
ପଞ୍ଚତାରକା ହୋଟେଲ ଢାଞ୍ଚାରେ ନିର୍ମାଣ ହୋଇଛି ଗାନ୍ଧୀନଗରର ରେଳ ଷ୍ଟେସନ । ଏହି ରେଳ ଷ୍ଟେସନରେ ବିମାନ ବନ୍ଦର ଭଳି ଯାତ୍ରୀଙ୍କୁ ମିଳିବ ସହାୟତା ।