ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।
ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡ଼ ହୋଇପାରେ। ଏହାସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ଝଡପବନ ସମ୍ଭାବନା ରହିଛି।
ରାଜ୍ୟରେ ଗୋଟିଏ ପଶ୍ଚିମା ଝଡ଼ର ତାଣ୍ଡବ ନସରୁଣୁ ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଆସନ୍ତାକାଲି ଉତ୍ତର ପଶ୍ଚିମ ଭାଗରେ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି।
ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜିଠୁ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ଯୋଗୁଁ ସାମାନ୍ୟ ଗୁଳୁଗୁଳି ହେବ
ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ କୁହୁଡି ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ତେବେ ରାଜ୍ୟରେ କିଛି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ରାଜ୍ୟରେ ତୁହାକୁ ତୁହା ଲାଗି ରହିଛି ବର୍ଷା ।
ଆସନ୍ତା ୨ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପାଇଁ ପାଗ ଅନୁକୂଳ ଥିବା ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେଣୁ ପାଗରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ ହୋଇଛି।
ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା। ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ SRCଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...
ରାଜ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।
ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆଜି ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।
ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୨୫ରୁ ବର୍ଷାର ପରିମାଣ ବଢ଼ିବ। ସେହିପରି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ନେଇ ଚେତାବନୀ ଜାରି କରାଯାଇଛି।
ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାତିରୁ ପୁଣି ବଦଳିବ ପାଗ। ଆସନ୍ତାକାଲିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୩ ଦିନରେ ୩ରୁ ୪ ଡ଼ିଗ୍ରୀ ଯାଏ ରାତି ତାପମାତ୍ରାରେ ବୃଦ୍ଧି ହୋଇପାରେ।
ଆଜିଠୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଏକାଧିକ ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।
ଆସନ୍ତାକାଲି ଯାଏ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। କିଛି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ସହ କୁଆପଥର ମାଡ଼ ହୋଇପାରେ। ଗତ ୨୪ ଘଣ୍ଟାରେ ଢେଙ୍କାନାଳ ଭୁବନରେ ସର୍ବାଧିକ ୬୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଆଜିଠୁ ୧୪ତାରିଖ ମଧ୍ୟରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ରାଜ୍ୟରେ ଶୀତ ଲହର ଲାଗି ରହିଥିବା ବେଳେ ଏବେ ପୁଣି ଥରେ ବର୍ଷା ସମ୍ଭାବନା ଦେଖାଦେଲାଣି । ୧୦ ତାରିଖ ଦିନ ରାଜ୍ୟର ୧୧ଟି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ଆହୁରି ଶୀତ ବଢ଼ିପାରେ। ୪୮ ଘଣ୍ଟାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ପାରଦ। ତେବେ ୩ରୁ ୪ ଦିନ ପରେ ତାପମାତ୍ରା ସ୍ୱାଭାବିକ ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
୨ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି। ସେପଟେ ରାଜ୍ୟରେ କୋହଲା ପାଗ ଓ କିଛି ସ୍ଥାନରେ ବର୍ଷା ଲାଗି ରହିଛି।
ମାଡ଼ି ଆସୁଛି ଲଘୁଚାପ। ଗୋଟିଏ ନୁହେଁ, ଦୁଇ ଦୁଇଟି ଲଘୁଚାପ ଓଡ଼ିଶା ଆଡେ ମୁହାଁଇଛନ୍ତି। ଏମିତି ସୂଚନା ଦେଇଛନ୍ତି ଅନେକ ଘରୋଇ ପାଣିପାଗ ସଂସ୍ଥା। ଚଳିତ ମାସରେ ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାରେ ଲାଗିଛି