• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rainfall Alert

 Heavy Rainfall
୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ !

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । ଆଜି କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବ । ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Temp To Dip In Odisha
Odisha Weather Alert: ଆଜିଠୁ ଖସିବ ତାପମାତ୍ରା,ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା !

ଆଜିଠୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ଖସିବ ତାପମାତ୍ରା I ଗରମ, ଗୁଳୁଗୁଳିରୁ ମିଳିବ ମୁକ୍ତି । ରଜ ବେଳକୁ ଅର୍ଥାତ୍ ଆସନ୍ତା ୧୪ ତାରିଖ ରାଜ୍ୟର ଅନେକ ଜିଲ୍ଲାରେ ମୌସୁମୀ ଜନିତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର I

Rainfall
Odisha to Experience Rainfall: ଆଜିଠୁ ବଢ଼ିବ ବର୍ଷା ! ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଲର୍ଟ ଜାରି

ଆସନ୍ତା ୩ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି ।

Rain Forecast
Rain Forecast Odisha: ୪ ଦିନ କାଳବୈଶାଖୀ, ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା !

ପ୍ରବଳ ବର୍ଷା ପବନ ନେଇ ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଆସନ୍ତା ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ।

Odisha Rainfall Forecast
Odisha Rainfall Forecast: ଆସନ୍ତା ୭ ଯାଏ ବର୍ଷା ! ଆଜି ଏହି ୩ ଜିଲ୍ଲାରେ ପ୍ରବଳ ଛେଚିବ

ଆସନ୍ତା ୭ ତାରିଖ ଯାଏଁ ବର୍ଷା ପବନ ହେବାର ସମ୍ଭାବନା ରହିଛି । ଆଜି ପାଇଁ ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । କୁଆପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । 

Rain Forecast
Rain Forecast In Odisha: ପ୍ରଚଣ୍ଡ ତାତିରୁ ମିଳିବ ଆଶ୍ୱସ୍ତି, ଆଜିଠୁ ୫ ଦିନ ଯାଏ ବର୍ଷା !

ଆଜିଠାରୁ ଆସନ୍ତା ୧ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା । ଆଜି ମୟୂରଭଞ୍ଜ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Rainfall Alert
Odisha Rainfall next 4 days: ଆସନ୍ତା ୪ ଦିନ କାଳବୈଶାଖୀ ବର୍ଷା ! ଏସବୁ ଜିଲ୍ଲାରେ ପ୍ରବଳ ଛେଚିବ

ଆସନ୍ତାକାଲିଠୁ ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ବିଶେଷ ପ୍ରଭାବିତ ହେବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶା । ଝଡ଼ବର୍ଷା ନେଇ ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର ।

Rainfall Alert
Odisha Weather Forecast: ୫ ଦିନ ଯାଏଁ ଛେଚିବ ବର୍ଷା ! ଆଜି ୧୪ ଜିଲ୍ଲାକୁ ଆଲର୍ଟ

ତାତିରୁ ଆଶ୍ୱସ୍ତି ଆଣିଲା କାଳବୈଶାଖୀ । ଆଗାମୀ ୫ରୁ ୬ ଦିନ ଯାଏ ରାଜ୍ୟରେ ଛେଚିବ ବର୍ଷା । ଆଜି ୧୪ ଜିଲ୍ଲାରେ ଝଡ଼ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Nature’s Fury Unleashed
Nature’s Fury Unleashed: ଆସିଲା କାଳବୈଶାଖି, ବର୍ଷିଲା କୁଆପଥର, ସବୁ ହେଲା ଛାରଖାର...

ପ୍ରକୃତିର କରାଳ ରୂପ ସବୁ କିଛି ଛାରଖାର କରିଦେଇଛି । କୁଆପଥର ସହ ବର୍ଷା ପବନ ଭାଙ୍ଗିଛି ଲୋକଙ୍କ ମେରୁଦଣ୍ଡ ।

Kalabaisakhi rainfall
Rainfall Alert: ୨୫ ଯାଏଁ କାଳବୈଶାଖୀ ବର୍ଷା ! ଆଜି ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଆଜି ସାରା ରାଜ୍ୟରେ କାଳବୈଶାଖୀ ଆଶଙ୍କା । ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଏସବୁ ଜିଲ୍ଲାରେ ବଜ୍ରପାତ ଓ ପବନ ବହିବା ନେଇ ସତର୍କ । ପଢନ୍ତୁ ପୁରା ଖବର

Weather Alert
Weather Alert: ଆଜି ବି ତାଣ୍ଡବ ରଚିବ କାଳବୈଶାଖୀ, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗି ରହିବ । ଆଜି ୫ ଜିଲ୍ଲାକୁ ଝଡ଼ ତୋଫାନ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ କୁଆପଥର ବର୍ଷା ମଧ୍ୟ ହୋଇପାରେ । ପଢନ୍ତୁ ପୁରା ଖବର

Weather Forecast
Weather Forecast: ୨୦ରୁ ଭିଜାଇବ କାଳବୈଶାଖୀ ! ଆଉ ଦୁଇ ଦିନ ସିଭିୟର ହିଟ୍‌ୱେଭ ୱାର୍ଣ୍ଣିଂ

ଆଗକୁ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କମିବ ତାତି । ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତା' ପୂର୍ବରୁ ୧୯ ତାରିଖ ଯାଏଁ କଲବଲ କରିବ ତାତି ।

Rainfall Alert
Rainfall Alert: ଆହୁରି ଦୁଇ ଦିନ ବର୍ଷିବ ! ଆଜି ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଆସନ୍ତା ୨୫ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ବିଜୁଳି ଘଡଘଡି ସହ ବର୍ଷା ପାଇଁ ଆଜି ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ ।

Rainfall Alert
Weather Update: ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ! ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆଜି ୪ଟି ଜିଲ୍ଲାରେ ଛେଚିବ ବର୍ଷା । ବର୍ଷା ପବନ ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ୨୪ ଘଣ୍ଟା ବର୍ଷିବ
Rainfall Alert In Odisha: ରାଜ୍ୟରେ ଆହୁରି ୨୪ ଘଣ୍ଟା ଲାଗି ରହିବ ବର୍ଷା, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଆଗାମୀ ୩ ଘଣ୍ଟା ପାଇଁ ଟ୍ବିନ୍ ସିଟି ସହ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ରାୟଗଡ଼ା ଓ ପୁରୀ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି ।

Weather Update
ବାତ୍ୟା ଲ୍ୟାଣ୍ଡଫଲ୍ ପରେ ୩ ଜିଲ୍ଲାକୁ ରେଡ୍ ଆଲର୍ଟ; ପ୍ରବଳ ବର୍ଷିବ 

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାତ୍ୟା ଲ୍ୟାଣ୍ଡଫଲ୍ ପରେ ପାଣିପାଗ ବିଭାଗ ୩ ଜିଲ୍ଲାକୁ ରେଡ୍ ୱାର୍ଣିଂ ଜାରି କରାଯାଇଛି ।

Rainfall
ରାଜ୍ୟରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା;୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପ୍ରବଳ ବର୍ଷା ନେଇ ଆଜି ସକାଳ ସାଢେ ୮ଟା ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି। 

Heavy Rainfall
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  । ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  । ୨୬ରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା  ।

Rain
ଆଜି ବି ବର୍ଷିବ; ୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ରାଜ୍ୟର ବିଭିନ୍ନ ସ୍ଥାନକୁ ବର୍ଷା ଆଲର୍ଟ। ପାଣିପାଗ ବିଭାଗର ପୂର୍ବାନୁମାନ, ଆଜି ରାଜ୍ୟରେ ଅଧାରୁ ଅଧିକ ଜିଲ୍ଲାରେ ଲାଗିରହିବ ବର୍ଷା । ୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Rain
ପୁଣି ଭିଜାଇବ ଲଘୁଚାପ ବର୍ଷା; ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Heavy rainfall
ସୁନ୍ଦରଗଡ଼, କେନ୍ଦୁଝରରେ ପ୍ରବଳ ବର୍ଷିବ, ହୋଇପାରେ ଭୂସ୍ଖଳନ ! ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ । ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ।

 heavy rain in Odisha
ଆହୁରି ଦୁଇ ଦିନ ପ୍ରବଳ ବର୍ଷା; ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ମୟୂରଭଞ୍ଜକୁ ରେଡ୍ ଆଲର୍ଟ...

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।

Heavy rain
ରାଜ୍ୟରେ ପୁଣି ବଢିବ ବର୍ଷା; ଆଜି ପାଇଁ ୧୪ ଉପକୂଳ ଜିଲ୍ଲାକୁ ବିଜୁଳି-ଘଡ଼ଘଡ଼ି ୱାର୍ଣ୍ଣିଂ...

କାଲିଠୁ ଦୁଇ ଦିନ ବର୍ଷିବ । ମିଆଁମାର ପାଖାପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି ।

rain
ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷିବ; ୪ ବନ୍ଦରକୁ ବିପଦ ସଂକେତ ଜାରି

ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି। ଧାମରା, ପାରାଦୀପ, ପୁରୀ ଏବଂଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି।

Heavy Rainfall
ପୁଣି ଆସୁଛି ବଡ଼ ବର୍ଷା; ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ବଙ୍ଗୋପସାଗରରେ ଆଜି ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏବେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।