ଅନ୍ୟ ଉପକୂଳ ଜିଲ୍ଲାରେ ବି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ତା ପରେ ବର୍ଷା କମିବ ଓ ତାପମାତ୍ରା ପୁଣି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।
ତାତିରେ ସଡନ୍ ବ୍ରେକ୍। ହାଲୁକା ବର୍ଷା, ଥଣ୍ଡା ପବନ ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ୨୨ ଏବଂ ୨୩ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି।
ଆସନ୍ତାକାଲିଠୁ ଗୁରୁଚାପ ବଳୟ ପ୍ରଭାବ ପରେ ତାତି କମିବା ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୧, ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି।
ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା।
ଆଜି ୨୫ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଗତ କିଛିଦିନ ଧରି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ମଧ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ଆଜି ୪୦ରୁ ୫୦ କିମି, କାଲି ୩୦ରୁ ୪୦ କିମି ବେଗରେ ପବନ ବହିପାରେ
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି, ବର୍ଷା ଏବଂ ଝଡ଼ ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି।
ଆଜିକୁ ମିଶାଇ ଦୁଇ ଦିନ ଯାଏ ତାଣ୍ଡବ ରଚିବ ପଶ୍ଚିମା ଝଡ଼ । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି।
କୁଆପଥର ମାଡ଼ ସହ ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ।
ଆଜି ସକାଳୁ ଟ୍ୱିନ୍ ସିଟିର ବିଭିନ୍ନ ଅଂଚଳରେ ଘନ କୁହୁଡି ଦେଖିବାକୁ ମିଳିଛି । ରାଜ୍ୟରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।
ଝଡ଼ ପବନ ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା
ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବ ସମ୍ଭାବନା
ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ୧୫ ତାରିଖରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବି କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଗତକାଲି ମଧ୍ୟ କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଥିଲା।
ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଅଞ୍ଚଳରେ ଆଜି ମେଘୁଆ ପାଗ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ଆଜିଠୁ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ଯୋଗୁଁ ସାମାନ୍ୟ ଗୁଳୁଗୁଳି ହେବ
ସେହିଭଳି ଘନ କୁହୁଡ଼ି ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।