• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rainfall Alert

Low Pressure Alert
୬ ତାରିଖରେ ଲଘୁଚାପ !

୬ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ଅଧିକ ତୀବ୍ର ହୋଇପାରେ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି।ତେବେ ଏହା କେତେ ତୀବ୍ର ହେବ ଓ କୁଆଡ଼େ ଗତି କରିବ ସେନେଇ ସ୍ପଷ୍ଟ ହୋଇନି।

Low Pressure Area Likely To Form On May 5
ଆସୁଛି ଲଘୁଚାପ ! କାଲି ରାତିରୁ ବର୍ଷା ସମ୍ଭାବନା

ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Rainfall Alert In Odisha
ତାତିରେ ବ୍ରେକ୍‌ ଲଗାଇବ ବର୍ଷା, ୨୪ ଘଣ୍ଟାରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ତାତିରେ ବ୍ରେକ୍‌ ଲଗାଇବ ବର୍ଷା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Rainfall Alert
ସାବଧାନ ! ପୁଣି ଆସୁଛି ପଶ୍ଚିମା ଝଡ଼, ୯ରୁ ବର୍ଷା !

ଆସନ୍ତା ୯ ତାରିଖ ବେଳକୁ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଏହି ବର୍ଷା ହୋଇପାରେ।

Rainfall Alert
୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଆସନ୍ତା ୩ ତାରିଖରୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ମୁଖ୍ୟତଃ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Rainfall Alert
ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଆଜି ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Rainfall Likely In Odisha
ପୁଣି ଆସୁଛି ବର୍ଷା ! ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କିଛି ଦିନର ପ୍ରବଳ ଶୀତ ପରେ ଏବେ ପୁଣି କୋହଲା ପାଗ ସାଙ୍ଗକୁ ବର୍ଷା ଆରମ୍ଭ ହୋଇଯାଇଛି। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Rainfall Alert
ଆଜି ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !

ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବା ସମ୍ଭାବନା ରହିଛି।

cyclone
ପୁଣି ଏକ ବାତ୍ୟା ଆଶଙ୍କା, ୩ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା !

ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ରଟି ବାତ୍ୟାର ରୂପ ନେଇପାରେ। ଲଘୁଚାପ କ୍ଷେତ୍ର ସ୍ପଷ୍ଟ ହେବା ପରେ ବାତ୍ୟା ସମ୍ଭାବନା ସ୍ପଷ୍ଟ ହେବ। ତେବେ ନିର୍ଦ୍ଦିଷ୍ଟ ଭାବେ କେଉଁଠି ପ୍ରଭାବ ପଡ଼ିବ ତାହା ଏବେ କହି ହେବ ନାହିଁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। 

Fresh Low Pressure Over South Andaman Sea By Tomorrow (Bar) Yellow Warning In 9 Odisha Districts
ଆସନ୍ତା ୪,୫ ଦିନ ଯାଏ ହୋଇପାରେ ବର୍ଷା ସହ ମେଘୁଆ ପାଗ

ଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ୧୭୬ ମି.ମି., ବେଲଗୁଣ୍ଠାରେ ୧୨୩.୩ ମି.ମି.,ଭଞ୍ଜନଗର ଓ ଦିଗପହଣ୍ଡିରେ ୧୧୯ ମି.ମି., ପୁରୀରେ ୧୨୪ ମି.ମି. ବର୍ଷା ରେକର୍ଡ କରାଯାଇଛି।

rainfall
୪/୫ ଦିନ ମେଘୁଆ ପାଗ ସହ ବର୍ଷା ସମ୍ଭାବନା

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୪/୫ ଦିନ ମେଘୁଆ ପାଗ ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Rainfall Alert
୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ। ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱରରେ ସକାଳୁ ସକାଳୁ ବର୍ଷା ଲାଗି ରହିଛି।

Rain Likely In Odisha
ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୭ ଯାଏ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୧୭ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Gajapati Alert
ଗଜପତିରେ ଭୂସ୍ଖଳନ ଆଶଙ୍କା: ଗାଁ ଲୋକ, ପ୍ରସୂତି ସ୍ଥାନାନ୍ତରିତ

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଭାରତୀୟ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ । ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଛି ।

Rainfall Alert
୯ ଜିଲ୍ଲାରେ ଦୁଇ ଦିନ ବର୍ଷିବ !

ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ପ୍ରଭାବରେ ଦକ୍ଷିଣ ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ।

Rainfall Warning
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା : ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବା ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।