ବଦଳିଛି ପାଗର ମିଜାଜ୍ । ତାତିରୁ ମିଳିଛି ସାମୟିକ ମୁକ୍ତି । ଏବେ ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି ।
Weather Update Odisha: ଆସନ୍ତା ୧୯ ଏବଂ ୨୦ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ୪୦ରୁ ୫୦ କିମି ବେଗରେ ବହିପାରେ ପବନ ।
ତାତିରେ ଲାଗିବ କି ବ୍ରେକ୍ ? ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ବେଳେ, ପୁଣି ୭ ତାରିଖରୁ ବର୍ଷା ସମ୍ଭାବନା ରହିଛି।
ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ .....୧୬ ତାରିଖରେ ଅବପାତର ରୂପ ନେଇପାରେ ....୧୫ ଓ ୧୬ରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ...
ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ....ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି...ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା...
କାଲିଠୁ କମିବ ବର୍ଷାର ପରିମାଣ, କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ଦେଖି ନିଅନ୍ତୁ ତାଲିକା...
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ... ଆସନ୍ତାକାଲି ସାମାନ୍ୟ କମିବ ବର୍ଷାର ପରିମାଣ
ଜଳ ନିଷ୍କାସନ ସମସ୍ୟାରୁ ଉବୁଟୁବୁ ସହର । ବୁଡିଲା ରାସ୍ତାଘାଟ, ଲୋକେ ଘରେ ଜଳବନ୍ଦୀ ।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶଃ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ସକ୍ରିୟ ଥିବାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ନବରଙ୍ଗପୁର ସହରରେ ଘରେ ଘରେ ପଶିଲା ବର୍ଷା ପାଣି । ସମ୍ଭାବ୍ୟ ବଡ଼ ବର୍ଷା ପାଇଁ ପାଣିପାଗ ବିଭାଗର ରେଡୱାର୍ଣ୍ଣିଂ ।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାରେ ଜାରି ରହିଛି ବର୍ଷା। କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇଛି।
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଜି ୩୦ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏଥି ପାଇଁ ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।
ଧୋଇ ଯାଇପାରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍ । ଦର୍ଶକଙ୍କ ସବୁ ଆଶା ଫସର ଫାଟି ଯାଇପାରେ । କାରଣ କାଲି ମ୍ୟାଚ୍ରେ ୬୭ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆହୁରି ଦୁଇ ଦିନ ବଡ଼ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ଆଗାମୀ ୩ ଘଣ୍ଟା ପାଇଁ ଟ୍ୱିନ୍ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଗତ କିଛି ଦିନ ଧରି ଶୁଖିଲା ପାଗ ରହି ଥିବାବେଳେ ଆଜିଠୁ ପୁଣି ଥରେ ବର୍ଷା ଆରମ୍ଭ ହୋଇପାରେ। ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ
ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍ ଆଶଙ୍କା ମଧ୍ୟ ରହିଛି
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।