ସେପଟେ ପ୍ରବଳ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଅବସ୍ଥା ବେହାଲ। ରାଜଧାନୀର ବିଭିନ୍ନ ସ୍ଥାନରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି।
ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ମାଲକାନଗିରି ଓ କୋରାପୁଟକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ । ତଳି ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ହେବା ଆଶଙ୍କା । ଆସନ୍ତା ୩୦ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହୋଇପାରେ ବର୍ଷା ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ଏକାଧିକ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ
କିଛି ଜିଲ୍ଲାରେ ପ୍ରବଳ ବର୍ଷାରୁ ଅକସ୍ମାତ ବନ୍ୟା ସ୍ଥିତିର ଆଶଙ୍କା ମଧ୍ୟ ରହିଛି ।
ବର୍ତ୍ତମାନର ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଏହାର ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ,ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ।
ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ। ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ବଙ୍ଗୋପ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢ଼ିପାରେ ।
ଆଷାଢ଼ ସରିଲା, କାଲିଠୁ ଶ୍ରାବଣ। ହେଲେ ଧାନ ଚାଷର ଚିହ୍ନବର୍ଣ୍ଣ ନାହିଁ। ଯେଉଁ ସମୟରେ ରୁଆ, ବେଉଷଣରେ ଚାଷୀ ମାତିବା କଥା ସେଠି କିନ୍ତୁ ଗଜା ଧାନ ବଞ୍ଚାଇବାକୁ ସଂଘର୍ଷ ଚଳାଇଛି।
ଓଡ଼ିଶାକୁ ମୌସୁମୀ ବିଳମ୍ବରେ ଆସିଥିଲେ ମଧ୍ୟ ଆଗାମୀ ଦିନରେ ବର୍ଷା ସ୍ୱାଭାବିକ ରହିବ। ଗତବର୍ଷ ତୁଳନାରେ ଚଳିତ ବର୍ଷ ଜୁନ୍ ମାସରେ ଅଧିକ ବର୍ଷା ହୋଇଛି।
ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।
ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ରାଜ୍ୟର କିଛି ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ସୂଚନା ମିଳିଛି। କାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବଢ଼ିପାରେ ବର୍ଷା ପରିମାଣ ବଢିବ।
ଏଥର ଜୁନରେ ନିଅଣ୍ଟିଆ ବର୍ଷା! ମୌସୁମୀ ଉପରେ ପଡିବ ଏଲନିନୋର ପ୍ରଭାବ ମୌସୁମୀ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ ଚିନ୍ତା ବଢାଇ ଦେଇଛି ।
ଏଥର ଜୁନରେ ନିଅଣ୍ଟିଆ ବର୍ଷା! ମୌସୁମୀ ଉପରେ ପଡିବ ଏଲନିନୋର ପ୍ରଭାବ ମୌସୁମୀ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ ଚିନ୍ତା ବଢାଇ ଦେଇଛି ।
ଉପକୂଳ ଜିଲ୍ଲାରେ ଆଗାମୀ ୩ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ମଧ୍ୟ ବିଭାଗ ପକ୍ଷରୁ କୁହାଯାଇଛି।
ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ।
ରାଜ୍ୟରେ ଆଜି ବି କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ୧୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।
ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ।