ଆଜି ଆମେ ଆପଣଙ୍କ ପାଇଁ ଏକ ଚଟ୍ପଟା ରେସିପି ବିଷୟରେ ଜଣେଇବୁ । ଏହି ରେସିପିର ନାଁ ହେଉଛି ରାଜ୍ କଚୋରୀ’ । ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହି ରେସିପିଟିକୁ କିଭଳି ପ୍ରସ୍ତୁତ କରାଯାଏ ।