ସୋନିଆଙ୍କୁ ଭେଟିବାକୁ ଦିଲ୍ଲୀରେ ପାଇଲଟ୍
କୌଣସି ପରିସ୍ଥିତିରେ ସଚିନ୍ ପାଇଲଟ୍ଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ ଦିଆଯିବ ନାହିଁ ବୋଲି ଗେହଲୋଟ୍ଙ୍କ ସମର୍ଥକମାନେ କହିଛନ୍ତି।
ରାଜସ୍ଥାନ ରାଜନୀତରେ ନୂଆ ସମୀକରଣ ସମ୍ଭାବନା ନେଇ ମିଳିଲା ସଙ୍କେତ। କାହିଁକି ବରିଷ୍ଠ ନେତାଙ୍କ ମଧ୍ୟରେ ଚାଲିଛି ଘନଘନ ଆଲୋଚନା ? କ’ଣ ହୋଇପାରେ ଏହାର ଉଦ୍ଦେଶ୍ୟ ?