ସ୍ୱୟଂକୃତ, ଏକକ ନିୟନ୍ତ୍ରିତ ପ୍ରବେଶ ଦ୍ୱାର ରହିଛି । ମୁଖ୍ୟ ପ୍ରବେଶ ଦ୍ୱାର ବନ୍ଦ ନହେବା ଯାଏଁ ଗଡ଼ିବନି ଟ୍ରେନ୍ । ପ୍ରତି କୋଚରେ ୬ଟି ଲେଖାଏଁ କ୍ୟାମେରା ଲାଗିଛି । ସବୁ କ୍ୟାମେରାରେ ୨୪ ଘଣ୍ଟିଆ ଲାଇଭ୍ ରେକର୍ଡିଂ ।