ରାଜୀବ ଗାନ୍ଧି ହତ୍ୟାକାରୀଙ୍କୁ ମୁକ୍ତ କରିବା ନିଷ୍ପତ୍ତିର ପୁନଃ ସମୀକ୍ଷା ପାଇଁ ସୁପ୍ରିମକୋର୍ଟ ଗଲା କେନ୍ଦ୍ର। ନିଷ୍ପତ୍ତିର ପୁନଃ ସମୀକ୍ଷା ପାଇଁ କେନ୍ଦ୍ର ସରକାର ଉଚ୍ଚତମ ନ୍ୟାୟଳୟରେ ଆବେଦନ କରିଛନ୍ତି।
ସମସ୍ତ ବିଧି ନିୟମକୁ ପାଳନ କରିବା ପରେ ତାଙ୍କୁ ମୁକ୍ତ କରାଯାଇଛି
ରାଜ୍ୟପାଳଙ୍କ ପାଖରେ ବହୁ ଦିନ ଧରି ରାଜକ୍ଷମା ଆବେଦନ ପଡ଼ି ରହିଥିବାରୁ ସମସ୍ତଙ୍କୁ ଜେଲରୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ସ୍ୱରର ମଲ୍ଲିକା ତାଙ୍କର ଅବସର ସମୟରେ ରିୟାଜ୍ କରନ୍ତି କିମ୍ବା ତାଙ୍କ ପ୍ରିୟ ଖେଳ କ୍ରିକେଟ୍ ଦେଖିବାକୁ ପସନ୍ଦ କରନ୍ତି। ୧୯୮୩ ମସିହାରେ ଲର୍ଡସ୍ରେ ଆୟୋଜିତ ଗୌରବମୟ ବିଶ୍ୱ କ୍ରିକେଟ୍ କପ୍ ବିଜୟର ସାକ୍ଷୀ ମଧ୍ୟ ଲତା ମଙ୍ଗେସ୍କର୍। ତେବେ ଆସନ୍ତୁ ଜାଣିବା କିପରି ଲତା ଜୀଙ୍କ କ୍ରିକେଟ୍ ପ୍ରତି ଆସିଲା ଆଗ୍ରହ।
ରାଜୀବ ଗାନ୍ଧିଙ୍କ ହତ୍ୟାକାରୀ ଏଜି ପେରାରିଭାଲାନଙ୍କୁ ମୁକ୍ତି କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ ।
ନିଜ ଅସ୍ତିତ୍ୱର ରକ୍ଷା ନେଇ ବର୍ତ୍ତମାନ ଲଢେଇ କରୁଥିବା ଦେଶର ସବୁଠାରୁ ପୂରାତନ ଦଳ କଂଗ୍ରେସର ଏପରି ଅବସ୍ଥା ନେଇ ଦଳ ନିଜେ ହିଁ ଦାୟୀ। ପାଖାପାଖି ସାଢେ ତିନି ଦଶକ ପୂର୍ବରୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ସରକାର ଏଭଳି ଏକ ନିଷ୍ପତ୍ତି ନେଇଥିଲା, ଯାହା ପରଠାରୁ କଂଗ୍ରେସର ପତନ ଆରମ୍ଭ ହୋଇଥିଲା। ଏଠି ଆମେ କହିବାକୁ ଯାଉଛୁ ଶାହ ବାନୋ ମାମଲାର କଥା। ଏହି ମାମଲାରେ ସୁପ୍ରିମ୍ କୋର୍ଟଙ୍କ ନିଷ୍ପତ୍ତିକୁ ପ୍ରତ୍ୟାବର୍ତ୍ତନ କରିବା ରାଜୀବ ଗାନ୍ଧୀ ସରକାରକୁ ମହଙ୍ଗା ପଡିଥିଲା।