• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rajnikanth

rajinikanth birthday
ସୁପରଷ୍ଟାର ରଜନୀକାନ୍ତଙ୍କ ଆଜି ଜନ୍ମଦିନ

ସୁପରଷ୍ଟାର...ଓ୍ୱାନ୍‌ ମେନ୍‌ ଆର୍ମି...ଥଲାଇଭା ଫ୍ୟାନ୍‌ଙ୍କ ପାଇଁ ସିଏ ଭଗବାନ ତ କାହା ପାଇଁ ସବୁ କିଛି । ଆଜି ସୁପରଷ୍ଟାର ରଜନୀକାନ୍ତଙ୍କ ୭୧ତମ ଜନ୍ମଦିନ । ଥଲାଇଭାଙ୍କୁ ମନେ ପକାଇଛନ୍ତି ଫ୍ୟାନ୍‌ ।

Rajinikanth received Dada Saheb falke award
ବସ୍ କଣ୍ଡକ୍ଟରରୁ ଦାଦା ସାହେବ ଫାଲ୍‌କେ ପୁରସ୍କାର ପର୍ଯ୍ୟନ୍ତ ରଜନୀକାନ୍ତଙ୍କ ଲମ୍ବା ଯାତ୍ରା

ସୁପରଷ୍ଟାର ରଜନୀକାନ୍ତଙ୍କୁ ଭାରତୀୟ ସିନେମାର ସବୁଠାରୁ ବଡ ସମ୍ମାନ ‘ଦାଦା ସାହେବ ଫାଲ୍‌କେ ଆୱାର୍ଡ’ ମିଳିଛି। ୬୭ତମ ଜାତୀୟ ଫିଲ୍ମ ପୁରସ୍କାର ସମାରୋହରେ ସାମିଲ ହୋଇ ରଜନୀକାନ୍ତ ଏହି ସମ୍ମାନ ଗ୍ରହଣ କରିଛନ୍ତି। ଏହି ପୁରସ୍କାରକୁ ସେ ଦେଶର ଉପରାଷ୍ଟ୍ରପତି ଭେଙ୍କୈୟା ନାଇଡୁଙ୍କ ଠାରୁ ଗ୍ରହଣ କରିଛନ୍ତି। ଏହି ପୁରସ୍କାରକୁ ଗ୍ରହଣକରି ରଜନୀକାନ୍ତ ନିଜ ଗୁରୁ ବାଲାଚନ୍ଦର, ଭାଇ ସତ୍ୟନାରାୟଣ ଗାୟକୱାଡ୍ ଓ ତାଙ୍କର ସବୁଠାରୁ ଭଲ ବନ୍ଧୁ ରାଜ ବାହାଦୂରଙ୍କୁ ସମର୍ପଣ କରିଛନ୍ତି।

The madness of Rajinikanth's fans
ପ୍ରଶଂସକଙ୍କ ପାଗଳାମୀ ଦେଖି ରାଗିଗଲେ ସୁପରଷ୍ଟାର ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତଙ୍କର କ୍ରେଜ୍ ସବୁବେଳେ ରହି ଆସିଛି । କେବଳ ସାଉଥ ନୁହେଁ ବିଦେଶରେ ମଧ୍ୟ ତାଙ୍କର ଅନେକ ପ୍ରଶଂସକଙ୍କ ରହିଛନ୍ତି। ନିକଟରେ ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଗଳାମୀ ପାଇଁ ସେ ବହୁତ ରାଗି ଯାଇଛନ୍ତି । ରଜନୀକାନ୍ତଙ୍କ ଫିଲ୍ମର ପୋଷ୍ଟରରେ ପ୍ରଶଂସକ ମାନେ ଛେଳିର ରକ୍ତ ଛିଞ୍ଚିଛନ୍ତି । ଏନେଇ ରଜନୀକାନ୍ତ ବହୁ ଅସନ୍ତୋଷ ପ୍ରକାଶ କରିଛନ୍ତି।