ଗତ ଶୁକ୍ରବାର ୩ ଜଣ ମନ୍ତ୍ରୀ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧୀଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଥିଲେ। ପଦରୁ ଓହରି ଯାଇ ଦଳରେ ରହି କାମ କରିବାକୁ ଆଗ୍ରହ ଥିବା କଥା ଦର୍ଶାଇଥିଲେ ନିଜ ଇସ୍ତଫା ପତ୍ରରେ।