• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rajya Sabha Polls

Sonia Gandhi
୨୦୨୪ ନିର୍ବାଚନ ଲଢ଼ିବେନି ସୋନିଆ ଗାନ୍ଧି, ଯିବେ ରାଜ୍ୟସଭା ?

୧୯୫୨ରେ ଫିରୋଜ ଗାନ୍ଧି, ତାଙ୍କ ପରେ ଇନ୍ଦିରା ଏବଂ ପରେ ସୋନିଆ ୨୦୦୪ରୁ ଏହାର ପ୍ରତିନିଧିତ୍ୱ କରି ଆସୁଛନ୍ତି । ଯଦି ଏଥର ପ୍ରିୟଙ୍କା ସେଠୁ ଲଢ଼ନ୍ତି ତାହେଲେ ଏହା ହେବ ତାଙ୍କ ପାଇଁ ପ୍ରଥମ ନିର୍ବାଚନ ।

Voting In Crucial Rajya Sabha Polls Today
ଆଜି ୧୬ ରାଜ୍ୟସଭା ସିଟ୍‌ ପାଇଁ ହେବ ନିର୍ବାଚନ, କ୍ରସ୍‌ ଭୋଟିଂ ଆଶଙ୍କା

୪ଟି ରାଜ୍ୟର ୧୬ଟି ରାଜ୍ୟସଭା ସିଟ୍ ପାଇଁ ଆଜି ନିର୍ବାଚନ ହେବ। ମତଦାନ ସକାଳ ୯ଟାରୁ  ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଓଡିଶାର ୩ ଜଣ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।  

BJD
କିଏ ଯିବ ରାଜ୍ୟ ସଭା ?

ଓଡ଼ିଶାରୁ ରାଜ୍ୟସଭାକୁ କିଏ କିଏ ଯିବେ? ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହି ପ୍ରଶ୍ନ ଉଙ୍କି ମାରୁଛି । ରେସ୍‌ରେ ଅନେକ ନାଁ ଥିଲେ ମଧ୍ୟ ୪ ଆସନ ମଧ୍ୟରୁ ଦୁଇ ଜଣ ମହିଳାଙ୍କୁ ବିଜେଡି ରାଜ୍ୟସଭାକୁ ପଠାଇବାର ଅଧିକ ସମ୍ଭାବନା ରହିଛି ।

BJD
ରାଜ୍ୟସଭା ଆସନ ପାଇଁ କାହାକୁ ଭରସା କରିବେ ନବୀନ ?

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏଥିସହିତ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ବଡ଼ ପ୍ରଶ୍ନ, ପ୍ରସନ୍ନ ଆଚାର୍ଯ୍ୟ, ଏନ୍.ଭାସ୍କର ରାଓ ଓ ସସ୍ମିତ ପାତ୍ରଙ୍କ ସ୍ଥାନରେ କିଏ କିଏ ପାଇବେ ଟିକଟ୍? କାହା ଉପରେ ଭରସା କରିବେ ନବୀନ?