୧୯୫୨ରେ ଫିରୋଜ ଗାନ୍ଧି, ତାଙ୍କ ପରେ ଇନ୍ଦିରା ଏବଂ ପରେ ସୋନିଆ ୨୦୦୪ରୁ ଏହାର ପ୍ରତିନିଧିତ୍ୱ କରି ଆସୁଛନ୍ତି । ଯଦି ଏଥର ପ୍ରିୟଙ୍କା ସେଠୁ ଲଢ଼ନ୍ତି ତାହେଲେ ଏହା ହେବ ତାଙ୍କ ପାଇଁ ପ୍ରଥମ ନିର୍ବାଚନ ।
୪ଟି ରାଜ୍ୟର ୧୬ଟି ରାଜ୍ୟସଭା ସିଟ୍ ପାଇଁ ଆଜି ନିର୍ବାଚନ ହେବ। ମତଦାନ ସକାଳ ୯ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଓଡିଶାର ୩ ଜଣ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।
ଓଡ଼ିଶାରୁ ରାଜ୍ୟସଭାକୁ କିଏ କିଏ ଯିବେ? ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହି ପ୍ରଶ୍ନ ଉଙ୍କି ମାରୁଛି । ରେସ୍ରେ ଅନେକ ନାଁ ଥିଲେ ମଧ୍ୟ ୪ ଆସନ ମଧ୍ୟରୁ ଦୁଇ ଜଣ ମହିଳାଙ୍କୁ ବିଜେଡି ରାଜ୍ୟସଭାକୁ ପଠାଇବାର ଅଧିକ ସମ୍ଭାବନା ରହିଛି ।
ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏଥିସହିତ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ବଡ଼ ପ୍ରଶ୍ନ, ପ୍ରସନ୍ନ ଆଚାର୍ଯ୍ୟ, ଏନ୍.ଭାସ୍କର ରାଓ ଓ ସସ୍ମିତ ପାତ୍ରଙ୍କ ସ୍ଥାନରେ କିଏ କିଏ ପାଇବେ ଟିକଟ୍? କାହା ଉପରେ ଭରସା କରିବେ ନବୀନ?